କଳାହାଣ୍ଡିରେ ଜିଲାସ୍ତରୀୟ ସମବାୟ ସପ୍ତାହ ପାଳିତ: ସର୍ବଶ୍ରେଷ୍ଠ ସମିତି ଭାବେ ସମ୍ବର୍ଦ୍ଧିତ ହେଲା ଆମପାଣି କୃଷି ସମବାୟ ସମିତି

କୋକସରା,୧୯।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ କଳାହାଣ୍ଡି ଜିଲାସ୍ତରୀୟ ଉତ୍ସବ ମଙ୍ଗଳବାର ଭବାନୀପାଟଣା ଟାଉନ ହଲ୍‌ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କୋକସରା ବ୍ଲକ ଅଧିନସ୍ଥ ଆମପାଣି କୃଷି ସମବାୟ ସମିତିକୁ ଚାଷି ମାନଙ୍କ ବିଭିନ୍ନ ଗଠନ ମୂଳକ ତଥା ସଫଳ ଯୋଜନା ରୂପାୟନ ପାଇଁ ଜିଲାସ୍ତରୀୟ ସର୍ବଶ୍ରେଷ୍ଠ କୃଷି ସମବାୟ ସମିତି ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ କେନ୍ଦ୍ର ସମବାୟ ସମିତିର ଅଧ୍ୟକ୍ଷ ଗିରିଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ସମ୍ମାନିତ ଅତିଥି ଭାବେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ, ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ତନ୍ମୟ ଦରୱାନ, ଡିଆରସିଏସ ପ୍ରମୋଦ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଆମପାଣି କୃଷି ସମବାୟ ସମିତିର ଉପ ସଭାନେତ୍ରୀ ତିଲୋତ୍ତମା ନାଏକ, ସମ୍ପାଦକ ବିକାଶ ରଞ୍ଜନ ପଣ୍ଡା, କୃଷି ସମବାୟର ସଦସ୍ୟ ପ୍ରସନ୍ନ ବାରିକ, ସୋନୁ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ରହି ମାନପତ୍ର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri