Posted inଜାତୀୟ

ଗୁଜରାଟରେ କଂଗ୍ରେସକୁ ଡବଲ ଝଟ୍‌କା: ନା ମିଳିଲା କ୍ଷମତା ନା ମଳିଲା ବିରୋଧୀ ଦଳର ନେତା ପଦ

ଅହମ୍ମଦାବାଦ,୮।୧୨: ଗୁଜୁରାଟରେ ୨୦୨୨ ବିଧାନସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସ ଡବଲ ଝଟ୍‌କା ଲାଗିଛି। ଚଳିତ ଥର କଂଗ୍ରେସକୁ କେବଳ ଲଜ୍ଜ୍ୟାଜନକ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିନାହିଁ, ବରଂ ଦେଶର ସର୍ବ ପୁରାତନ ଦଳ ଉପରେ ବର୍ତ୍ତମାନ ବିଧାନସଭାରେ ବିରୋଧୀ ଦଳର ନେତା ପଦ ହରାଇବାର ସମ୍ଭାବନା ମଧ୍ୟ ରହିଛି। ଅନ୍ୟପଟେ ଗୁଜୁରାଟ ଇତିହାସରେ ଏହା କଂଗ୍ରେସର ସବୁଠାରୁ ନିରାଶାଜନକ ପ୍ରଦର୍ଶନ। ଯେଉଁଠି ଦଳ ୨୦ ସଂଖ୍ୟା ମଧ୍ୟ ଛୁଇଁପାରିନି। ୧୮୨ ବିଧାନସଭା ଆସନ ବିଶିଷ୍ଟ ଦେଶର ପଶ୍ଚିମ ରାଜ୍ୟରେ କଂଗ୍ରେସ ମାତ୍ର ୧୬ଟି ଆସନ ଜିତିଥିବା ଜଣାପଡିଛି। ସୂଚନା ମୁତାବକ, ବିରୋଧୀ ଦଳର ନେତା ପଦ ପାଇଁ ଯେକୌଣସି ବିରୋଧୀ ଦଳକୁ ଗୃହରେ ମୋଟ ଆସନ ସଂଖ୍ୟା ଅତିକମ୍‌ରେ ୧୦ପ୍ରତିଶତ ଜିତିବା ଆବଶ୍ୟକ, ଯାହା ଗୁଜୁରାଟ କ୍ଷେତ୍ରରେ ଅତିକମ୍‌ରେ ୧୯ଟି ଆସନ ରହିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ଉଦାରୀକରଣ, ନରେଗା, ଆଧାର ଏବଂ RTI ରେ ପ୍ରମୁଖ ଭୂମିକା….ଜାଣନ୍ତୁ ମନମୋହନଙ୍କ ସମସ୍ତ ଉପଲବ୍ଧି

ନୂଆଦିଲ୍ଲୀ,୨୬ା୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତର ଜଣାଶୁଣା ଅର୍ଥନୀତିଜ୍ଞ ଡକ୍ଟର ମନମୋହନ ସିଂ ଗୁରୁବାର ରାତିରେ ପ୍ରାଣତ୍ୟାଗ କରିଛନ୍ତି। ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା...

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ

ନୂଆଦିଲ୍ଲୀ,୨୬।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଗୁରୁବାର ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସନ୍ଧ୍ୟାରେ ସେ ନିଶ୍ୱାସ ନେବାରେ...

କଂଗ୍ରେସକୁ ଏଏପିର ୨୪ ଘଣ୍ଟିଆ ଅଲ୍ଟିମେଟମ, ପ୍ରତିକ୍ରିୟା ରଖିଲେ ଭେନୁଗୋପାଲ

ନୂଆଦିଲ୍ଲୀ,୨୬।୧୨: ୨୦୨୫ ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଇଣ୍ଡିଆ ମେଣ୍ଟ ପୁଣି ଥରେ ଅସୁବିଧାର ସମ୍ମୁଖୀନ ହୋଇଛି। ଆମ ଆଦମୀ ପାର୍ଟି (ଏଏପି) କଂଗ୍ରେସକୁ ଭାଜପା...

ଗାୟିକା ଦେବୀ କିଏ?ଯିଏ ‘ଈଶ୍ୱର-ଅଲ୍ଲାହ ତେରୋ ନାମ’ ଗାଇବା ପରେ ଭାଜପା କାର୍ଯ୍ୟକ୍ରମରେ ହେଲା ହଙ୍ଗାମା

ପାଟନା,୨୬।୧୨: ବିହାରର ରାଜଧାନୀ ପାଟନାରେ ଭାଜପାର ଏକ କାର୍ଯ୍ୟକ୍ରମରେ ‘ଈଶ୍ୱର ଅଲ୍ଲାହ ତେରୋ ନାମ’ ଭଜନ ଗାଇ ବିବାଦକୁ ଆସିଛନ୍ତି ଭୋଜପୁରୀ ଗାୟିକା ଦେବୀ। ସେ...

ଭଡ଼ାଘରେ ଆର୍‌ଜେ ସିମରନ୍‌ଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ…

ନୂଆଦିଲ୍ଲୀ,୨୬।୧୨: ଜମ୍ମୁର ଲୋକପ୍ରିୟ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ତଥା ଆର୍‌ଜେ ସିମରନ୍‌ ସିଂଙ୍କ ଆତ୍ମହତ୍ୟା। ତାଙ୍କୁ ମାତ୍ର ୨୫ ବର୍ଷ ହୋଇଥିଲା। ତେବେ ତାଙ୍କ ମୃତଦେହକୁ...

ଆଉ ପିନ୍ଧିବି ନାହିଁ ଜୋତା, କାହିଁକି ଏମିତି ଶପଥ ନେଲେ ଭାଜପା ଅଧ୍ୟକ୍ଷ ଅନ୍ନାମଲାଇ

ଚେନ୍ନାଇ,୨୬।୧୨: ଗୁରୁବାର କୋଏମ୍ବାଟୁରରେ ଏକ ସାମ୍ବାଦିକ ସମ୍ମିଳନୀରେ ତାମିଲନାଡୁ ଭାଜପା ଅଧ୍ୟକ୍ଷ କେ ଅନ୍ନାମଲାଇ ଜୋତା ଖୋଲି ଦେଇ କହିଛନ୍ତି ଯେ ଆସନ୍ତାକାଲି ଠାରୁ ଡିଏମକେ...

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ AIIMS ରେ ଭର୍ତ୍ତି

ନୂଆଦିଲ୍ଲୀ,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ମେଡିକାଲ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ...

ପ୍ରେମିକାଙ୍କୁ ନିଜ ହାତରେ ହାଣି ହତ୍ୟା କଲା ପରେ ଏମିତି କଲେ ପ୍ରେମିକ

ଗୁଆହାଟି,୨୬ା୧୨: ସମଗ୍ର ଭାରତରେ ଏବେ ପ୍ରେମ ସମ୍ପର୍କକୁ ନେଇ ହତ୍ୟାକାଣ୍ଡର ଖବର ଆସିବା ଲାଗି ରହିଛି। ଗୁରୁବାର ସମାନ ଘଟଣାରେ ଆସାମ ରାଜଧାନୀ ଗୁଆହାଟୀରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri