ଶ୍ୱଶୁରର ମତ୍ୟୁ ଖବର କହିବାକୁ ଯାଉଥିଲେ ଜ୍ୱାଇଁ; ବାଟରେ ଚାଲିଗଲା ଜୀବନ

ବାରିପଦା,୧୨।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାର ପୃଥକ ସ୍ଥାନରେ ସଡକ ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଛି ।
୧୮ନଂ ଜାତୀୟ ରାଜପଥର କୁଳିଅଣା ଥାନା ଅଧୀନ କୁଚେଇ ନିକଟରେ ପିକଅପଭ୍ୟାନ ଧକ୍କାରେ ଜଣେ ବାଇକ ଆରୋହୀଙ୍କର ଘଟଣାସ୍ଥଳରେ ମତ୍ୟୁଘଟିଛି । ମୃତକ ଜଣଙ୍କ ହେଲେ ଚାନ୍ଦୁଆ ଥାନା ନଧବଣୀ ଗ୍ରାମର ଗଜେନ୍ଦ୍ର ନାୟକଙ୍କ ପୁଅ ସଞ୍ଜୟ । ସଞ୍ଜୟଙ୍କ ଶ୍ବଶୁରଙ୍କ ମୃତର ଆଜି ୪ଦିନ। ସେ ଶଶୁରଙ୍କ ସୁଦ୍ଧିକ୍ରିୟା ଖବରଦେବାକୁ  ପାଇଁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଜନସାଧାରଣ ରାସ୍ତା ରୋକ କରିଛନ୍ତ। କୁଳିଅଣା ପୋଲିସ ଘଟଣା ସ୍ଥଳରେ ପହଞ୍ଚିଛି ।
ସେହିପରି ଗତରାତିରେ ଶୁଳିଆପଦା ଥାନା ଦେଉଳି ନିକଟ କ୍ଷେତ୍ରପାଟଣା ନିକଟରେ ଜଣେ ବାଇକ ଆରୋହୀଙ୍କ ମୃତଦେହକୁ ବିଲ ଭିତରୁ ଉଦ୍ଧାର କରାଯାଇଛି । ମୃତକ ଜଣଙ୍କ ହେଲେ ବଡ଼ସାହି ଥାନା ଅଧୀନ ବୀରେଶ୍ବରପୁର ପଞ୍ଚାୟତ ଦାନ୍ତୁଣି ଗ୍ରାମର ବାଇଧର ସିଂଙ୍କ ପୁଅ ଶମ୍ଭୁନାଥ । ପୋଲିସ ମୃତଦେହ ଓ ବାଇକ ଉଦ୍ଧାର କରି ତଦନ୍ତ ଚଳାଇଛି ।

Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ରୋଗାକ୍ରାନ୍ତ ପୁଅ ପାଖରେ ପହଞ୍ଚତ୍ଲା ମେଡିକାଲ ଟିମ୍‌

କୋକସରା,୨୨ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ସିଆଲଲଟି ପଡ଼ା ଗ୍ରାମର ମାନସିକ ରୋଗାକ୍ରାନ୍ତ କେଶବ ମାଝୀ (୨୮)ଙ୍କୁ ବୃଦ୍ଧା...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଗ୍ୟାସ୍‌ ସିଲିଣ୍ଡର ପାଇପ ଲିକରୁ ଅଗ୍ନିକାଣ୍ଡ ଘଟଣାରେ ଗୋଟିଏ ପରିବାରର ସ୍ବାମୀ,...

ଘରୁ ବୋମା ଜବତ: ପୁଅଙ୍କ ପରେ ବାପା ଗଲେ ଜେଲ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧ ନଂ ୱାର୍ଡ ମୁକ୍ତେଶ୍ୱର ଶୈବପୀଠ ସଂଲଗ୍ନ କେନାଲ ସାହିର ଏକ ଭଡ଼ା ଘରେ ରହୁଥିବା ପଦ୍ମନାଭପୁର ଗ୍ରାମର...

ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି।...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ...

ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ...

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।...

ବିଇଏମ୍‌ସି ବୈଠକରେ ପ୍ରବଳ ହଟ୍ଟଗୋଳ: ରାସନ କାର୍ଡ ମହିଳା କର୍ମଚାରୀଙ୍କୁ ଘେରିଲେ କର୍ପୋରେଟର

ବ୍ରହ୍ମପୁର,୨୨ା୧୧(ସ୍ମୃତି ରଂଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ଶୁକ୍ରବାର ସାଧାରଣ ବୈଠକରେ କର୍ପୋରେଟରଙ୍କ ପ୍ରବଳ ହଟ୍ଟଗୋଳ ହୋଇଛି। ବୈଠକରେ ନିଗମର ରାସନ କାର୍ଡ ଓ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri