ଏପଟେ ଆଲୋଚନା, ସେପଟେ ଆତ୍ମହତ୍ୟା

ଭୁବନେଶ୍ୱର,୫।୯(ବ୍ୟୁରୋ):କରୋନା ପରଠାରୁ ଲୋକଙ୍କ ଆତ୍ମହତ୍ୟା ପ୍ରବଣତା ବଢ଼ି ଚାଲିଛି। ଉନ୍ନତ ଜୀବନ ଶୈଳୀ ଭିତରେ ମଣିଷ ଜୀବନକୁ ମୂଲ୍ୟହୀନ ମନେ କରୁଛି। ବିଶେଷକରି ଓଡ଼ିଶାରେ ଆତ୍ମହତ୍ୟା ହାର ଜାତୀୟ ହାରଠାରୁ ଅଧିକ ରହିବା ଉଦ୍‌ବେଗ ସୃଷ୍ଟି କରିଛି। ଏପରିସ୍ଥିତିରେ କମିଶନରେଟ ପୋଲିସ ପକ୍ଷରୁ ଆତ୍ମହତ୍ୟା ରୋକିବାକୁ ତର୍ଜମା ଓ ପର୍ଯ୍ୟାଲୋଚନା ଚାଲିଥିବାବେଳେ ରାଜଧାନୀରେ ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି। ଏୟାରଫିଲ୍ଡ ଥାନା ଅନ୍ତର୍ଗତ ବରକୁଦା ଅଞ୍ଚଳରେ ଥିବା ଏକ ନର୍ସିଂ କଲେଜରେ ଏହି ଘଟଣା ଘଟିଛି। କଲେଜ ପରିସର ହଷ୍ଟେଲରେ ଛାତ୍ରୀ ଜଣକ ଓଢଣୀ ଲଗାଇ ଝୁଲି ପଡିଛନ୍ତି। ମୃତ ଛାତ୍ରୀ ଜଣକ ହେଲେ ବଲାଙ୍ଗୀରର କୁନି କହଁର। ସେ ପ୍ରଥମ ବର୍ଷର ନର୍ସିଂ ଛାତ୍ରୀ ବୋଲି ଜଣାପଡିଛି। ଖବର ପାଇ ଏୟାରଫିଲ୍ଡ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଝୁଲନ୍ତା ଅବସ୍ଥାରେ ମୃତଦେହ ଜବତ କରି ଆତ୍ମହତ୍ୟାର କାରଣ ଜାଣିବା ଲାଗି ତଦନ୍ତ ଚଳାଇଛି। ସେହିପରି ପରିବାର ଲୋକ ପହଞ୍ଚତ୍ବା ପରେ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲକୁ ବ୍ୟବଚ୍ଛେଦ ଲାଗି ପଠାଯିବ ବୋଲି ଏୟାରଫିଲ୍ଡ ଥାନା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବାକୁ ଆହୁରି ଦୁଇ ବର୍ଷ ବାକିଥିଲା, ମାତ୍ର ଝୁଲିପଡ଼ିଲେ ଏଏସ୍‌ଆଇ

ତେନ୍ତୁଳିଖୁଣ୍ଟି,୨୭ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଏଏସ୍‌ଆଇ ରେଣୁପ୍ରସାଦ ପ୍ରଧାନ ୨୩ ତାରିଖ ସୋମବାରରୁ ନିଖୋଜ ଥିଲେ। ସେ ଥାନାକୁ ଆସୁ ନ ଥିବା...

ପୁଣି ଆସୁଛି ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା...

ରାଜ୍ୟ ବାହାର ବାଘଙ୍କୁ ସୁହାଉନି ଓଡ଼ିଶା ଜଙ୍ଗଲ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ଓଡ଼ିଶା ଜଙ୍ଗଲକୁ ପସନ୍ଦ କରୁନାହାନ୍ତି ରାଜ୍ୟ ବାହାରର ବାଘ। ଶିମିଳିପାଳରେ ବାଘ ସଂଖ୍ୟା ବଢ଼ାଇବା ପାଇଁ ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ବାଘୁଣୀ ଜିନ୍ନତ୍‌କୁ...

୫ ଉପକୂଳ ଜିଲାରେ ସୃଷ୍ଟି ହେବ ହେନ୍ତାଳବଣ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଉପକୂଳ ଜିଲା ପାଇଁ ବରଦାନ ସାଜୁଛି ହେନ୍ତାଳବଣ। ତେଣୁ ହେନ୍ତାଳ ବଣର ଗୁରୁତ୍ୱକୁ ଉପଲବ୍ଧି...

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ...

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ...

ସରକାର କଲେ ବଡ଼ ଘୋଷଣା: ଏହି ନମ୍ବରରେ କଲ୍‌ କରି ପାଆନ୍ତୁ ଫସଲ ହାନି ସହାୟତା

ଭୁବନେଶ୍ୱର,୨୬ା୧୨: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଓଡ଼ିଶାରେ ଚାଷୀମାନେ ବହୁ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଚାଷୀଙ୍କ ସହାୟତାକୁ ଦୃଷ୍ଟିରେ ରଖି ସରକାର ଚାଷୀଙ୍କ ପାଇଁ...

୪ ର୍ଥ ପର୍ଯ୍ୟାୟ ସୁଭଦ୍ରା ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ଏହି ପରାମର୍ଶ ଦେଲେ ଉନ୍ନୟନ କମିଶନର

ଭୁବନେଶ୍ୱର,୨୬ା୧୨: ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ନିମନ୍ତେ ଉଦ୍ଦିଷ୍ଟ ‘ସୁଭଦ୍ରା’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ୨ୟ ପରିଚାଳନା କମିଟି ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri