ହାରିଗଲେ ଦୀପାଳି, ଝାରସୁଗୁଡ଼ାରେ ଫୁଟିଲା ପଦ୍ମ

ଝାରସୁଗଡ଼ା,୪।୬: ଝାରସୁଗୁଡ଼ାରେ ପଦ୍ମର ବଡ଼ ବିଜୟ। ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କୁ ୧୩୨୨ ଖଣ୍ଡ ଭୋଟରେ ହରାଇଛନ୍ତି ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ।

୨୦୨୪ ଲୋକସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି । ତେବେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ ଭାଜପା ଆଗକୁ ଆଗକୁ ମାଡ଼ି ଚାଲିଛି । ସିଟ ସଂଖ୍ୟା ତୁଳନାରେ ବିଜେଡି ବହୁ ପଛରେ ଚାଲିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଅସଦାଚରଣ! ଜଗତସିଂହପୁର ସହକାରୀ ଜିଲାପାଳ ନିଲମ୍ବିତ

ଭୁବନେଶ୍ୱର,୧୮ା୧୨: କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଜଗତସିଂହପୁର ସହକାରୀ ଜିଲାପାଳ। ସହକାରୀ ଜିଲାପାଳ ଉମେଶଚନ୍ଦ୍ର ଲେଙ୍କାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ...

ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ, ମଣ୍ଡିରୁ ଉଠିଲାନି ଧାନ

ଝରିଗାଁ,୧୮ା୧୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଝରିଗାଁ ଏବଂ ଚଚା ମଣ୍ଡିରେ ମଧ୍ୟ ଧାନର ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ ଦେଖାଦେଇଛି। କିଛି...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ପ୍ରତି ଆକ୍ରମଣ ଘଟଣା: ୨ ଗଲେ ଜେଲ୍‌

ଦିଗପହଣ୍ଡି,୧୮ା୧୨(ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ...

ଚଢ଼ାଉ ବେଳେ ଆଇଆଇସିଙ୍କୁ ଆକ୍ରମଣ: ପଥର ମାଡ଼ରେ ଥାନା ଗାଡ଼ି ଭାଙ୍ଗିଲା

ଉଦଳା, ୧୮।୧୨(ସନ୍ତୋଷ କୁମାର ବାଚ୍ଛିନୀ)-ଲଘୁ ଖଣିଜ ପଦାର୍ଥ ଚୋରାଚାଲାଣ ରୋକିବାକୁ ଚଢ଼ାଉ ବେଳେ ସଂଘବଦ୍ଧ ଆକ୍ରମଣରେ ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଆଇଆଇସି ପ୍ରକାଶ କୁମାର...

ପୂର୍ବ ପିଇଓଙ୍କ ବଦଳି ସ୍ଥଗିତ କରିବାକୁ ଦାବିପତ୍ର

କୋକସରା,୧୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର ମହକୁମା ସଦର କୋକସରା ପଞ୍ଚାୟତରେ ପୂର୍ବରୁ ଅବସ୍ଥାପିତ ଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଅନ୍ୟ...

ଫରେଷ୍ଟଗାର୍ଡଙ୍କୁ ମାଡ଼ ମାରିଲେ ଗ୍ରାମବାସୀ

ନିରାକାରପୁର,୧୮ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଓ ପଟିଆ ସେକ୍ସନ ଅଧୀନରେ ଥିବା ରଣ୍ଡା ବିଟ୍‌ ହାଉସ୍‌ରେ ବୁଧବାର ଏକ ଅଭାବନୀୟ ଘଟଣା...

ବିଜେଡି କର୍ପୋରେଟରଙ୍କୁ ନବୀନଙ୍କ ଡାକରା, ସମାଧାନ ହେବ କି ଗୋଷ୍ଠୀକନ୍ଦଳ

ବ୍ରହ୍ମପୁର,୧୮ା୧୨(ସ୍ମୃତିରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ବିଜେଡି କର୍ପୋରେଟର ଏବଂ ମେୟର ଓ ଡେପୁଟି ମେୟରଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ଭୁବନେଶ୍ୱର ନବୀନ...

ବିଲରେ ପଡ଼ିଛି ପାଚିଲା ଧାନ, ୨୧ରେ ଛେଚିବ ବର୍ଷା, ଏସବୁ ଜିଲାକୁ ରହିଛି…

ଭୁବନେଶ୍ୱର,୧୮ା୧୨: ଏବେ ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri