କୁଟାରିକୁ ଲହୁଲୁହାଣ କଲା କୁକୁର: ଉଦ୍ଧାର କଲା ବନବିଭାଗ

ପାଟଣା ୧୬/୪(ବୀରକିଶୋର ଦାଶ ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ରାଇଡିହା ବିଟ ରାଇଡିହା ଗ୍ରାମରୁ ବୁଧବାର ସକାଳୁ ଏକ ଆହତ କୁଟାରିକୁ ବନ ବିଭାଗ ଉଦ୍ଧାର କରିଛି। କୁଟାରିଟି କୁକୁର ଆକ୍ରମଣରେ ଆହତ ହେବା ସହ ଦେହ ସାରା କ୍ଷତ ହୋଆଇଛି। ଗ୍ରାମବାସୀ ବନବିଭାଗକୁ ଖବର ଦେବା ପରେ ଘଟଣାସ୍ଥଳରେ ବନ ବିଭାଗ ପହଁଞ୍ଚି କୁଟାରିକୁ ଉଦ୍ଧାର କରି ରେଞ୍ଜ କାର୍ଯ୍ୟାଳୟକୁ ଆଣି ପଶୁ ଡାକ୍ତରଙ୍କ ସହାୟତାରେ ଚିକିତ୍ସା କରୁଥିବା ସାହାର ପଡ଼ା ବନପାଳ ଭୂପତି ସେଠି କହିଛନ୍ତି। ଚିକିତ୍ସା ପରେ କୁଟାରି ସୁସ୍ଥ ହେଲେ ତାକୁ ସଂରକ୍ଷିତ ଜଙ୍ଗଲରେ ଛଡାଯିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ସୂଚନାଫଳକରେ ଚାଲିଛି ଉପ-ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କାର୍ଯ୍ୟ, ନିମ୍ନମାନର ଅଭିଯୋଗ

କେସିଙ୍ଗା,୨୭ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଶିରୋଲସ୍ଥିତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ପଛପଟରେ ସ୍ବାସ୍ଥ୍ୟ ବିଭାଗର ଏନ୍‌ଆର୍‌ଏଚ୍‌ଏମ୍‌ ଦ୍ୱାରା ୫୫ଲକ୍ଷ ବ୍ୟୟ ଅଟକଳରେ...

ଭେଣ୍ଡିଂ ଜୋନ୍‌ରେ ବସୁନାହାନ୍ତି ଉଠା ପରିବା ଦୋକାନୀ

ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ): ଉଠା ପନିପରିବା ବେପାରୀମାନଙ୍କ ଲାଗି ବଡ଼ ବଜାର ଭାରତୀ ବିଦ୍ୟାପୀଠ ସମ୍ମୁଖ ଓ ସାନ ବଜାର ବ୍ଲକ ସମ୍ମୁଖରେ ଭେଣ୍ଡିଂ ଜୋନ ନିର୍ମାଣ...

ତାଣ୍ଡବ ରଚିଲା କାଳବୈଶାଖୀ: କୁଆପଥର ମାଡ଼ରେ ଧାନଫସଲ ନଷ୍ଟ, ବିଦ୍ୟୁତ୍‌ ସେବା ବନ୍ଦ

\ନୂଆପଡ଼ା,୨୭।୪(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଳକ ଅଧୀନ ବୁଦ୍ଧିକୋମନା ପଞ୍ଚାୟତର ପଣ୍ଡରାପଥର ଏବଂ ସ୍ଥାନୀୟ ଆଖପାଖ ଗ୍ରାମରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି।...

ଜଳପ୍ରପାତରେ ବୁଡ଼ି ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଚନ୍ଦନଗିରି ନିକଟ ପାଟହରା ଜଳପ୍ରପାତରେ ବୁଡ଼ି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ସଠିକ୍‌ କାରଣ...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର, ଅଗ୍ରାଧିକାର ଭିତ୍ତିରେ ଚାଷକୁ ମାଡ଼ିବ ପାଣି

ଯୋଡ଼ା,୨୭ା୪(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକଠାରେ ନିର୍ମାଣାଧୀନ ଓଡ଼ିଶାର ନଦୀବନ୍ଧ ଯୋଜନା କାନପୁର ପ୍ରକଳ୍ପର ନିର୍ମାଣ ସମୟରେ ଡିପ୍ଲିସନ ସୁଇଚ ନିର୍ମାଣ ହେଉଥିବା ବେଳେ...

ସାମ୍ବାଧାନିକ ନୀତି, ନିୟମ, ଶିକ୍ଷାକୁ ନେଇ ସଚେତନତା

ଭଞ୍ଜନଗର,୨୭ା୪(ବାବୁଲା ପ୍ରଧାନ): ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜ ଗୃହ ଭେଜିପୁଟଠାରେ କାଳଞ୍ଜି ସମାଜର ସାମ୍ବିଧାନିକ ବୈଠକ ସଭାପତି ବିଭୂତି ଭୂଷଣ ଜେନାଙ୍କ ସଭାପତିତ୍ୱରେ ରବିବାର ଅନୁଷ୍ଠିତ...

UPSC ପରୀକ୍ଷାରେ କେନ୍ଦୁଝରର ପୁଅ ଅନୁପଙ୍କ ସଫଳତା

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷ ୨୦୨୪ ବର୍ଷର ୟୁପିଏସସି ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ କେନ୍ଦୁଝର ମାଟିର ପୁଅ ଅନୁପ ନାୟକ ସଫଳ...

ବିଶ୍ୱ ଏକତା, ବିଶ୍ୱାସର ବିକାଶ ପାଇଁ ରାଜଯୋଗ

ଦାରିଙ୍ଗବାଡ଼ି,୨୭ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପ୍ରଜାପତି ବ୍ରହ୍ମକୁମାରୀ ପକ୍ଷରୁ ରବିବାର ବିଶ୍ୱ ଏକତା ଓ ବିଶ୍ୱାସର ବିକାଶ ପାଇଁ ରାଜଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image