ବେଲପଡ଼ା ସହରରେ ବ୍ୟାପୁଛି ଝାଡ଼ାବାନ୍ତି

ବଲାଙ୍ଗୀର,୧୯।୮: ବଲାଙ୍ଗୀର ଜିଲା ବେଲପଡ଼ା ସହରରେ ଝାଡାବାନ୍ତି ଆତଙ୍କ ଲାଗି ରହିଛି। ବେଲପଡ଼ାର ତଳିପଡ଼ାରେ ଗତ ୪ ଦିନ ମଧ୍ୟରେ ଝାଡ଼ାବାନ୍ତିରେ ୩ଜଣଙ୍କ ମତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ବର୍ତ୍ତମାନ ୨୫ରୁ ଅଧିକ ଲୋକ ଝାଡ଼ ଝାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଜଣାପଡିଛି।

ଅନ୍ୟପକ୍ଷେ ଦୂଷିତ ପାଣି ଯୋଗୁ ଝାଡ଼ାବାନ୍ତି ବ୍ୟାପୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏପରିକି ସହରର ବିଭିନ୍ନ ନାଳ, ନର୍ଦ୍ଦମା ସଫା କରାଯାଉ ନ ଥିବା ଅଭିଯୋଗ ହୋଇଛି। ଏଭଳି ସ୍ଥିତରେ ସହରରେ ମଶା, ମାଛିଙ୍କ ପ୍ରାଦୁର୍ଭାବ ମଧ୍ୟ ବଢିବାରେ ଲାଗିଛି। ଏନେଇ ସହରରେ ଡେଙ୍ଗୁକୁ ନେଇ ମଧ୍ୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ରହିଛି। ତୁରନ୍ତ ଡ୍ରେନେଜ ସଫା କରି ଆବଶ୍ୟକ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।

ଅନ୍ୟପକ୍ଷେ କିଛି ଦିନ ତଳେ ଜିଲାର ସଇଁତଳା ସହରରେ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏପରି କି ସହରର ୧୧ଜଣ ଭୀମଭୋଇ ମେଡିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri