Posted inଖେଳ

ଅନ୍ତିମ ଓଭରରେ ସ୍ଥିତି ବଦଳି ଦେଲେ ଡି’ ଭିଲର୍ସ

ଅହମ୍ମଦାବାଦ,୨୭।୪ : ଦିଲ୍ଲୀ କ୍ୟାପିଟାଲ୍ସ ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଚ୍ୟାଲେଞ୍ଜିଂ ସ୍କୋରରେ ପହଞ୍ଚି ପାରିବ ଲାଗୁ ନ ଥିଲା। କିନ୍ତୁ ଅନ୍ତିମ ଓଭରରେ ସ୍ଥିତି ବଦଳି ରଖି ଦେଇଥିଲେ ଏବି ଡି’ ଭିଲର୍ସ। ମାର୍କସ ଷ୍ଟୋଇନିସଙ୍କ ଓଭରରେ ୩ ଛକା ସହ ୨୩ ରନ୍‌ କରିଥିଲେ। ଫଳରେ ଦିଲ୍ଲୀ ଆଗରେ ୧୭୨ ରନ୍‌ର ଟାର୍ଗେଟ ଛିଡ଼ା କରିପାରିଛି ଆରସିବି।

ମିଃ. ୩୬୦ ଡିଗ୍ରୀ ୪୨ ବଲରେ ଖେଳିଥିଲେ ବିସ୍ପୋରକ ୭୫ ରନ୍‌ର ଇନିଂସ। ପାଳିରେ ସାମିଲ ଥିଲା ୩ ଚୌକା ଓ ୫ ଛକା। ତାଙ୍କ ବ୍ୟତୀତ ରଜତ ପାଟିଦାର ୩୧ ଓ ଗ୍ଲେନ ମ୍ୟାକ୍ସଓ୍ବେଲ ୨୫ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆକୁ ମିଳିପାରେ ନୂଆ କୋଚ୍‌, ଗମ୍ଭୀରଙ୍କ ଉପରେ BCCIର ଭରସା ନାହିଁ?

ନୂଆଦିଲ୍ଲୀ,୧୬।୧: ଅଷ୍ଟ୍ରେଲିଆ ଗସ୍ତରେ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା ଟିମ୍‌ ଇଣ୍ଡିଆ। କାରଣ ଦଳର ଅଧିକାଂଶ ବ୍ୟାଟ୍ସମ୍ୟାନ୍‌ ସିରିଜରେ ଫେଲ୍‌ ହୋଇଥିଲେ। ବିଶେଷକରି ବିରାଟ କୋହଲିଙ୍କ ଭଳି...

ସରଫରାଜ ଲିକ୍‌ କରିଛନ୍ତି ଡ୍ରେସିଂ ରୁମ୍‌ ଖବର?ଗମ୍ଭୀର ଯୁବ ବ୍ୟାଟ୍ସମ୍ୟାନଙ୍କ ଉପରେ ଆଣିଲେ ବଡ଼ ଅଭିଯୋଗ

ନୂଆଦିଲ୍ଲୀ,୧୫।୧: ଭାରତୀୟ କ୍ରିକେଟ ଟିମ୍‌ ଲାଗି ଅଷ୍ଟ୍ରେଲିଆ ଗସ୍ତ ବେଶ ବିବାଦୀୟ ଥିଲା। ସିରିଜର ପ୍ରଥମ ମ୍ୟାଚ୍‌ ଦଳ ଜିତିଥିଲେ ହେଁ ଲଗାତାର ଭାବେ ବାକି...

ଖେଳିବା ତ ଦୂରର କଥା, ଶେଯରୁ ଉଠି ପାରୁନାହାନ୍ତି ବୁମ୍‌ରା; ଆସିଲା ଚିନ୍ତାଜନକ ଖବର…

ନୂଆଦିଲ୍ଲୀ,୧୫।୧: ଟିମ୍‌ ଇଣ୍ଡିଆକୁ ଲାଗିପାରେ ବଡ଼ ଝଟ୍‌କା। ତାରକା ବୋଲର୍‌ ଜସପ୍ରିତ ବୁମ୍‌ରାଙ୍କ ଖେଳିବାକୁ ନେଇ ଅନିଶ୍ଚିତତା ବଢ଼ିବାରେ ଲାଗିଛି। କାରଣ ଖେଳିବା ତ ଦୂରର...

ଟିମ୍ ଇଣ୍ଡିଆର ମହିଳା ଶକ୍ତି: ଦିନିକିଆରେ କଲେ ବଡ଼ ରେକର୍ଡ, ଯାହା ପୁରୁଷ ଟିମ୍ କେବେ କରିପାରି ନାହିଁ

ରାଜକୋଟ,୧୫।୧: ଭାରତର ମହିଳା କ୍ରିକେଟ୍ ଦଳ ବୁଧବାର (ଜାନୁଆରୀ ୧୫) ରାଜକୋଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ତୃତୀୟ ଏକଦିବସୀୟ ମ୍ୟାଚ୍ କୁ ୩୦୪ ରନରେ ଜିତି ସିରିଜରେ...

ଅବସରକୁ ନେଇ ଅଶ୍ୱିନଙ୍କ ବଡ଼ ବୟାନ, କହିଲେ ‘ମୁଁ ଆହୁରି ଖେଳିବାକୁ ଚାହୁଁଥିଲି ହେଲେ…’

ନୂଆଦିଲ୍ଲୀ,୧୫।୧: ଭାରତୀୟ କ୍ରିକେଟ ଟିମ୍‌ର ଭେଟେରାନ୍‌ ବୋଲର୍‌ ରବିଚନ୍ଦ୍ରନ ଅଶ୍ୱିନ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ବର୍ଡର ଗାଭାସ୍କର ଟ୍ରଫି ମଝିରେ ହଠାତ ସନ୍ନ୍ୟାସ ନେଇ ସମସ୍ତଙ୍କୁ...

ପ୍ୟାରିସ ଅଲମ୍ପିକ୍ସରେ ଜିତିଥିବା ଦୁଇଟି ଯାକ ମେଡାଲ ଫେରାଇବେ ମନୁ ଭାକର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୫।୧: ପ୍ୟାରିସ ୨୦୨୪ରେ ଦୁଇଟି ମେଡାଲ ବିଜେତା ମନୁ ଭାକର ନିଜ ପଦକ ଫେରାଇବାକୁ ଯାଉଛନ୍ତି। ମନୁ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟ ଓ...

ପିଏଙ୍କ ପାଇଁ ପୁଣି ଟାର୍ଗେଟରେ ଗମ୍ଭୀର, ବିସିସିଆଇ ନେଇପାରେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୧: ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ପୂର୍ବରୁ ଭାରତୀୟ କ୍ରିକେଟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କ ସମସ୍ୟା କମିବାର ନାଁ ନେଉନାହିଁ। ନ୍ୟୁଜିଲାଣ୍ଡ ବିପକ୍ଷ ଘରୋଇ...

ଉତ୍‌କ୍ଷିପ୍ତ ହୋଇ କ୍ୟାମେରା ଭାଙ୍ଗିଦେଲେ ଏହି ଖେଳାଳି

ମେଲବୋର୍ନ,୧୪।୧: ଅଷ୍ଟ୍ରେଲିଆନ ଓପନ ଟେନିସରେ ଡାନିଲ ମେଡ୍‌ଭେଡେଭ ତାଙ୍କ ର଼୍ୟାକେଟରେ ନେଟ୍‌ରେ ସଂଯୁକ୍ତ ଥିବା ଏକ କ୍ଷୁଦ୍ର କ୍ୟାମେରାକୁ ଭାଙ୍ଗି ଦେଇଛନ୍ତି। ରଡ୍‌ ଲାଭର ଆରେନାଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri