ଭୁବନେଶ୍ୱରରେ ଏହି ସବୁ ସ୍ଥାନରେ ୨୪ ଘଣ୍ଟା ବନ୍ଦ ରହିବ ପାନୀୟ ଜଳ ଯୋଗାଣ

ଭୁବନେଶ୍ୱର,୧୭।୧୦: ଭୁବନେଶ୍ୱରରେ ଅଧିକାଂଶ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ୨୪ ଘଣ୍ଟା ଧରି ବନ୍ଦ ରହିବ। ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ ପାନୀୟ ଜଳ ଯୋଗାଣ ବନ୍ଦ ରହିବ ବୋଲି ଜଣାପଡିଛି। ଘାଟିକିଆ, ପୋଖରୀପୁଟ, ହାଇ ଲେଭେଲ ଟ୍ୟାଙ୍କ, ନୟାପଲ୍ଲୀ ଅଞ୍ଚଳ ଓ ଚନ୍ଦ୍ରଶେଖରପୁରରେ ପାଣି ଯୋଗାଣ ବନ୍ଦ ରହିବ। ମୁଖ୍ୟ ଜଳ ଯୋଗାଣ ପାଇପ ମରାମତି ଯୋଗୁ ମୁଣ୍ଡଳିରୁ ଜଳ ଯୋଗାଣ ବନ୍ଦ ରହିବ ବୋଲି ସୂଚନା ମିଳିଛି।

କଳିଙ୍ଗନଗର, ପାତ୍ରପଡା, ଭରତପୁର, ଶାମପୁର, ଘାଟିକିଆ, ଖଣ୍ଡଗିରି ବାରି, ଖଣ୍ଡଗିରି ବିହାର, କୋଳଥିଆ, ଆଇଗିଣିଆ, ବରମୁଣ୍ଡା, ଜଗନ୍ନାଥ ବିହାର, ରେଣ୍ଟାଲ କଲୋନୀ, ସିଆପଏଫ୍‌ ଅଞ୍ଚଳ, ଏକମ୍ର ଭିଲ୍ଲା, ବରମୁଣ୍ଡା ବସ୍‌ଷ୍ଟାଣ୍ଡ ଅଞ୍ଚଳ, ତପୋବନ, ଏମ୍ସନଗର, ଏମ୍ସ ହସ୍ପିଟାଲ, ଯଦୁପୁର, ଡୁମଡୁମା ଗାଁ, ଡୁମଡୁମା ହାଇସିଂ ବୋର୍ଡ କଲୋନୀ, ଜାଗମରା, ଜଗମୋହନ ନଗର, ଧର୍ମ ବିହାର, ଗଣ୍ଡମୁଣ୍ଡା, ଭକ୍ତ ମଧୁ ନଗର, ଅନନ୍ତ ବିହାର, ଲିଙ୍ଗରାଜ ବିହାର, କାରର୍ଗିଲ ବସ୍ତି, କପିଳ ପ୍ରସାଦ ଗାଁ, କପିଳ ପ୍ରସାଦ ବିଡିଏ କଲୋନୀ, ସୁନ୍ଦରପଦା, ବରମୁଣ୍ଡା ଗାଁ, କ୍ରିଷ୍ଣା ଗାର୍ଡେନ, ମଲ୍ଲିକ କମ୍ପ୍ଲେକ୍ସ, ସିଦ୍ଧି ବିହାର, ସୌଭାଗ୍ୟ ନଗର, ଶତାଦ୍ଦୀ ନଗର।

ସେହପରି ଏରୋଡ୍ରମ ଏରିଆ, ଭିମ୍ପୁର, ପଳାସପଲ୍ଲୀ, ଫରେଷ୍ଟପାର୍କ, ଶିରିପୁର, ଗଙ୍ଗନଗର, ୟୁନିଟ-୧ଠାରୁ ୮(ଆଂଶିକ)। ଆଇଆରସି ଭିଲେଜ, ଏନ-୧ରୁ ଏନ ୬ ପର୍ଯ୍ୟନ୍ତ, ନୟାପଲ୍ଲୀ ଗାଁ, କାବେରୀ ବସ୍ତି, ଗଡସାହି ବସ୍ତି, ନୀଳଗଣ୍ଠ ନଗର, ବାଲିପଦା ସାହି, ଆନନ୍ଦ ବିହାର, ସୀତାପୁର ବସ୍ତି, ଶାସ୍ତ୍ରୀ ନଗର, ନୀଳାଦ୍ରିବିହାର, ସାଲିଆ ସାହି ଓ ମୈତ୍ରି ବିହାରରେ ପାଣି ଯୋଗାଣ ବନ୍ଦ ରହିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପାଣ୍ଡିଆନ୍‌ଙ୍କ ଗୁମର ଖୋଲିଲେ ପ୍ରସନ୍ନ ପାଟ୍ଟଶାଣୀ: ବିଜୁ ପଟ୍ଟନାୟକ-ଗୀତା ମେହେଟ୍ଟାଙ୍କୁ ନେଇ କଲେ ବଡ଼ ଖୁଲାସା

ଭୁବନେଶ୍ୱର,୧୭।୧୦: ଗତ ନିର୍ବାଚନରେ ବିଜେଡିର ପରାଜୟ ପରେ ଦଳରେ ଥିବା ଓ ଅନ୍ୟ ଦଳକୁ ଯାଇଥିବା ବରିଷ୍ଠ ନେତାମାନେ ଜଣକ ପରେ ଜଣେ ବୟାନ ଦେଉଛନ୍ତି।...

ନଷ୍ଟ କରାଗଲା ୧ କୁଇଣ୍ଟାଲ ଆଇସ୍‌କ୍ରିମ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ବିନା ଲାଇସେନ୍ସ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ଆଇସ୍‌କ୍ରିମ୍‌ ପ୍ରସ୍ତୁତ କରି ମାର୍କେଟକୁ ବିକ୍ରି ପାଇଁ ପଠାଯାଉଥିଲା। ଆଇସ୍‌କ୍ରିମ୍‌ ପ୍ୟାକେଟ୍‌ ଉପରେ ବ୍ୟାଚ୍‌ ନମ୍ବର,...

ଗୁହାଳରେ ପଶି ଛେଳିକୁ ଖାଇଲା ବାଘ

ଆର.ଉଦୟଗିରି,୧୭ା୧୦(ମନୋଜ କୁମାର ପାଢ଼ୀ): ଗଜପତି ଜିଲା ଆର.ଉଦୟଗିରି ବନ ବିଭାଗ ଅଧୀନ ଘୋଡାକଣ ଗ୍ରାମଠାରୁ ଅଳ୍ପ ଦୂରରେ ରହୁଥିବା ସୁଜୟ ରାଇକାଙ୍କ ଗୁହାଳରୁ ବାଘ ୩ଟି...

ଡିଭାଇଡରରେ ପିଟି ହେଲା ବିଏମ୍‌ଡବ୍ଲ୍ୟୁ

ଭୁବନେଶ୍ୱର,୧୭।୧୦: ଚନ୍ଦ୍ରଶେଖରପୁର ଥାନା ଅଧୀନ ମୈତ୍ରୀବିହାର-ଶୈଳଶ୍ରୀବିହାର ରାସ୍ତାରେ ଗୁରୁବାର ଏକ ଦାମୀ କାର୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ମୁତାବକ, ଦାମୀ କାର୍‌ଟି ମୈତ୍ରୀବିହାର-ଶୈଳଶ୍ରୀବିହାର...

କୋଟଗଡ ବନାଞ୍ଚଳରେ ବାଘ ଆତଙ୍କ: ଲୋକେ ଭୟଭିତ

ବାଲିଗୁଡା,୧୭ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ବନାଞ୍ଚଳର ସାର୍ତ୍ତୁଲ ପଞ୍ଚାୟତରେ ଗତ ୫ ଦିନ ହେଲା ବାଘ ଆତଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri