ଡ଼.ନିବେଦିତା ନାଥଙ୍କୁ ଭାରପ୍ତାପ୍ତ କୁଳପତି ଦାୟିତ୍ୱ

ଭବାନୀପାଟଣା,୨୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ପିଜି କାଉନସିଲ ଅଧ୍ୟକ୍ଷା ଡ଼. ନିବେଦିତା ନାଥଙ୍କୁ ବିଶ୍ୱ ବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ଭାବେ ନିଯୁକ୍ତ କରାଯାଇଛି। ଏ ନେଇ ଭୁବନେଶ୍ୱର ରାଜ ଭବନ ଅଫିସ କାର୍ଯ୍ୟାଳୟ ପକ୍ଷରୁ ପତ୍ର ସଂଖ୍ୟା-୯୨୫୭ ଅନୁଯାୟୀ ଏକ ନିର୍ଦ୍ଦେଶ ଜାରି କରାଯାଇଛି।

ଏହା ପୂର୍ବରୁ କୁଳପତି ଭାବେ ପ୍ରଫେସର ଡ଼ ସଞ୍ଜୟ ଶତପଥି ରହିଥିଲେ। ତେବେ ତାଙ୍କ ଦେହ ଅସୁସ୍ଥ ଥିବାରୁ ସେ ଛୁଟିରେ ଅଛନ୍ତି। ଏନେଇ ତାଙ୍କ ସ୍ଥାନରେ ଡ଼. ନିବେଦିତାଙ୍କୁ ଭାରପ୍ରାପ୍ତ ଦାୟତ୍ୱ ଦିଆଯାଇଛି। ପ୍ରଫେସର ସଞ୍ଜୟ ଶତପଥି କାର୍ଯ୍ୟରେ ଯୋଗ ନ ଦେବା ଯାଏ ଭାରପ୍ତାପ୍ତ କୁଳପତି ଭାବେ ଡ଼. ନିବେଦିତା ନାଥ ଏହି ଦାୟିତ୍ୱ ତୁଲାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପାଇଁ କାଉଣ୍ଟଡାଉନ ଆରମ୍ଭ: ପାରାଦୀପଠାରୁ ମାତ୍ର ୮୦ କିମି ଦୂରରେ…

ଭୁବନେଶ୍ୱର,୨୪।୧୦: ସାମୁଦ୍ରିକ ଝଡ଼ ‘ଦାନା’ କୂଳଆଡକୁ ମାଡି ଆସୁଥିବା ବେଳେ ଲ୍ୟାଣ୍ଡଫଲ ପ୍ରକ୍ରିୟାର କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି। ବାତ୍ୟା ପାରାଦୀପଠାରୁ ୮୦ କିମି ଦୂରରେ ରହିଥିବା...

ପୋଲିସ ହେପାଜତରୁ ଅଭିଯୁକ୍ତ ଫେରାର୍‌! ଚାପିବାକୁ ଚାଲିଛି ଉଦ୍ୟମ

ବରଗଡ,୨୪।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ସୋହେଲା ଥାନା ଅଞ୍ଚଳରେ ସଂଘଟିତ ଏକ ଲୁଟ ମାମଲାର ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଥାଇ ଫେରାର୍‌...

ହଠାତ୍‌ ହୁତୁହୁତୁ ହୋଇ ଜଳିଗଲା ଟ୍ରାନ୍ସଫର୍ମର, ଆଉ ତା’ପରେ…

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ବୋବରିଆ ଗ୍ରାମ ନିକଟରେ ଲାଗିଥିବା ଏକ ଟ୍ରାନ୍ସଫର୍ମର ଗୁରୁବାର ସନ୍ଧ୍ୟାରେ ସଟଶର୍କିଟ ହୋଇ...

ମନ୍ତ୍ରୀଙ୍କ ବଡ଼ ସୂଚନା: ବାତ୍ୟା ସମୟରେ ନେଟ୍‌ୱର୍କ ନ ଆସିଲେ…

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରେ ବଳ ଗୋଟାଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ।...

ଦୀର୍ଘ ବର୍ଷ ପରେ ଦୂର ହେଲା ପାନୀୟ ଜଳ ସମସ୍ୟା

କୋକସରା,୨୪ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ସିର୍ଲିଗୁଡା ଗ୍ରାମର ଗୌନ୍ତିଆ ପଡ଼ାରେ ଦୀର୍ଘ ବର୍ଷ ପରେ ପାନୀୟଜଳର ସମସ୍ୟା...

ଧାନଫସଲରେ ରୋଗପୋକ, ଚିନ୍ତାରେ ଚାଷୀ

କୋକସରା,୨୪ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକର ୮୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭରଶୀଳ। ଚଳିତ ବର୍ଷ ବ୍ଲକର ୨୨ ପଞ୍ଚାୟତରେ ଖରିଫ...

ବଡ଼ ଅପଡେଟ୍‌: ଭୀଷଣ ବାତ୍ୟା ସମୟରେ ଏହି ୧୧ ଜିଲାକୁ ମାଡି ଆସିବ…ହୋଇଯାଆନ୍ତୁ ସତର୍କ

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ...

ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନ:ପୁଣି ଦବିଲା ଯୋଡ଼ା ଫ୍ଲାଏ ଓଭର

ଯୋଡ଼ା,୨୪ା୨୦(ମାନସ ମହାନ୍ତି): କେନ୍ଦୁଝର ଜିଲାର ସୁଦୀର୍ଘ ଫ୍ଲାଏ ଓଭର ନିର୍ମାଣର ବର୍ଷେ ନ ପୁରୁଣୁ ବାରମ୍ବାର ଦବୁଛି। ଏହାଦ୍ୱାରା ଯାତାୟାତରେ ବହୁ ସମସ୍ୟା ଉପୁଜୁଛି। ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri