ପଦ୍ମପୁରକୁ ଜିଲା ମାନ୍ୟତା ଦାବି ତେଜିଲା: ସରକାରୀ କାର୍ଯ୍ୟାଳୟ ବନ୍ଦ, ଅଫିସ ଗେଟରୁ ଫେରିଲେ ଏଡିଏମ, ଉପଜିଲାପାଳ

ପଦ୍ମପୁର, ୫।୨(ପ୍ରଦୀପ୍ତ ଦାଶ ): ପଦ୍ମପୁରକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବି ନେଇ ଜିଲା ଗଠନ ମିଳିତ କ୍ରିୟାନୁଷ୍ଠାନ କମିଟିର ଆହ୍ବାନ କ୍ରମେ ସୋମବାର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ପିକେଟିଂ କରାଯାଇଛି। ଏହି କ୍ରମରେ ପଦ୍ମପୁର ଏଡିଏମ ଚଭନ କୁନାଲ ମୋତିରାମ, ଉପଜିଲାପାଳ ଆଲୋକ ପଟେଲଙ୍କୁ ଆନ୍ଦୋଳନକାରୀ ବହୁ ଯୁକ୍ତିତର୍କ ପରେ ଉଭୟଙ୍କ ଅଫିସ ଗେଟରୁ ଫେରାଇ ଦେଇଛନ୍ତି। ଏନେଇ ଆନ୍ଦୋଳନକାରୀ ବିଭିନ୍ନ ସ୍ଥାନରେ ପିକେଟିଂ କରିସରକାରୀ କାର୍ଯ୍ୟାଳୟଗୁଡିକୁ ବନ୍ଦ କରୁଛନ୍ତି।
ଆନ୍ଦୋଳନରେ ମିଳିତ କ୍ରିୟାନୁଷ୍ଠାନ କମିଟିର ଆବାହକ ଆଇନଜୀବୀ ସନ୍ତୋଷ କୁମାର ଶତପଥୀ, ସମ୍ପାଦକ ଚିନ୍ମୟ କୁମାର ପଣ୍ଡା, ସଂଯୋଜକ ଅଜିତ କୁମାର ଶତପଥୀ ତଥା ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ପ୍ରମୁଖ ନେତୃତ୍ୱ ନେଇଛନ୍ତି।
ପଦ୍ମପୁର ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକ ୨୦୨୩ ଡିସେମ୍ବର ଶେଷସୁଦ୍ଧା ପଦ୍ମପୁରକୁ ସ୍ବତନ୍ତ୍ର ଜିଲାର ମାନ୍ୟତା ଦେବାକୁ ଘୋଷଣା କରିଥିଲେ। ହେଲେ ଆଜି ପର୍ଯ୍ୟନ୍ତ ତାହା ହୋଇପାରି ନାହିଁ ବୋଲି ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୯ରେ ବିଜେଡି ସଭାପତି  ନିର୍ବାଚନ: ୩ ବରିଷ୍ଠ ନେତାଙ୍କ ନାଁକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୧୨।୪: ଆସନ୍ତା ୧୯ରେ ବିଜେଡି ସଭାପତି  ନିର୍ବାଚନ ହେବ ଏଥର ନୂଆ ଢାଞ୍ଚାରେ ସଂଗଠନ ଗଢ଼ିବ ବିଜେଡି । ପୁଣି ନବୀନ ସଭାପତି ନିର୍ବାଚିତ ହେବେ...

ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ…

ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା...

ପ୍ରଥମଥର ରାଷ୍ଟ୍ରପତିଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ: ୩ ମାସରେ ନିର୍ଣ୍ଣୟ ନିଅ

ନୂଆଦିଲ୍ଲୀ,୧୨।୪: ରାଜ୍ୟପାଳମାନଙ୍କ ଦ୍ୱାରା ପଠାଯାଇଥିବା ବିଲ ଉପରେ ତିନି ମାସ ମଧ୍ୟରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ପ୍ରଥମଥର ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ହାଣିଲେ, ରାସ୍ତାରେ ପଡ଼ିଛି ରକ୍ତାକ୍ତ ମୃତଦେହ

ବଲାଙ୍ଗିର,୧୨।୪(ସୁନୀଲ କୁମାର ମହାନ୍ତି): ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଟାଙ୍ଗିଆରେ ହାଣି ବିଭତ୍ସ ହତ୍ୟା। ବଲାଙ୍ଗୀର ଜିଲା ଚିମିନିଭାଟି ପଡ଼ା ପ୍ରାଥମିକ ସ୍କୁଲ ନିକଟ ଜନଗହଳି ରାସ୍ତାରେ...

ଗୋଟିଏ ଗାଡ଼ିକୁ ପିଛା କରୁଥିଲା ପାଟ୍ରୋଲିଂ ଗାଡ଼ି: ଆଗ ଗାଡ଼ିରୁ ଅବକାରୀ ଗାଡ଼ିକୁ ହେଲା ଗୁଳିମାଡ଼ , ପରେ ଫିଲ୍ମ ଷ୍ଟାଇଲରେ…

ସୁନ୍ଦରଗଡ,୧୨।୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ମଶାବିରା ରାସ୍ତାରେ ଶନିବାର ସକାଳେ ଅବକାରୀ ବିଭାଗର ଗାଡି ଉପରକୁ ଗୁଳି ମାଡ ହୋଇଛି।...

ପୁଣି UPI ଡାଉନ୍‌, ଥରେ ପେମେଣ୍ଟ କଲେ ଦୁଇଥର କଟିଯାଉଛି ଟଙ୍କା!

ନୂଆଦିଲ୍ଲୀ,୧୨।୪: ପୁଣି ୟୁପିଆଇ ଡାଉନ୍‌। ଶନିବାର ସାରା ଦେଶରେ ବ୍ୟବହାରକାରୀ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର...

Video: ପ୍ରେମିକାଙ୍କୁ ସୁଟକେସ୍‌ରେ ଭର୍ତ୍ତି କରି ହଷ୍ଟେଲ୍‌ ଭିତରକୁ ନେଉଥିଲେ ପ୍ରେମିକ: ଧରାପଡ଼ିବାରୁ…ଦେଖନ୍ତୁ ଭିଡିଓ

ଆଜିକାଲି ପ୍ରେମ କେବଳ ଅନ୍ଧ ନୁହେଁ, ଏହା ଅଧିକ କ୍ରିଏଟିଭ୍‌ ମଧ୍ୟ ହୋଇଯାଇଛି। ନିକଟରେ ପ୍ରେମର ଏମିତି ଏକ ଉପାୟ ଭାଇରାଲ ହୋଇଛି, ଯାହା ଯେକେହି...

ସାରାଦେଶରେ ପୁଣି UPI DOWN, ପେମେଣ୍ଟବେଳେ ହେଉଛି ସମସ୍ୟା

ନୂଆଦିଲ୍ଲୀ,୧୨।୪: ଆଜି, ସାରା ଦେଶରେ ଲୋକମାନେ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର କରିବା ସମୟରେ ହଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image