ଥରିଲା ବାଲେଶ୍ୱର

ବାଲେଶ୍ୱର ଅଫିସ, ୨୫।୧୨: ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ଶୁକ୍ରବାର ଅପରାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରର ଖେଳିଯାଇଛି। ଭୂକମ୍ପର ତିବ୍ରତା କେତେ ରହିଥିଲା, ତାହା ସ୍ପଷ୍ଟ ହୋଇନାହିଁ। ସେହିପରି କେତେ ପରିମାଣର କ୍ଷୟକ୍ଷତି ହୋଇଛି, ତାହା ମଧ୍ୟ ଜଣାପଡ଼ି ନାହିଁ।

Share