ରକ୍ତଦାନ କରୁଥିଲେ ଜାଣି ରଖନ୍ତୁ…

ରକ୍ତଦାନ ଦ୍ୱାରା ଆମେ ଜଣେ ବ୍ୟକ୍ତିଙ୍କର ଜୀବନ ବଞ୍ଚାଇବାରେ ଅନେକାଂଶରେ ସହାୟତା କରିପାରିବା- ଏକଥା ସମସ୍ତେ ହୃଦୟଙ୍ଗମ କରିବା ଦରକାର। ବିଶ୍ୱରେ କୋଟି କୋଟି ରକ୍ତଦାତା ଅଛନ୍ତି। ସେମାନେ ନିଜ ତରଫରୁ ଏଭଳି ମହତ କାମ ପାଇଁ ହାତ ବଢ଼ାଇ ଥାଆନ୍ତି। ସେମାନଙ୍କ ଏଭଳି ମହତ କାମକୁ ଆମେ ଅନୁସରଣ କରିବା ଦରକାର। ରକ୍ତଦାନ କରିବା ପୂର୍ବରୁ ସଂପୃକ୍ତ ବ୍ୟକ୍ତିଙ୍କର ଶରୀରରେ ଜଳୀୟ ଅଂଶ ସନ୍ତୁଳିତ ରହିବା ନିହାତି ଦରକାର। ତେଣୁ ପୂର୍ବଦିନ ପ୍ରଚୁର ପାଣି ପିଅନ୍ତୁ। ରକ୍ତଦାନକୁ ନେଇ ମନରେ କୌଣସିି ଆଶଙ୍କା ଥିଲେ ଅଭିଜ୍ଞ ରକ୍ତରୋଗ ବିଶେଷଜ୍ଞଙ୍କ ସହ ଆଲୋଚନା କରନ୍ତୁ। କାରଣ ଏହାପୂର୍ବରୁ ମନରେ ଉଙ୍କି ମାରୁଥିବା ପ୍ରଶ୍ନଗୁଡ଼ିକର ସମାଧାନ ହୋଇଯିବା ଆବଶ୍ୟକ। ରକ୍ତଦାନ କରୁଥିବା ସମୟରେ ମନକୁ ହାଲୁକା ରଖନ୍ତୁ। ଆପଣ ଯଦି କୌଣସି ରୋଗରେ ଆକ୍ରାନ୍ତ ତେବେ ରକ୍ତଦାନ କରିବା କେତେ ସମୀଚୀନ ତାହା ବୁଝି ନିଅନ୍ତୁ। ରକ୍ତଦାନ ପୂର୍ବରୁ ରକ୍ତଦାନ କେନ୍ଦ୍ରରେ ନିଜ ସମ୍ପର୍କିତ ସମସ୍ତ ସୂଚନାକୁ ପଞ୍ଜୀକରଣ କରିବାକୁ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମାଇକ୍ରୋଆର୍‌ଏନ୍‌ଏ : ଜିନ୍‌ର ପ୍ରମୁଖ ନିୟାମକ

କିଏ ପାଇଛନ୍ତି: ଚଳିତ ବର୍ଷର ଶରୀର ବିଜ୍ଞାନ କିମ୍ବା ଭେଷଜ ବିଜ୍ଞାନରେ ନୋବେଲ ପୁରସ୍କାର ପାଇବାର ଗୌରବ ଲାଭ କରିଛନ୍ତି ଭିକ୍ଟର ଆମ୍ବ୍ରୋସ ଏବଂ ଗ୍ୟାରି...

ଅଁଳା ଗଛରୁ ପାଇବେ ଲକ୍ଷ୍ମୀଙ୍କ କୃପା: ପ୍ରସନ୍ନ ହେବେ ମା’

ଅଁଳା ଗଛ ଯେତିକି ପବିତ୍ର ସେତିକି ମଧ୍ୟ ଗୁଣକାରୀ। ଏହାର ଆଧ୍ୟାତ୍ମିକ ମହତ୍ତ୍ୱ ବି ଅତ୍ୟନ୍ତ ଉଚ୍ଚକୋଟୀର। କାରଣ ଏହି ଗଛରେ ସ୍ବୟଂ ଲକ୍ଷ୍ମୀନାରାୟଣ ବାସ...

ପଞ୍ଚମୁଖୀ ହନୁମାନଙ୍କର ଫଟୋ ଘରକୁ ଆଣିଥାଏ ଶୁଭଫଳ: ଜାଣନ୍ତୁ କିପରି

କୁହାଯାଏ, ଘରେ କୌଣସି ବାସ୍ତୁଦୋଷ ଥିଲେ ଅନେକ ପ୍ରକାରର ଅଶାନ୍ତି ଉପୁଜିଥାଏ। ତେଣୁ ଏହି ବାସ୍ତୁଦୋଷକୁ ସହଜରେ କିପରି ଦୂର କରିହେବ ଜାଣନ୍ତୁ ସେ ସମ୍ପର୍କରେ…...

ବଜାରକୁ ଆସିଲାଣି ନକଲି ‘ଆଲମଣ୍ଡ’, କିଭଳି ସହଜ ଉପାୟରେ ଚିହ୍ନିବେ ଜାଣନ୍ତୁ?  

‘ଆଲମଣ୍ଡ’ ଫାଇବର, ପ୍ରୋଟିନ୍‌, ଆଇରନ୍‌, ମ୍ୟାଗ୍ନେସିୟମ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପୋଷକ ତତ୍ତ୍ୱ ମିଳିଥାଏ। ନିୟମିତ ଏହାର ସେବନ କରିବା ଦ୍ୱାରା ସ୍ମରଣଶକ୍ତି ବୃଦ୍ଧି ପାଇଥାଏ।...

ପ୍ରେମ ହେଉଛି ସବୁ ଦୁଃଖର କାରଣ, କାହିଁକି ଏଭଳି କହିଛନ୍ତି ଚାଣକ୍ୟ…

ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ...

ଏମିତି ଲୋକଙ୍କଠାରୁ ଦୂରରେ ରହିବାକୁ…

ଭାରତର ମହାନ ରାଜନୀତିଜ୍ଞ ଏବଂ ଅର୍ଥଶାସ୍ତ୍ର ବିଶେଷଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ବର୍ଣ୍ଣନା କରିଛନ୍ତି। ଚାଣକ୍ୟ ନୀତି ପୁସ୍ତକର ୧୭ତମ ଅଧ୍ୟାୟର...

କାହାକୁ ଗୁରୁ କରିବା ପୂର୍ବରୁ ଜାଣନ୍ତୁ ଚାଣକ୍ୟଙ୍କ ଏହି କଥା

ଚାଣକ୍ୟ ଜଣେ ପଣ୍ଡିତ ଏବଂ ମହାନ ଶିକ୍ଷକ ଥିଲେ। ସେ ତାଙ୍କ ଚାଣକ୍ୟ ନୀତିରେ ଅନେକ ବିଷୟ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ଗୁରୁ ହିଁ...

ଅଖରୋଟ୍‌ ଖାଇଲେ ମିଳେ ଏସବୁ ଫାଇଦା

ଅଖରୋଟ୍‌ ଏପରି ଏକ ଶୁଖିଲା ଫଳ, ଯାହା ଏହାକୁ ଖାଇବା ଦ୍ୱାରା ଆପଣଙ୍କ ସ୍ବାସ୍ଥ୍ୟ ପାଇଁ ଅନେକ ଲାଭ ମିଳିବ। ନିକଟରେ ହୋଇଥିବା ଏକ ଅଧ୍ୟୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri