Posted inଜାତୀୟ

ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ଦାମ ହୋଇଛି ଦୁଇଗୁଣା, କହିଲେ ଜୟଶଙ୍କର…

ବଡ଼ୋଦରା, ୧।୧୦ : ବହିର୍ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ୍‌. ଜୟଶଙ୍କର ୬୦ଟି ବିଭିନ୍ନ ଦେଶର ପ୍ରତିନିଧୀଙ୍କ ସହ ଗୁଜରାଟ ବଡ଼ୋଦରାର ଲକ୍ଷ୍ମୀ ଭିଲାସ ପ୍ୟାଲେସ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ଆଜି ଏହା ଏକ ଗର୍ବର ବିଷୟ ଯେ ଆମେ ବିଦେଶରୁ ୫୦ରୁ ଅଧିକ ରାଷ୍ଟ୍ରଦୂତଙ୍କ ସହ ଏଠାକୁ ଆସିଛୁ। ସେମାନଙ୍କ ମଧ୍ୟରେ ବହୁତ ଉତ୍ସାହ ଅଛି, ସେମାନେ ଗୁଜରାଟର ଅଗ୍ରଗତି ଦେଖିବାକୁ ଚାହୁଁଛନ୍ତି। ମୁଁ ଆଶା କରୁଛି ଗୁଜରାଟ ବିଷୟରେ ତାଙ୍କ ମନରେ ଏକ ଭଲ ପ୍ରତିଛବି ସୃଷ୍ଟି ହେବ।

ଜୟଶଙ୍କର କହିଛନ୍ତି ଯେ ରୁଷିଆ-ୟୁକ୍ରେନ ବିବାଦ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ କିଛି ସମୟ ପାଇଁ ଅସ୍ତ୍ରବିରତି ଅନୁରୋଧ କରିଥିଲେ। ଯାହା ଦ୍ୱାରା ଆମେ ଆମର ଛାତ୍ରୀଛାତ୍ରମାନଙ୍କୁ ନିରାପଦରେ ସ୍ଥାନାନ୍ତର କରିପାରିଥିଲୁ।

ରୁଷ-ୟୁକ୍ରେନ ବିବାଦ ଯୋଗୁଁ ପେଟ୍ରୋଲ-ଡିଜେଲ ଦାମ ଦ୍ୱିଗୁଣିତ ହୋଇଛି ବୋଲି ସେ କହିଛନ୍ତି। ତୈଳ କିଣିବା ନେଇ ଆମ ଉପରେ ଚାପ ପଡିଥିଲା। କିନ୍ତୁ ପ୍ରଧାନମନ୍ତ୍ରୀ ଏବଂ ସରକାର ନିଜ ମତ ରଖିଥିଲେ ଯେ ଆମ ଦେଶ ପାଇଁ ଯାହା ଭଲ ତାହା ଆମେ କରିବୁ। ଏକ୍ଷେତ୍ରରେ ଯଦି ଚାପ ଆସେ ତେବେ ଆମେ ଏହାର ସାମ୍ନା କରିବୁ। ଜୟଶଙ୍କର ରବିବାର ସେ କେଭାଡିଆ ଗସ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ହୁଏ ଜନଗଣନା, ପଚରାଯାଏ କେଉଁ ସବୁ ପ୍ରଶ୍ନ?

ନୂଆଦିଲ୍ଲୀ,୩୦।୧୦: ଜନ ଗଣନା ଗୋଟିଏ ଦେଶରେ ବିଶେଷ ମହତ୍ତ୍ୱ ରଖିଥାଏ । ଦେଶର ଜନଗଣନା ହିଁ ଦେଶର ପ୍ରଗତି ଓ ସମୃଦ୍ଧିର ରୂପରେଖ ପ୍ରସ୍ତୁତ କରେ...

୨ କୋଟି ଟଙ୍କା ଦିଅ, ନଚେତ୍ ସଲମାନଙ୍କ ମୁଣ୍ଡ ଗଡିବ

ମୁମ୍ବାଇ,୩୦/୧୦: ବଲିଉଡ୍ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଟ୍ରାଫିକ କଣ୍ଟ୍ରୋଲକୁ ଆସିଥିବା ଏକ ମେସେଜରେ ଜଣେ ଅଜଣା ବ୍ୟକ୍ତି ସଲମାନ...

କାନାଡା ପରେ ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବ କି ଆମେରିକା: ଆସିଲା ବଡ଼ ଅପଡେଟ୍ 

ନୂଆଦିଲ୍ଲୀ/ୱାଶିଂଟନ୍,୩୦/୧୦: ଶିଖ୍ ବିଚ୍ଛିନ୍ନତାବାଦୀ ହରଦୀପ ସିଂହ ନିଜର ହତ୍ୟା ମାମଲାରେ ଭାରତ ଓ କାନାଡା ମଧ୍ୟରେ ସମ୍ପର୍କ ସବୁଠାରୁ ଖରାପ ପର୍ଯ୍ୟାୟରେ ପହଞ୍ଚିଛି। ଏଥିପାଇଁ ଉଭୟ...

ପରମାଣୁ ବୋମାର ବାଦଶାହ ହେବ ଏହି ଦେଶ: ୨୦୨୯ ସୁଦ୍ଧା ଏତିକି….

ନୂଆଦିଲ୍ଲୀ,୩୦/୧୦: ଚାଇନାର ପରମାଣୁ ଅସ୍ତ୍ର ଶସ୍ତ୍ର ଦ୍ରୁତ ଗତିରେ ବୃଦ୍ଧି ପାଉଛି ଏବଂ ଆମେରିକୀୟ ପ୍ରତିରକ୍ଷା ଗୁଇନ୍ଦା ଏଜେନ୍ସିର ଏକ ନୂତନ ରିପୋର୍ଟ ଅନୁଯାୟୀ, ଆଗାମୀ...

୨ ଲକ୍ଷ ଟଙ୍କାର ଲେଦର ବ୍ୟାଗ୍‌ ବ୍ୟବହାରକୁ ନେଇ ମୁହଁ ଖୋଲିଲେ ଜୟା କିଶୋରୀ

କୋଲକାତା,୩୦ା୧୦:ଆଧ୍ୟାତ୍ମିକ ବକ୍ତା ଜୟା କିଶୋରୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା, ଯେଉଁଥିରେ ତାଙ୍କୁ ‘ଡିଓର’ ବ୍ରାଣ୍ଡର ଏକ ଦାମୀ ଡିଜାଇନର ଲେଦର ବ୍ୟାଗ୍‌...

ରୋଗୀଙ୍କୁ ଅଚେତ୍‌ କରାଇ ବଳାତ୍କାର କଲେ ଡାକ୍ତର: ଆଉ ତା’ପରେ…

କୋଲକାତା,୩୦ା୧୦:କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା।...

ସରକାରଙ୍କ ବଡ଼ ଘୋଷଣା, କମିବ ପେଟ୍ରୋଲ ଦର, ଓଡ଼ିଶାର ଏହିସବୁ ଅଞ୍ଚଳକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୯।୧୦: କମିବ ପେଟ୍ରୋଲ ଓ ଡିଜେଲ ଦର। ଆଜି ଧନତେରାସରେ କେନ୍ଦ୍ର ସରକାର ନେଇଛନ୍ତି ଏହି ବଡ଼ ନିଷ୍ପତ୍ତି। ତେବେ ଏଥିରୁ ଲାଭ ପାଇବେ ତୈଳ...

କେବେ ଦୀପାବଳି? ମୁକ୍ତିମଣ୍ଡପର ନିଷ୍ପତ୍ତ ପରେ କାଶୀ ପଣ୍ଡିତଙ୍କ ମଧ୍ୟରେ ସୃଷ୍ଟିହେଲା ଝଡ

ନୂଆଦିଲ୍ଲୀ,୨୯।୧୦: ଦୀପାବଳି କେବେ ? ଅକ୍ଟୋବର ୩୧ କିମ୍ବା ନଭେମ୍ବର ୧? ଏହାକୁ ନେଇ ଲୋକେ ଦ୍ୱନ୍ଦ୍ୱରେ ଅଛନ୍ତି। କେବଳ ସାଧାରଣ ଲୋକେ ନୁହନ୍ତି, ଚଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri