ଦିନିକିଆ କୋରାପୁଟ ଗସ୍ତରେ କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଯୋଗାଣ ରାଷ୍ଟ୍ରମନ୍ତ୍ରୀ

କୋରାପୁଟ,୬।୧୧(ସ୍ବ.ପ୍ର.): କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଯୋଗାଣ ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ଶନିବାର ଦିନିକିଆ କୋରାପୁଟ ଗସ୍ତରେ ଯାଇଛନ୍ତି। ସେଠାରେ ସେ ପହଞ୍ଚି ଆଦିବାସୀଙ୍କ ବିକାଶ ନେଇ ସ୍ଥାନୀୟ ବିଭାଗୀୟ ଅଧକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ସେହିପରି ଜିଲାରେ ଏକଲବ୍ୟ ବିଦ୍ୟାଳୟ ଉପରେ ଆଲୋଚନା କରିଛନ୍ତି । ଜିଲାରେ ସମସ୍ତ ଅଞ୍ଚଳରେ ଲୋକଙ୍କୁ ବିଶୁଦ୍ଧ ଜଳଯୋଗାଣ ନେଇ କେନ୍ଦ୍ର ସରକାର ପ୍ରାଧାନ୍ୟ ଦେଉଥିବା ସେ କହିଛନ୍ତି । ଏହି ଅବସରରେ ଭାଜପା ଜିଲା ସଭାପତି ସୁମନ୍ତ ପ୍ରଧାନ, ବଳଭଦ୍ର ମାଝି, ଜୟରାମ ପାଙ୍ଗି ସମେତ ବହୁ ନେତା କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାରକୁ ନେଇ ବଡ଼ ସୂଚନା ଦେଲେ ଆଇନମନ୍ତ୍ରୀ, କହିଲେ ଭିତରେ ନାହିଁ…

ଭୁବନେଶ୍ୱର,୧ା୧୧: ରତ୍ନଭଣ୍ଡାରକୁ ନେଇ ପୁଣି ଏକ ବନ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ...

ମାଟି ଅତଡ଼ାରେ ଚାପି ହୋଇ ଝିଅ ମୃତ, ବାପା ଗୁରୁତର

କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ନଡ଼ିଆଭଙ୍ଗା ବାଉଁଶନଳୀ ଗାଁରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମାଟି ଅତଡ଼ାରେ ଚାପି ହୋଇ ୮ବର୍ଷର ଝିଅ...

ଆମ୍ବ ଟାକୁଆ ଖାଇ ଚାଲିଗଲା ୨ ଜୀବନ, ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ଆଉ ୫

ଦାରିଙ୍ଗବାଡ଼ି,୧ା୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏକ ବଡ଼ ଅଘଟଣ ଘଟିଛି। ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଛି।...

ଗାଧୋଇବାକୁ ଯାଇ କାଲିଠୁ ନିଖୋଜ ଥିଲେ ବ୍ୟକ୍ତି, ଆଜି ପୋଖରୀରୁ ମିଳିଲା ମୃତଦେହ

କଳାପଥର,୧ା୧୧(ଗଙ୍ଗାଧର ସାହୁ): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଠଣାପଲ୍ଲୀ ସାନ ନୟାପଲି ଗାଁରେ ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ...

ବାଇକ୍‌ରେ ଆସି ବୋମାମାଡ଼ କଲେ ଦୁର୍ବୃତ୍ତ, ଖସିଲା ଘରର ଛାତ

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ନଂ.ଓ୍ବାର୍ଡ ମୁକ୍ତେଶର ଶୈବପୀଠ ସଂଲଗ୍ନ କେନାଲ ସାହିରେ ଦୁର୍ବୃତ୍ତମାନେ ପୁଣି ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି।...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଆଜି ଖୋଲିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧ା୧୧: ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ନଭେମ୍ବର ୧ରୁ ଖୋଲିଛି କୁଲଡିହା ଅଭୟାରଣ୍ୟ। ବର୍ଷା ଋତୁ ତଥା ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ...

ଟ୍ବିନ୍‌ ସିଟିରେ ପ୍ରବଳ ବର୍ଷା: ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି

କଟକ/ଭୁବନେଶ୍ୱର,୧ା୧୧: ମାସର ପ୍ରଥମ ଦିନରେ ବର୍ଷାରେ ଭିଜିଛି ଟ୍ବିନ୍‌ ସିଟି କଟକ-ଭୁବନେଶ୍ୱର। ସକାଳୁ ସକାଳୁ ଏହି ଦୁଇ ସହରରେ ପ୍ରବଳ ବର୍ଷା ହୋଇଛି। ଫଳରେ ଜନଜୀବନ...

ଆଜି ଶ୍ରୀମନ୍ଦିରରେ ଦୀପାବଳି, ବଡ଼ବଡୁଆଙ୍କୁ ଡାକିବେ ଭକ୍ତ

ପୁରୀ,୧ା୧୧: ଶୁକ୍ରବାର ଶ୍ରୀମନ୍ଦିରରେ ଦୀପାବଳି ପାଳନ ହେବ। ଏଥିସହିତ ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ ବଡ଼ବଡୁଆଙ୍କୁ ଡାକିବେ।  ଚଳିତବର୍ଷ ଦୀପାବଳି ଅମାବାସ୍ୟା ପାଳନ ଓ ପୟାଶ୍ରାଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri