Posted inଜାତୀୟ

ଜୁନ୍‌ ୨୪ରେ ନାମାଙ୍କନପତ୍ର ଦାଖଲ କରିବେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୨୨।୬: ଦେଶରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଜୁଲାଇ ୧୮ରେ ହେବାକୁ ଥିବା ଏହି ନିର୍ବାଚନ ପାଇଁ ଭାଜପା ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏବଂ ବିରୋଧୀ ପକ୍ଷରୁ ୟଶୱନ୍ତ ସିହ୍ନାଙ୍କୁ ପ୍ରାର୍ଥୀ କରାଯାଇଛି। ଆସନ୍ତା ଜୁନ୍‌ ୨୪ରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ସେହିପରି ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନା ଜୁନ ୨୭ରେ ନିଜର ନାମାଙ୍କନପତ୍ର ଦାଖଲ କରିବେ। ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଭୋଟ ଗଣନା ଜୁଲାଇ ୨୧ରେ ହେବ ନାମାଙ୍କନ ପ୍ରକ୍ରିୟାର ଶେଷ ତାରିଖ ଜୁନ୍‌ ୨୯ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର...

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।...

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

ଇଚ୍ଛାମୃତ୍ୟୁ ଦାବି କରିଥିବା କୃଷକଙ୍କୁ ୯.୯୧ ଲକ୍ଷ ଟଙ୍କା ଜରିମାନା:ଜାଣନ୍ତୁ କାହିଁକି

ଝୁନ୍‌ଝୁନୁ,୨୨ା୧୨:ଇଚ୍ଛାମୃତ୍ୟୁ ଦାବି କରୁଥିବା ରାଜସ୍ଥାନ ଝୁନ୍‌ଝୁନୁ ଜିଲାର ଜଣେ କୃଷକ ଓ ତାଙ୍କ ପରିବାର ଆତ୍ମଦାହ ଉଦ୍ୟମ କରୁଥିବାବେଳେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲା। ଶ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri