Posted inଜାତୀୟ

ନାମାଙ୍କନ ପତ୍ର ଦାଖଲ କଲେ ଦ୍ରୌପଦୀ ମୁର୍ମୁ…

ନୂଆଦିଲ୍ଲୀ, ୨୪।୬ : ଭାଜପା ନେତୃତ୍ୱାଧୀନ ଏନଡ଼ିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ସଂସଦ ଭବନରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ପ୍ରମୁଖ ଉପସ୍ଥିତ ଥିଲେ। ଦ୍ରୌପଦୀ ମୁର୍ମୁ ୪ ସେଟ୍‌ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ପ୍ରଥମ ନାମାଙ୍କନ ସେଟ୍‌ରେ ପ୍ରଧାନମନ୍ତ୍ରୀ ପ୍ରସ୍ତାବକ ଥିବାବେଳେ ପ୍ରତିରକ୍ଷା ମନ୍ତ୍ରୀ ଅନୁମୋଦକ ରହିଛନ୍ତି। ଏହି ସେଟ୍‌ରେ ଭାଜପା ସଂସଦୀୟ ବୋର୍ଡ ସଦସ୍ୟ, କେନ୍ଦ୍ରୀୟମନ୍ତ୍ରୀ ଏବଂ ରାଷ୍ଟ୍ରମନ୍ତ୍ରୀଙ୍କ ନାମ ରହିଛି। ଏହି ସେଟ୍‌ରେ ୬୦ ଜଣ ପ୍ରସ୍ତାବକ ଏବଂ ୬୦ ଜଣ ଅନୁମୋଦକ ଏଭଳି ୧୨୦ଜଣଙ୍କ ନାମ ରହିଛି।

ଦ୍ୱିତୀୟ ସେଟ୍‌ରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରସ୍ତାବକ ରହିଛନ୍ତି। ଏହି ସେଟ୍‌ରେ ୬୦ ଜଣ ପ୍ରସ୍ତାବକ ଏବଂ ୬୦ ଜଣ ଅନୁମୋଦକ ରହିଛନ୍ତି। ଏହି ସେଟ୍‌ରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ହିମନ୍ତ ବିଶ୍ୱ ସରମା ଏବଂ ଅନ୍ୟ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାମ ରହିଛି।

ତୃତୀୟ ସେଟ୍‌ ହରିୟାଣା ଏବଂ ହିମାଚଳପ୍ରଦେଶ ବିଧାୟକ ପ୍ରସ୍ତାବକ ଏବଂ ଅନୁମୋଦକ ରହିଛନ୍ତି । ଚତୁର୍ଥ ସେଟ୍‌ ଗୁଜରାଟ ବିଧାୟକମାନେ ପ୍ରସ୍ତାବକ ଏବଂ ଅନୁମୋଦକ ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ମାତାପିତାଙ୍କ ସେବା ନ କଲେ ମିଳିବ ନାହିଁ ସମ୍ପତ୍ତି

ନୂଆଦିଲ୍ଲୀ,୫।୧: ମାତାପିତାଙ୍କଠାରୁ ତାଙ୍କ ସମ୍ପତ୍ତି ଉପହାର ସ୍ବରୂପ ପାଇବା ପରେ ସେମାନଙ୍କ ଦେଖାରାଖା ନ କରୁଥିବା ପିଲାମାନଙ୍କଠାରୁ ସେହି ସମ୍ପତ୍ତି ଫେରାଇ ନେଇ ହେବ। ବୟସ୍କଙ୍କ...

‘ମୁଁ ନିର୍ବାଚନରେ ଜିତିଲେ ରାସ୍ତାଗୁଡ଼ିକୁ ପ୍ରିୟଙ୍କା ଗାନ୍ଧୀଙ୍କ ଗାଲ ଭଳି କରିଦେବି’

ନୂଆଦିଲ୍ଲୀ,୫।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଆପ୍‌-କଂଗ୍ରେସ ପରେ ଭାଜପା ମଧ୍ୟ ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏହାକୁ ନେଇ...

ଲାଲୁଙ୍କ ଅଫରକୁ ନେଇ କ୍ଲିୟର କଲେ ନୀତୀଶ

ମୁଜାଫରପୁର,୫।୧: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ଗତି ଯାତ୍ରା ସମୟରେ ମୁଜାଫରପୁରରେ ପହଞ୍ଚିଥିଲେ। ଏହି ସମୟରେ ସେ ଇଣ୍ଡିଆ ଆଲାଇନ୍ସରେ ଯୋଗଦେବା ପ୍ରସ୍ତାବକୁ ନେଇ ଜବାବ...

OYOରେ ଆଉ ରୁମ୍‌ ବୁକ୍‌ କରିପାରିବେ ନାହିଁ ଅବିବାହିତ ଯୋଡ଼ି, ଜାଣନ୍ତୁ କେଉଁଠି ଲାଗୁ ହେଲା…

ନୂଆଦିଲ୍ଲୀ,୫।୧: OYOର ବଡ଼ ଘୋଷଣା। କମ୍ପାନୀ ଏହାର ଚେକ୍‌ ଇନ୍‌ ନିୟମରେ ପରିବର୍ତ୍ତନ କରିଛି। ଏଥିସହ ଜଡ଼ିତ ହୋଟେଲରେ ଏହାକୁ କାର୍ଯ୍ୟକାରୀ କରିବାକୁ କୁହାଯାଇଛି। ଓୟୋର...

କୋଷ୍ଟଗାର୍ଡ ହେଲିକପ୍ଟର କ୍ରାସ, ୩ ମୃତ

ପୋର୍ଟବ୍ଲେୟାର,୫।୧: ଗୁଜୁରାଟର ପୋରବନ୍ଦର ବିମାନବନ୍ଦରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ପୋରବନ୍ଦର ଡିଏମ ଏସଡି ଧାନାନି କହିଛନ୍ତି ଯେ ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ...

QR Code ସ୍କାନ କରି ନମୋ ଭାରତ ଟ୍ରେନର ଟିକେଟ ନେଲେ ମୋଦି

ନୂଆଦିଲ୍ଲୀ,୫।୧: କମ ସମୟ ମଧ୍ୟରେ ଯାତ୍ରା କରିବାକୁ ଦିଲ୍ଲୀରୁ ମେରୁଟ ଯାଉଥିବା ଯାତ୍ରୀଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏହାକୁ...

ପ୍ରତି ରବିବାର ପୋଲିସ ଷ୍ଟେଶନରେ ହାଜର ହେବେ ପୁଷ୍ପା! ଅଲ୍ଲୁ ଅର୍ଜୁନଙ୍କୁ କୋର୍ଟ ଦେଇଛନ୍ତି ନିର୍ଦ୍ଦେଶ

ଚେନ୍ନାଇ,୫।୧: ଅଭିନେତା ଅଲୁ ଅର୍ଜୁନ ହାଇଦ୍ରାବାଦର ଚିକ୍କଡପାଲି ପୋଲିସ ଷ୍ଟେଶନରୁ ବାହାରିଥିଲେ। ଜାମିନ ସର୍ତ୍ତ ଅନୁଯାୟୀ ଅଭିନେତା ଅଲୁ ଅର୍ଜୁନଙ୍କୁ ଚିକ୍କଡପାଲି ପୋଲିସ ଷ୍ଟେଶନରେ ହାଜର...

ଭାରତର ଦାରିଦ୍ର୍ୟ ହାରରେ ଉଲ୍ଲେଖନୀୟ ହ୍ରାସ

ନୂଆଦିଲ୍ଲୀ,୫।୧: ଚଳିତ ଆର୍ଥିକ ବର୍ଷରେ ଗ୍ରାମୀଣ ଦାରିଦ୍ର୍ୟ ହାର ଉଲ୍ଲେଖନୀୟ ଭାବେ ହ୍ରାସ ପାଇ ୪.୮୬% ରେ ପହଞ୍ଚିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri