୭୫ ଅଭିଯୋଗ ଶୁଣାଣି କଲେ ଜିଲାପାଳ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜିଲାପାଳଙ୍କ ସମେତ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା ଏବଂ ପଦ୍ମପୁର ଅତିରିକ୍ତ ଜିଲାପାଳ କୃଣାଳ ମୋତିରାମ ଚୌହାନ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଜଳସେଚନ, ବିଦ୍ୟୁତ୍‌ ଯୋଗାଣ, ପାନୀୟ ଜଳ ଯୋଗାଣ, ରାଶନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୭୫ ଅଭିଯୋଗ ମଧ୍ୟରୁ ୫୨ ଗୋଟି ବ୍ୟକ୍ତିଗତ, ୨୩ ଗୋଟି ସାମୂହିକ ଅଭିଯୋଗ ଥିଲା ଏବଂ ତନ୍ମଧ୍ୟରୁ ୨ ଗୋଟି ଅଭିଯୋଗର ତତ୍‌କ୍ଷଣାତ୍‌ ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର, ୧୮।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ ପୋକ୍ସ ଜଜ୍‌ ଗଣେଶ୍ୱର ପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଜଜ...

ବନାଗ୍ନି ରୋକିବାକୁ ବନ ବିଭାଗର ଅଭିନବ ପ୍ରୟାସ : ପଥ ପ୍ରାନ୍ତ ନାଟକ ମାଧ୍ୟମରେ ଉପାନ୍ତ ଅଞ୍ଚଳରେ ଜନ ସଚେତନତା

ବାଲିଗୁଡା, ୧୮।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ଡ଼ିଏଫଓ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ରେଞ୍ଜର ହରିହର ବେହେରାଙ୍କ ପ୍ରତକ୍ଷ୍ୟ ତତ୍ୱାବଧାନରେ ଫରେଷ୍ଟର...

ଖରାଦିନ ପାଇଁ ପୌର ପରିଷଦ ପକ୍ଷରୁ ଜଳଛତ୍ର

ହିଞ୍ଜିଳିକାଟୁ,୧୮।୩(ଦ୍ବିତୀକୃଷ୍ଣ ପଣ୍ଡା): ଗ୍ରୀଷ୍ମ ପ୍ରବାହ ବୃଦ୍ଧି ଓ ଜନସାଧାରଣଙ୍କ ସୁବିଧା ନିମନ୍ତେ ହିଞ୍ଜିଳିକାଟୁ ପୌରାଞ୍ଚଳ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ବସ ଟର୍ମିନାଲ ସମେତ ସ୍ଥାନୀୟ ପୈରାଞ୍ଚଳର...

ହିଞ୍ଜିଳିକାଟୁ ସରକାରୀ ଏନ ଏ ସି ଉଚ୍ଚ ବିଦ୍ୟାଳୟରେ ବିଭିନ୍ନ ଉତ୍ସବ ଅନୁଷ୍ଠିତ

ହିଞ୍ଜିଳିକାଟୁ, ୧୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ସରକାରୀ ଏନ ଏ ସି ଉଚ୍ଚ ବିଦ୍ୟାଳୟ ପରିସରରେ ଆମ ସଂସ୍କୃତି ଆମ ଖେଳଣା, ରାମାନୁଜନ ଗଣିତ କ୍ଲବ,...

ବାଙ୍କେଶ୍ବରୀଙ୍କ ଦର୍ଶନ କରି ଫେରିବାବେଳେ ଅଘଟଣ: ଘାଟିରେ ଓଲଟିଲା ପିକଅପ୍‌ ଭ୍ୟାନ, ୨୫ରୁ ଅଧିକ ଆହତ

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ନିକଟ ବାଙ୍କେଶ୍ୱରୀ ଘାଟିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଏକ ପିକଅପ୍‌...

ମୋ ଜଙ୍ଗଲ ଜମି ଯୋଜନା ରେ ୧୪ ପରିବାରକୁ ମିଳିଲା…..

କର୍ଲାମୁଣ୍ଡା:୧୮।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁର ୧୪ ଆଦିବାସୀ ପରିବାରଙ୍କୁ ରାଜସ୍ବ ବିଭାଗ ପକ୍ଷରୁ ମୋ ଜଙ୍ଗଲ ଜମି ଯୋଜନାରେ...

ଆଉଟସୋର୍ସିଂ କର୍ମଚାରୀଙ୍କ ୩ ଦଫା ଦାବି: ପୂରଣ ନ ହେଲେ ୨୪ରୁ ଭୁବନେଶ୍ୱରରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ

ଛତ୍ରପୁର, ୧୮।୩ (ସନ୍ତୋଷ ପାଢ଼ୀ ): ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ଗଞ୍ଜାମ ଜିଲା ପକ୍ଷରୁ ୩ ଦଫା ଦାବି ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ...

ହଂସରାଜ ବାର ବିଦେଶୀ ମଦ ଦୋକାନରୁ   ବଡ଼ ଧରଣ ଚୋରି, କଳାକନା ବୁଲାଇଲେ…

ଗଞ୍ଜାମଳ,୧୮।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଜୟଶ୍ରୀ ଛକ ଷୋହଳ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ହଂସରାଜ ବାର ବିଦେଶୀ ମଦ ଦୋକାନରୁ ବଡ଼ ଧରଣର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image