Categories: ଖେଳ

ଦିଲୀପ ତିର୍କୀ ହେଲେ ହକି ଇଣ୍ଡିଆ ସଭାପତି

ଭୁବନେଶ୍ୱର,୨୩।୯(ବ୍ୟୁରୋ): ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଅଲିମ୍ପିଆନ ଦିଲୀପ ତିର୍କୀ ହେଲେ ହକି ଇଣ୍ଡିଆର ସଭାପତି। ବିନା ପ୍ରତିଦ୍ବନ୍ଦ୍ୱିତାରେ ଦିଲୀପ ତିର୍କୀ ଏହି ପଦ ପାଇଁ ନିର୍ବାଚିତ ହୋଇଛନ୍ତି । ପ୍ରଥମ ଓଡ଼ିଆ ଭାବେ ସେ ହକି ଇଣ୍ଡିଆର ସଭାପତି ହୋଇଥିବାରୁ ବିଭିନ୍ନ ମହଲରୁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି।
ଦିଲୀପ ତିର୍କୀ ରବିବାର ହକି ଇଣ୍ଡିଆର ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିଥିଲେ। ସେ ଟୁଇଟ୍‌ର ଏକ ଫଟୋ ଶେୟାର କରି ଏହି ସୂଚନା ଦେଇଥିଲେ।

Share