ଡିପ୍‌ଥେରିଆ ନେଲା ଜୀବନ, ୧୦ ବର୍ଷ ଶିଶୁର ମୃତ୍ୟୁ

ଭୁବନେଶ୍ୱର, ୨୦।୬: ଡିପ୍‌ଥେରିଆ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ାଇଦେଇଛି। ସଂକ୍ରମଣ ପଛର କାରଣ ଖୋଜୁଛି ସ୍ବାସ୍ଥ୍ୟ ବିଭାଗ। ଏହାରି ଭିତରେ ବ୍ରହ୍ମପୁର MKCGରେ ଜଣେ ଡିପ୍ଥେରିଆ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସୂଚନା ଦେଇଛନ୍ତି MKCG ମେଡିକାଲ ଅଧୀକ୍ଷକ। ମୃତକ ଜଣକ ହେଲେ ୧୦ ବର୍ଷର ବାଳକ। ସେ କୋରାପୁଟ ବନ୍ଧୁଗାଁର ହୋଇଥିବା ସୂଚନା ମିଳିଛି।

ରାଜ୍ୟରେ ଏବେ ଡିପଥେରିଆ ସ୍ଥିତି ନିୟନ୍ତ୍ରଣରେ ଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ମିଶ୍ର କହିଛନ୍ତି। ସେ କହିଛନ୍ତି, ନୂଆ କେସ୍‌ ଆସିନି। ସେହି ୨୧ଜଣ ଏବେ ଯାଏ ସଂକ୍ରମିତ ହୋଇଛନ୍ତି। ରାୟଗଡ଼ା ହସ୍ପିଟାଲରେ କେହି ରୋଗୀ ନାହାନ୍ତି। ସମସ୍ତେ ଡିସ୍‌ଚାର୍ଜ ହେଲେଣି। ଭବାନୀପାଟଣାରେ ଯେଉଁ ୫ରୋଗୀ ଚିହ୍ନଟ ହୋଇଛନ୍ତି, ସେମାନଙ୍କ ମଧ୍ୟରୁ ୪ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେଥି ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଡିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରୂପ୍‌ସା,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri