ଖାତାକୁ ଆସିଲା କି’ ସୁଭଦ୍ରା ଟଙ୍କା…

PM Modi to launch Subhadra Yojana

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ୫ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟଙ୍କୁ ଆସିଛି। ଏନେଇ ହିତାଧିକାରୀମାନେ ଖୁସି ବ୍ୟକ୍ତ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ କୃତଜ୍ଞତା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରେ ବିମାନ ବନ୍ଦରରେ ପହଞ୍ଚି ରାଜଭବନ ଛକଦେଇ ଗାଡ଼କଣ ଯାଇଥିଲେ। ସେଠାରେ ସେ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ଗୃହପ୍ରବେଶ କରାଇଥିଲେ। ପରେ ମୋଦି ମହିଳାଙ୍କଠାରୁ କ୍ଷିରୀ ଖାଇ ଖୁସି ବ୍ୟକ୍ତ କରିଥିଲେ। ଏହି ଅବସରରେ ମହିଳାଙ୍କଠାରୁ ମହାପ୍ରଭୁ ଜଗନ୍ନାଥଙ୍କ ପଟଚିତ୍ର ଉପହାର ସ୍ବରୁପ ଗ୍ରହଣ କରିଥିଲେ। ପରେ ସେ ସେଠାରୁ ଜନତାମଇଦାନଦ ଆସିଥିଲେ। ପରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରି କରିଥିଲେ।

ଏପରିକି ଓଡ଼ିଶା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ସୁଭଦ୍ରା ଯୋଜନାର ଶୁଭାରମ୍ଭ ନେଇ ଉତ୍ସାହିତ ଥିବା କହିଥିଲେ। ’ସୁଭଦ୍ରା ଯୋଜନା’ ନାରୀ ସଶକ୍ତୀକରଣକୁ ଆଗକୁ ବଢ଼ାଇବ ଏବଂ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ପ୍ରଧାନମନ୍ତ୍ରୀ ମୋଦି ଟ୍ବିଟ କରି ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସବୁ ଜିଲାରେ ହେବ…

ଭୁବନେଶ୍ୱର,୧୯।୯: ରାଜ୍ୟର ସମସ୍ତ ଜିଲାରେ ମେଡିକାଲ କଲେଜ ହେବ। ଗୁରୁବାର ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସ...

ସମ୍ବଲପୁରୀ ଗାୟିକାଙ୍କ ମୃତ୍ୟୁକୁ ନେଇ ଉଠିଲା ପ୍ରଶ୍ନ, ଜଣେ ଗାୟକଙ୍କ ନାଁରେ ଅଭିଯୋଗ ଆଣିଲେ ପରିବାର ଲୋକେ

ସମ୍ବଲପୁର,୧୯ା୯: ସମ୍ବଲପୁରୀ ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍‌ସାନାଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଭୁବନେଶ୍ବରର ଏକ ମେଡିକାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର...

ଭତ୍ତା ଆଣିବାକୁ ଯାଇ ନିଖୋଜ ଥିଲେ ବୃଦ୍ଧା, ଆଜି କେନାଲରୁ ମିଳିଲା ମୃତଦେହ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମର ସ୍ବର୍ଗତ କନ୍ତାରୁ ପାତ୍ରଙ୍କ ବିଧବା ସ୍ତ୍ରୀ ଏମ୍‌.ଅରାଲୁ ପାତ୍ର (୬୪)...

ଆଜିଠାରୁ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଚାଲିବ ପର୍ଯ୍ୟଟନକ୍ଷେତ୍ରର ସଫେଇ, ପ୍ଲାଷ୍ଟିକ୍‌ ମୁକ୍ତ ପାଇଁ ସମସ୍ତେ…

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): ଦାରିଙ୍ଗବାଡ଼ି ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଜଣାଶୁଣା। ଦୈନିକ ଶହଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲିବାକୁ ଆସୁଥିବା ବେଳେ କୁଢ଼କୁଢ଼ ଅଳିଆ ଆବର୍ଜନା ଦେଖି ପର୍ଯ୍ୟଟକ...

ଟ୍ରକକୁ ପଛପଟୁ ପିଟିଲା ଭ୍ୟାନ୍‌: ଚାଲିଗଲା ୨ ଜୀବନ

ଆସିକା,୧୯।୯(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ପିତଳ ଛକଠାରେ ରାସ୍ତା କଡ଼ରେ ଠିଆ ହେଇଥିବା ଗୋଟେ ଟ୍ରକକୁ ପଛପଟୁ ଧକ୍କା ଦେଇଛି...

ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ବାହାରିଲା ନିଯୁକ୍ତି, ଲକ୍ଷେ ଯାଏଁ ରହିଛି ଦରମା…

ଭୁବନେଶ୍ୱର,୧୯।୯: ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ନିଯୁକ୍ତି ପ୍ରକାଶ ପାଇଛି। ଏନେଇ ଅଗଷ୍ଟ ୩୧ରେ ଘୋଷଣା କରାଯାଇଥିଲା।...

ଆଜିଠାରୁ ଭାରତ-ବାଂଲାଦେଶ ଟେଷ୍ଟ ସିରିଜ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଚେନ୍ନାଇ, ୧୯।୯ (ପି.ଟି.):ଭାରତ ଓ ବାଂଲାଦେଶ ମଧ୍ୟରେ ୨ ଟେଷ୍ଟ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ ଗୁରୁବାର ଏଠାରେ ଆରମ୍ଭ ହେବ। ବାଂଲାଦେଶ ଏହା ପୂର୍ବରୁ...

ନିଖୋଜ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣାଗଡ ୧୯।୯ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ଥାନା ସରମୁହାଣ ଓ ଭଇଁଷା ଗାଁର ମୁଖ୍ୟ ରାସ୍ତା କଡ଼ରେ ଏକ ମହୁଲ ଗଛରେ ଯୁବକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri