ହସ୍ତତନ୍ତ ପୋଷାକ ଉପରେ ଗୁରୁତ୍ୱ ଦେଲେ ଜିଲାପାଳ

ଛତ୍ରପୁର,୩/୪(ସନ୍ତୋଷ ପାଢ଼ୀ): ଓଡ଼ିଶାର ପାରମ୍ପରିକ ପୋଷାକ, ହସ୍ତତନ୍ତ ଏବଂ ବୟନ ଶିଳ୍ପର ଗୌରବକୁ ଉଜାଗର କରିବା ନିମନ୍ତେ ଏପ୍ରିଲ ୩ରେ ‘ପାରମ୍ପରିକ ପୋଷାକ ପରିଧାନ ଆମ ପୋଷାକ, ଆମ ପରିଚୟ’ ଦିବସ ପାଳିତ ହୋଇଯାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଉପସ୍ଥିତିରେ ଜ଼ିଲାପାଳଙ୍କ କାର୍ଯ୍ୟାଳୟରେ ଏହା ପାଳନ କରାଯାଇଥିଲା। ସେହିପରି ଗଞ୍ଜାମ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ମଧୁମିତାଙ୍କ ଉପସ୍ଥିତିରେ ପାଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri