ସ୍ବିଜରଲ୍ୟାଣ୍ଡରେ ଘୂର୍ଣ୍ଣିଝଡ଼

ଜେନେଭା,୨୫।୭: ସ୍ବିଜରଲ୍ୟାଣ୍ଡରେ ଆସିଥିବା ପ୍ରବଳ ଘୂର୍ଣ୍ଣିଝଡ଼ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏହି ଘୂର୍ଣ୍ଣିଝଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ପାହାଡିଆ ଅଞ୍ଚଳରେ ନିର୍ମିତ ଘର ମଧ୍ୟ ଏହାଦ୍ୱରା କ୍ଷତିଗ୍ରସ୍ତ ହୋଇଛି।

Share