କଠୋର ହେଲା ପ୍ରଶାସନ, ଶିଳ୍ପନଗରୀରେ ବାଜିବନି ଡିଜେ

ତାଳଚେର,୧୨ା୯(ମନୋଜ ନନ୍ଦ): ଶିଳ୍ପ ନଗରୀ ତାଳଚେରରେ ବାଜି ପାରିବନି ଡିଜେ ସାଉଣ୍ଡ। ଶିଳ୍ପ ନଗରୀ ତାଳଚେରରେ ବର୍ତ୍ତମାନ ଗଣେଶ ପୂଜା ଚାଲିଥିଲା ବେଳେ ଚଳିତ ମାସର ୭ ତାରିଖଠାରୁ ଗଜାନନଙ୍କ ପୂଜା ଆରମ୍ଭ ହୋଇ ଦୀର୍ଘ ୧୧ ଦିନ ବ୍ୟାପୀ ମଣ୍ଡପରେ ପୂଜା ପଇସାରିଲା ପରେ ପ୍ରଭୁ ଗଜାନନ ତାଳଚେରବାସୀଙ୍କଠାରୁ ଆସନ୍ତା ୧୮ ତାରିଖ ଦିନ ଭସାଣି ଶୋଭାଯାତ୍ରା ମାଧ୍ୟମରେ ଅନ୍ତିମ ବିଦାୟ ନେବେ। ତେବେ ଇତିମଧ୍ୟରେ ଗଜାନନଙ୍କ ଭସାଣି ଶୋଭାଯାତ୍ରା ନିମନ୍ତେ କଠୋର ଭୂମିକା ଗ୍ରହଣ କରିଛି ଉପଖଣ୍ଡ ପୋଲିସ ପ୍ରଶାସନ।

ପ୍ରଭୁ ଗଜାନନଙ୍କ ଭସାଣି ଶୋଭାଯାତ୍ରା ବେଳେ ତାଳଚେର ଅଞ୍ଚଳରେ ଡିଜେ ସାଉଣ୍ଡ ବାଜି ପାରିବ ନାହିଁ ବୋଲି ରୋକଠୋକ ଶୁଣାଇଛନ୍ତି ତାଳଚେର ଏସ୍‌ଡିପିଓ ମାନସ ରଞ୍ଜନ ବାରିକ। ଏପରିକି ଆଇନ ଅନୁସାରେ ଯାହା ନିୟମ କରାଯାଇଛି ସାଉଣ୍ଡ ସିଷ୍ଟମଗୁଡ଼ିକ ପାଇଁ ସେମାନେ ସେହି ହାର ଓ ଅନୁପାତରେ ସାଉଣ୍ଡ ସିଷ୍ଟମ ଆଣିବେ ଭସାଣି ଶୋଭାଯାତ୍ରାରେ ଏବଂ ଡିଜେ ସାଉଣ୍ଡକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିବା ହେତୁ ତାକୁ କୌଣସି ବି ଭସାଣି ଶୋଭାଯାତ୍ରାରେ ସାମିଲ କରାଯାଇପାରିବ ନାହିଁ ବୋଲି ସିଧାସଳଖ ଭାବେ ଏସ୍‌ଡିପିଓ ଶୁଣାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋପ ଫ୍ରାନ୍ସିସଙ୍କ ଅନ୍ତିମ ସଂସ୍କାରରେ ଅସମ୍ଭାଳ ଭିଡ, ଟ୍ରମ୍ପ ବି କଲେ ଶେଷ ଦର୍ଶନ

ଭାଟିକାନ ସିଟି,୨୬।୪: ଭାରତୀୟ ସମୟ ଅନୁସାରେ ଶନିବାର ଅପରାହ୍ନରେ ପୋପ ଫ୍ରାନ୍ସିସଙ୍କ ଅନ୍ତିମ ସଂସ୍କାର ଆରମ୍ଭ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର ସେଣ୍ଟ ପିଟର୍ସ ବାସିଲିକା...

‘ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରୁ ମାର୍ଶାଲ ଆର୍ଟ ରହିଛି’

ଭଞ୍ଜନଗର,୨୬ା୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଯୁକ୍ତ ୩ ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶନିବାର...

ବାଇକ୍‌ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

କେନ୍ଦୁଝର,୨୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥର ବୋନାଯୋଡି ବୁଲାଣି ନିକଟରେ ଏକ ବାଇକ୍‌ ଧକ୍କାରେ ଜଣେ ସାଇକେଲ...

ଉପାନ୍ତ ଅଞ୍ଚଳରେ ଓଡ଼ିଶା-ଆନ୍ଧ୍ର ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ

ପାରଳାଖେମୁଣ୍ଡି,୨୬ା୪(ଗିରିଧାରୀ ପରିଛା): ଗଜପତି ଓ ଶ୍ରୀକାକୁଲମ୍‌ ଜିଲାର ଉପାନ୍ତ ଅଞ୍ଚଳରେ ଦିନକୁ ଦିନ ଦେଶୀ ଚୋରାମଦ କାରବାର ବଢ଼ି ଚାଲିଥିବାରୁ ଏଥିରେ ରୋକ ଲଗାଇବାକୁ ଓଡ଼ିଶା...

ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ: ଭଉଣୀ ଘରକୁ ଯାଇ ରାତିରେ …

ଦିଗପହଣ୍ଡି,୨୬।୪(ଅଶେଷନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁଣ୍ଠପଡ଼ା ଗ୍ରାମର ଇଂ. ଏ ଏଣ୍ଡୁପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ବ୍ରହ୍ମପୁର...

ଖଣି ଖନନ ଯୋଜନା ବିରୋଧରେ ବିଜାଲି ଗ୍ରାମରେ ପ୍ରତିବାଦ ସଭା: ଜିଲା ପ୍ରଶାସନ, ବ୍ଲକ ପ୍ରଶାସନକୁ ଟାର୍ଗେଟ୍‌

ଦାରିଙ୍ଗବାଡ଼ି,୨୬ା୪ (ଅରୁଣ ସାହୁ): ଆମକୁ ଖଣି ନୁହଁ ଜଳ, ଜଙ୍ଗଲ ଓ ପରିବେଶ ଦରକାର, ଆମ ପାଇଁ ଜୀବନ ଓ ଜୀବିକା ମୂଲ୍ୟବାନ। ଏଠି ଖଣି...

ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ

ମୋହନା,୨୬ା(ମନ୍ମଥ ମିଶ୍ର): ମୋହନାରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ୧୩୪ତମ ଜୟନ୍ତୀ ପାଳିତ ହୋଇଛି। ମୋହନାସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଯୁବକ ସଂଘ ପକ୍ଷରୁ ହୋଇଥିବା ଏହି...

ଭାରତ ଛାଡ଼ି କାହିଁକି ଲଣ୍ଡନ ଗଲେ ବିରାଟ-ଅନୁଷ୍କା? ମାଧୁରୀଙ୍କ ସ୍ବାମୀ ଖୋଲିଦେଲେ ଗୁମର

ନୂଆଦିଲ୍ଲୀ,୨୬।୪: ଲଣ୍ଡନ ଚାଲିଯିବେ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି। ଗତ ବର୍ଷେ ମଧ୍ୟରେ ଅନେକ ଥର ଦୁହିଁଙ୍କୁ ଲଣ୍ଡନରେ ଦେଖାଯିବା ପରେ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image