ଦୁର୍ଗାପୂଜା ଭସାଣିରେ ବାଜିବନି ଡିଜେ, ପୋଲିସ କମିଶନର କହିଲେ ଯଦି ବାଜେ…

କଟକ,୧ା୯: ଚଳିତବର୍ଷ ଦୁର୍ଗାପୂଜା ଭସାଣିରେ ଡିଜେ ବାଜିବନି। ଏହାକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି ପୋଲିସ କମିଶନର। କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟି ବୈଠକ ପରେ ପୋଲିସ କମିଶନର ସୂଚନା ଦେଇଛନ୍ତି। ଆସନ୍ତା ଅକ୍ଟୋବର ୧୪ରେ ଭସାଣି ହେବାକୁ ଥିବା ବେଳେ ଡିଜେକୁ ବାରଣ କରାଯାଇଛି। ତେବେ ରାତି ୧୨ଟା ଯାଏ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିପାରିବ ବୋଲି ଅନୁମତି ଦେଇଛନ୍ତି ପୋଲିସ କମିଶନର। ଭସାଣି ଶୋଭାଯାତ୍ରାରେ ୬ଟି ବକ୍ସ ବାଜିପାରିବ। ଜୋରଜବରଦସ୍ତ ଚାନ୍ଦା ମାଗିଲେ କିମ୍ବା ଡିଜେ ବଜାଇଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ନାଁରେ ମାମଲା ରୁଜୁ ହେବା ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ପୋଲିସ କମିଶନର।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ଛୁଟି ଘୋଷଣା କଲେ ଜିଲାପାଳ, ଝାରସୁଗୁଡ଼ାରେ ୪୬ ଟପିଲା ତାତି

ଭୁବନେଶ୍ୱର,୨୨।୪: ଓଡ଼ିଶାରେ ଅସହ୍ୟ ଗରମ ଓ ତାତି ଜନିତ ପରିସ୍ଥିତି ମଧ୍ୟରେ ଝାରସୁଗୁଡ଼ା ଜିଲାରେ ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଛୁଇଁଛି। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ...

ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୨।୪: ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଦେବ ପ୍ରସାଦ ଦାଶଙ୍କୁ ନିଯୁକ୍ତ କରାଯାଇଛି।...

ଡେଲାଙ୍ଗ ରତନପୁର ବର୍ବର ହତ୍ୟାକାଣ୍ଡ: ପୁରୀ ଏସ୍‌ପି କଲେ ବଡ଼ ଖୁଲାସା

ପୁରୀ,୨୨।୪: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ରତନପୁର ଗ୍ରାମରେ ଏକ ନାବାଳକଙ୍କୁ ବର୍ବରୋଚିତ ଭାବେ ହତ୍ୟା ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।...

ସରିଲା ବିଶ୍ବଶାନ୍ତି ମହାଯଜ୍ଞ: ମହାଦେବଙ୍କ ପୀଠ ଲୋକାରଣ୍ୟ

ପୁରୁଷୋତ୍ତମପୁର, ୨୨।୪ (ସିମାଞ୍ଚଳ ମିଶ୍ର) ରାଜ୍ୟ ଓ ଦେଶକୁ କଳୁଷିତ ମୁକ୍ତ କରି କିପରି ଶାନ୍ତିପ୍ରତିଷ୍ଠା ହେବ। ଲୋକେ ସୁରକ୍ଷିତ ଭାବେ ବଞ୍ଚିରହିବେ। ସେଥିପାଇଁ ଗଞ୍ଜାମ...

୨୪ରୁ ଦିଆଯିବ ନୂଆ ରାଶନ କାର୍ଡ: ଏଯାବତ୍‌ E-KYC କରିନାହାନ୍ତି…

ଭୁବନେଶ୍ୱର,୪।୨୨ ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାଶନ କାର୍ଡ। ପ୍ରଥମ ପର୍ଯ୍ୟାୟ ରାଶନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ...

ମାରୱଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ

ପଦ୍ମପୁର,୨୨।୪ (ପ୍ରଦୀପ୍ତ ଦାଶ): ସ୍ଥାନୀୟ ମାରୱାଡି ଧର୍ମଶାଳା ପଦ୍ମପୁର ଠାରେ ମାରୱାଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି...

ମୋଦିଙ୍କ ଆପ୍ରୁଭାଲ୍‌ ରେଟିଂ ଦେଖି ଇର୍ଷା କରୁଛନ୍ତି ଆମେରିକାର ଉପରାଷ୍ଟ୍ରପତି: କହୁ କହୁ କହିଦେଲେ…

ଜୟପୁର,୨୨।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ରାଜସ୍ଥାନର ଜୟପୁରରେ ଏକ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ସେ ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ...

ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ୩ ଗିରଫ: ୨ ବନ୍ଧୁକ ଜବତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ମଙ୍ଗଳବାର ବେଆଇନ ବନ୍ଧୁକ ରଖିବା ଏବଂ ସହଯୋଗ କରିବା ଅଭିଯୋଗରେ ୩ ଜଣକୁ ଗିରଫ କରିଛି। ସେମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image