Advertisement

ରାଜଧାନୀରେ ଡବଲ ମର୍ଡର

ଭୁବନେଶ୍ୱର,୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ବିଳମ୍ବିତ ରାତିରେ ଡବଲ ମର୍ଡର ହୋଇଛି। ଭୁବନେଶ୍ୱରସ୍ଥିତ ହାଇଟେକ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଏହି ହତ୍ୟାକାଣ୍ଡ ଘଟିଛି। ଗାଡି ପାର୍କିଂକୁ ନେଇ ଛୁରି ଭୁସି ହତ୍ୟା କରାଯାଇଥିବା ଜଣାଯାଇଛି। ତେବେ ହତ୍ୟାକାରୀଙ୍କୁ ଧରିବା ପାଇଁ ଏୟାରଫିଲଡ ଥାନା ପୋଲିସ ତଦନ୍ତ ଚଳାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share
Tags: bbsrmurder