ଭୁବନେଶ୍ୱରରେ ଏତିକି ଦିନ ଆସିବନି ପାଣି, ୱାଟକୋ କହିଲା…

ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱରରେ ଆଜି ଦିନ ୨ଟାରୁ ଆସନ୍ତାକାଲି ଦିନ ୨ଟା ଯାଏଁ ଜଳ ଯୋଗାଣ ବନ୍ଦ ରହିବ। ପାଇପ ମରାମତି ଯୋଗୁ ମୁଣ୍ଡଳିରୁ ଜଳ ଯୋଗାଣ ବନ୍ଦ ରଖାଯିବ ବୋଲି କହିଛିି ୱାଟକୋ।

କଳିଙ୍ଗନଗର, ପାତ୍ରପଡା, ଭରତପୁର, ଶାମପୁର, ଘାଟିକିଆ, ଖଣ୍ଡଗିରି ବାରି, ଖଣ୍ଡଗିରି ବିହାର, କୋଳଥିଆ, ଆଇଗିଣିଆ, ବରମୁଣ୍ଡା, ଜଗନ୍ନାଥ ବିହାର, ରେଣ୍ଟାଲ କଲୋନୀ, ସିଆପଏଫ ଅଞ୍ଚଳ, ଏକମ୍ର ଭିଲ୍ଲା, ବରମୁଣ୍ଡା ବସ୍‌ଷାଣ୍ଡ ଅଞ୍ଚଳ, ତପୋବନ, ଏମ୍ସନଗର, ଏମ୍ସ ହସ୍ପିଟାଲ, ଯଦୁପୁର, ଡୁମଡୁମା ଗାଁ, ଡୁମଡୁମା ହାଇସିଂ ବୋର୍ଡ କଲୋନୀ, ଜାଗମରା, ଜଗମୋହନ ନଗର, ଧର୍ମ ବିହାର, ଗଣ୍ଡମୁଣ୍ଡା, ଭକ୍ତ ମଧୁ ନଗର, ଅନନ୍ତ ବିହାର, ଲିଙ୍ଗରାଜ ବିହାର, କାରର୍ଗିଲ ବସ୍ତି, କପିଳ ପ୍ରସାଦ ଗାଁ, କପିଳ ପ୍ରସାଦ ବିଡିଏ କଲୋନୀ, ସୁନ୍ଦରପଦା, ବରମୁଣ୍ଡା ଗାଁ, କ୍ରିଷ୍ଣା ଗାର୍ଡେନ, ମଲ୍ଲିକ କମ୍ପ୍ଲେକ୍ସ, ସିଦ୍ଧି ବିହାର, ସୌଭାଗ୍ୟ ନଗର, ଶତାଦ୍ଦୀ ନଗର।

ସେହପରି ଏରୋଡ୍ରମ ଏରିଆ, ଭିମ୍ପୁର, ପଳାସପଲ୍ଲୀ, ଫରେଷ୍ଟପାର୍କ, ଶିରିପୁର, ଗଙ୍ଗନଗର, ୟୁନିଟ-୧ଠାରୁ ୮(ଆଂଶିକ)। ଆଇଆରସି ଭିଲେଜ, ଏନ-୧ରୁ ଏନ ୬ ପର୍ଯ୍ୟନ୍ତ, ନୟାପଲ୍ଲୀ ଗାଁ, କାବେରୀ ବସ୍ତି, ଗଡସାହି ବସ୍ତି, ନୀଳଗଣ୍ଠ ନଗର, ବାଲିପଦା ସାହି, ଆନନ୍ଦ ବିହାର, ସୀତାପୁର ବସ୍ତି, ଶାସ୍ତ୍ରୀ ନଗର, ନୀଳାଦ୍ରିବିହାର, ସାଲିଆ ସାହି ଓ ମୈତ୍ରି ବିହାରରେ ପାଣି ଯୋଗାଣ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଭାଙ୍ଗିଲା ତୋରଣ: ଚାପି ହୋଇଗଲା କାର୍‌, ବାଇକ୍‌

କଟକ,୧୮।୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ନେତାଜୀ ବସ୍‌ ଟର୍ମିନାଲ ନିକଟରେ ଏକ ଅଘଟଣ ଘଟିଛି। ଖପୁରିଆ ଖାନନଗର ଶିଳ୍ପାଞ୍ଚଳ ପୂଜା କମିଟି ପକ୍ଷରୁ ନିର୍ମାଣ ହୋଇଥିବା ଲାଇଟ...

ଭରତପୁର ଥାନା ମାମଲା: ଟେଷ୍ଟ ରିପୋର୍ଟ ଆସିନି, ତଦନ୍ତ କମିଶନଙ୍କ ନିକଟରେ ହାଜର ହୋଇ ଏଡିଜି କହିଲେ…

ଭୁବନେଶ୍ୱର,୧୮ା୧୦: ଭରତପୁର ଥାନା ଘଟଣାରେ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ତଦନ୍ତ କମିଶନଙ୍କ ନିକଟରେ ହାଜର ହେବା ବେଳେ...

ମୋକିମଙ୍କ ବିସ୍ଫୋରକ ବୟାନ: ବିଜେଡି, ଭାଜପାର ବହୁ ନେତା….

ଭୁବନେଶ୍ୱର,୧୮।୧୦: ବରିଷ୍ଠ କଂଗ୍ରେସ ନେତା ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବଡ଼ ବୟାନ ଦେଇ କହିଛନ୍ତି, ବହୁ ବିଜେଡି ନେତା କଂଗ୍ରେସ ସହ ଯୋଗାଯୋଗରେ ଅଛନ୍ତି।...

ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ନେଇ ଏମିତି କହିଲେ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ

ଭୁବନେଶ୍ୱର,୧୮ା୧୦: ଶ୍ରୀମନ୍ଦିରରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ଆମ ପାଇଁ ଗର୍ବ ବୋଲି କହିଛନ୍ତି ଓମଫେଡ୍‌ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ। ଶ୍ରୀମନ୍ଦିରରେ କେବଳ...

ସମସ୍ତଙ୍କ ପାଇଁ ହେବ ବ୍ୟବସ୍ଥା, ପ୍ରତିଶ୍ରୁତି ଦେଲେ ଜୟନ୍ତୀ ଷଡ଼ଙ୍ଗୀ

ପୁରୀ,୧୮ା୧୦: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ତେବେ ଏହାରି...

ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା: ଏହି ସବୁ ଲୋକଙ୍କୁ ମିଳିବ…

ଭୁବନେଶ୍ୱର,୧୮।୧୦: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ। ଏନେଇ ମୋହନ...

ଟ୍ରେନ୍‌ରେ ଚଢ଼ିବା ସମୟରେ ଅଘଟଣ: ମା’ ସହ ଖସିପଡ଼ିଲେ ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା,୧୮ା୧୦(ଆଶିଷ ରଞ୍ଜନ ପଣ୍ଡା): ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ୧୫ ଦିନ ବିତିଲା, ସମିତିସଭ୍ୟ-ସରପଞ୍ଚଙ୍କୁ ଭୟଭୀତ ପାଇଁ କୂଟଚକ୍ରାନ୍ତ

କେସିଙ୍ଗା,୧୮ା୧୦: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପାଧ୍ୟକ୍ଷା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜକୁ ୧୫ଦିନ ବିତି ଗଲାଣି। ପ୍ରଶାସନିକସ୍ତରରେ ନୋଟିସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri