Posted inଜାତୀୟ

Video: ଆତଙ୍କ ସୃଷ୍ଟି କଲା ଜଳନ୍ତା କାର୍: ଜୀବନ ଭୟରେ ଦୌଡିଲେ ଲୋକେ

ରାଜସ୍ଥାନ,୧୩।୧୦: ଶନିବାର ଦିନ ଜୟପୁରର ଆଜମେର ଅଞ୍ଚଳରେ ଏକ ଡ୍ରାଇଭରହୀନ କାରରେ ନିଆଁକୁ ଲାଗି ଯାଇଥିଲା। କିଛି ସମୟ ପରେ କାର୍ ଟି ଗଡ଼ିବାରୁ କିଛି ମୋଟରସାଇକେଲ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଏହାପରେ ମୋଟର ଚାଳକମାନେ ପ୍ରାଣ ବିକଳରେ ଦୌଡିବାକୁ ଲାଗିଥିଲେ।

ଟାଇମ୍ସ ଅଫ୍ ଇଣ୍ଡିଆର ଏକ ରିପୋର୍ଟ ଅନୁଯାୟୀ, ଏହି କାରଟି ଜିତେନ୍ଦ୍ର ଜାଙ୍ଗିଦ୍ ନାମକ ବ୍ୟକ୍ତି ଚଳାଉଥିଲେ। ତେବେ ଗାଡିର ଏୟାର କଣ୍ଡିସିନର ୟୁନିଟରୁ ଧୂଆଁ ବାହାରୁଥିବା ଦେଖି ଜିତେନ୍ଦ୍ର ଗାଡ଼ିରୁ ବାହାରି ଆସିଥିଲେ। ଘଟଣା ସମ୍ପର୍କରେ ସେ ତୁରନ୍ତ ତାଙ୍କ ଭାଇଙ୍କ ସହ ପରାମର୍ଶ ପାଇଁ ଯୋଗାଯୋଗ କଲେ, ଯିଏ ତାଙ୍କୁ ବୋନେଟ୍ ତଳେ ଯାଞ୍ଚ କରିବାକୁ ପରାମର୍ଶ ଦେଇଥିଲେ। ତେବେ ଗାଡିରୁ ବାହାରି ବୋନେଟ ଉଠାଇବା ପରେ ଜିତେନ୍ଦ୍ର ଜାଣିବାକୁ ପାଇଲେ ଯେ ଇଞ୍ଜିନଟି ଜଳି ଯାଇଛି।

ନିଆଁ ଦ୍ରୁତ ଗତିରେ ଗାଡିର ହ୍ୟାଣ୍ଡବ୍ରେକକୁ ବ୍ୟାପିବାରୁ, ଏହା କ୍ଷତିଗ୍ରସ୍ଥ ହେବା ପରେ ଡ୍ରାଇଭରହୀନ ଗାଡିକୁ ଉଚ୍ଚ ରାସ୍ତାରେ ଅନିୟନ୍ତ୍ରିତ ଭାବରେ ଗଡ଼ିଗଲା। ତେବେ ଗାଡିଟି କିଛି ବାଟ ଯିବା ପରେ ରାସ୍ତା କଡରେ ଥିବା ଡିଭାଇଡରକୁ ଧକ୍କା ଦେଇ ଶେଷରେ ଅଟକିଥିଲା। ସୌଭାଗ୍ୟବଶତଃ ବ୍ୟସ୍ତ ବହୁଳ ଟ୍ରାଫିକ୍ କୌଣସି ଆହତ ଖବର ହୋଇନଥିଲା।

ଘଟଣା ବିଷୟରେ ନିକଟସ୍ଥ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ ନିଆଁ ଲିଭାଇବା ବେଳକୁ କାରଟି ସମ୍ପୂର୍ଣ୍ଣ ଭାବେ ଖସି ଯାଇଥିଲା ଏବଂ ଏହା ସମ୍ପୂର୍ଣ୍ଣ କ୍ଷତି ଘଟାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ କେନ୍ଦ୍ର ସରକାର, ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୬।୧୦: କେନ୍ଦ୍ର ସରକାର ଆଜି କ୍ୟାବିନେଟ ବୈଠକରେ  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି କରାଯାଇଛି...

ହୋଇଗଲା ନିଷ୍ପତ୍ତି: ନାୟବ ସିଂ ସାଇନି ହେବେ ହରିୟାଣାର ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୧୬।୧୦: ଭାଜପା ହରିୟାଣାରେ ବିଧାୟକ ଦଳର ନେତା ଚୟନ କରିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ନାୟବ ସିଂ ସାଇନି...

ହେଜବୋଲ୍ଲାର ପେଜରଠାରୁ ଅଧିକ ଶକ୍ତିଶାଳୀ ଇଭିଏମ୍‌, କଂଗ୍ରେସର ଦାବିକୁ ନେଇ ଏମିତି କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୧୬।୧୦: ଝାଡ଼ଖଣ୍ଡ ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ କଂଗ୍ରେସ ନେତା ରସିଦ ଅଲଭି ମଙ୍ଗଳବାର ବାଲାଟ ପେପର ମାଧ୍ୟମରେ ଭୋଟ ଦେବାକୁ...

ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ

ଶ୍ରୀନଗର,୧୬।୧୦: ଜମ୍ମୁ କାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ସରକାର ବୁଧବାର ଶପଥ ଗ୍ରହଣ କରିଛନ୍ତି। ଓମାର ଅବଦୁଲ୍ଲା କଶ୍ମୀରର ଇଣ୍ଟର ନ୍ୟାଶନାଲ କନଭେନଶନ ସେଣ୍ଟରରେ ପ୍ରଥମ...

ବାବା ସିଦ୍ଦିକୀ ହତ୍ୟାକାଣ୍ଡ: ୟୁଟ୍ୟୁବ ଦେଖି ଗୁଳି ଚଳାଇବା ଶିଖିଥିଲେ ଅଭିଯୁକ୍ତ

ମୁମ୍ବାଇ,୧୬।୧୦: ଶନିବାର ବିଳମ୍ବିତ ରାତିରେ ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଭେଟେରାନ ଏନସିପି ନେତା ଅଜିତ ପାୱାର ଗ୍ରୁପର ବାବା ସିଦ୍ଦିକୀଙ୍କୁ ଗୁଳି କରି ହତ୍ୟା...

ଯେବେ ମେଜର ଜେନରାଲଙ୍କ ଝିଅଙ୍କୁ ଭଲପାଇ ବସିଥିଲେ ଓମାର ଅବଦୁଲ୍ଲା, କୋର୍ଟରେ ପହଞ୍ଚିଥିଲା ମାମଲା…

ନୂଆଦିଲ୍ଲୀ,୧୬।୧୦: ନ୍ୟାଶନାଲ କନଫରେନ୍ସର ନେତା ଓମାର ଅବଦୁଲ୍ଲା ଆଜି ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ୫୪ ବର୍ଷୀୟ ଅବଦୁଲ୍ଲା ଦ୍ୱିତୀୟ ଥର...

‘ପ୍ରତିଟି ଭାରତୀୟ ଆପଣଙ୍କ ନିକଟରେ ଋଣି ରହିବେ’, ଭାଇରାଲ ହେଉଛି ରତନ ଟାଟାଙ୍କ ଏମିତି ଏକ ଚିଠି

ନୂଆଦିଲ୍ଲୀ,୧୬।୧୦: ଦେଶର ବିଜନେସ ଟାଇକୁନ ରତନ ଟାଟାଙ୍କର ବୁଧବାର ରାତିରେ (୯ ଅକ୍ଟୋବର ୨୦୨୪)ରେ ୮୬ ବର୍ଷ ବୟସରେ ମୁମ୍ବାଇର ଏକ ଡାକ୍ତରଖାନାରେ ପରଲୋକ ହୋଇଛି।...

ନୂଆ କାର୍‌ ଆଗରେ ଲଙ୍କା-ଲେମ୍ବୁ ଟାଙ୍ଗିଲେ ଜର୍ମାନ ରାଷ୍ଟ୍ରଦୂତ: ନଡ଼ିଆ ଭାଙ୍ଗିବା ପରେ… ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଯେତେବେଳେ ବି ଏକ ନୂତନ ଜିନିଷ ଘରକୁ ଆସେ, କେବଳ ଏହାକୁ ପୂଜା କରାଯାଏ ନାହିଁ, ବରଂ ଲେମ୍ବୁ ଏବଂ ଲଙ୍କା ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri