‘ବାପାଙ୍କ ହତ୍ୟାକୁ ନେଇ ରାଜନୀତି ନ କରାଯାଉ, ମୁଖ୍ୟମନ୍ତ୍ରୀଙ୍କ ଉପରେ ଭରସା ଅଛି’

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ନେଇ ବିରୋଧୀ ଶାସକ ଦୋଷ ଲଦାଲଦି ହେଉଛନ୍ତି। ଏହି ପ୍ରସଙ୍ଗରେ ନବ ଦାସଙ୍କ ଝିଅ ଦୀପାଳ ପ୍ରତିକ୍ରିୟା ଦେଇ କହିଛନ୍ତି, ବାପାଙ୍କ ହତ୍ୟାକୁ ରାଜନୈତିକ ପ୍ରସଙ୍ଗ ନକରାଯାଉ, ଜଣେ ଜଜ୍‌ଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ଏହାସହ ମୁଖ୍ୟମନ୍ତ୍ରୀଙ୍କ ଉପରେ ତାଙ୍କର ଭରସା ଅଛି ବୋଲି ସେ କହିଛନ୍ତି। ତଦନ୍ତ ରିପୋର୍ଟ ବାହାରକୁ ନ ଆସିବା ପର୍ଯ୍ୟନ୍ତ ସେ କିଛି କହି ପାରିବେନି ବୋଲି କହିଛନ୍ତି। ଆଗକୁ ନିର୍ବାଚନ ଲଢ଼ିବେ କି ନାହିଁ ବୋଲି ପଚରାଯିବାରୁ ମୁଖ୍ୟମନ୍ତ୍ରୀ ଯାହା ନିଷ୍ପତ୍ତି ନେବେ ତାକୁ ମାନିବୁ ବୋଲି ଦୀପାଳି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୩ା୧୧: ବିଶ୍ବବିଦ୍ୟାଳୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟର ଶନିବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି। କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ସୂଚନା...

ବଢ଼ୁଛି କି ରାଜନୈତିକ ଚାପ? ବବିଙ୍କ ଭାଇ ନାଁରୁ ଉଠିବ କି ମାମଲା, ଓକିଲଙ୍କ ସହ ଥାନାରେ ପହଞ୍ଚିଲେଣି…

ଭୁବନେଶ୍ୱର,୨୩।୧୧: ବ୍ୟବସାୟୀଙ୍କୁ ଧମକ ମାମଲାରେ ବିଜେଡି ନେତା ବବିଙ୍କ ଭାଇ ଭବ ପ୍ରସାଦ ଦାସ ଗିରଫ ଘଟଣାରେ ଉଠିଯିବ କି ମାମଲା। ଅଭିଯୋଗକାରୀଙ୍କୁ ସାଥୀରେ ଧରି...

ମାଡ଼ ପରେ ପୁଣି ତାତିଲେ ହିମାଂଶୁ, କହିଲେ ପ୍ରମିଳା ମ୍ୟାଡାମ ଭାରସାମ୍ୟ ହରାଇଲେଣି

ଭୁବନେଶ୍ୱର,୨୩।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ମାଡ଼ ଘଟଣାରେ ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକ ଶନିବାର ପ୍ରତିକ୍ରିୟା ରଖିଥିଲେ। ତାଙ୍କ ପ୍ରତିକ୍ରିୟା ପରେ ମୁହଁ...

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ଭିରାହ ବ୍ୟାଣ୍ଡର ସଙ୍ଗୀତ ପରିବେଷଣ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ଶନିବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବର୍ତ୍ତମାନ କନକ୍ଲେଭରେ...

ଧର୍ମଶାଳା ବିଧାୟକଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବର୍ଷିଲେ ପ୍ରମିଳା, କହିଲେ ରାତିରେ କାହିଁକି…

ଭୁବନେଶ୍ୱର,୨୩ା୧୧: ଯାଜପୁର ଜିଲା ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଶନିବାର ପ୍ରବଳ ବର୍ଷିଛନ୍ତି। ପ୍ରମିଳା ତାଙ୍କ...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ

ବଲାଙ୍ଗୀର,୨୩ା୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ରାସ୍ତା ଖର୍ଲିକାନି ଛକରେ ଶନିବାର ଏକ ବାଇକ ଦୁର୍ଘଟଣାରେ ଦୁଇ ସାଙ୍ଗଙ୍କର ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ନିକଟସ୍ଥ...

ଧାନ କିଣାକୁ ନେଇ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ, ମିଲରଙ୍କୁ କହିଲେ…

ଭୁବନେଶ୍ୱର,୨୩।୧୧: ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ରଙ୍କ କଡ଼ା ଚେତାବନୀ। ମିଲରଙ୍କୁ ତାଗିଦ୍‌ କଲେ ମନ୍ତ୍ରୀ। ମନ୍ତ୍ରୀ ପାତ୍ର କହିଛନ୍ତି, ମଣ୍ଡି ବ୍ୟତୀତ ବାହାରୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri