ଆଫଗାନିସ୍ତାନରେ ଭୂକମ୍ପ ଝଟକା…

କାବୁଲ,୧୧।୧୦: ଆଫଗାନିସ୍ତାନରେ ବୁଧବାର ସକାଳ ୬.୧୧ରେ ଉତ୍ତର-ପଶ୍ଚିମ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପର ତୀବ୍ରତା ୬.୩ ରେକର୍ଡ କରାଯାଇଛି। ପ୍ରକାଶ ଯେ, ଭୂକମ୍ପର କେନ୍ଦ୍ରସ୍ଥଳ ଭୂମିଠାରୁ ୧୦ କିଲୋମିଟର ଗଭୀରରେ ଥିଲା। ଗତ ସପ୍ତାହରେ ଆଫଗାନିସ୍ତାନରେ ଘଟିଥିବା ଏହି ଭୂକମ୍ପ ବର୍ତ୍ତମାନ ପର୍ଯ୍ୟନ୍ତ ୩ ହଜାରରୁ ଅଧିକ ଲୋକଙ୍କ ଜୀବନ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୯୦% ମହୁରେ ଚିନିଶିରା ଭଳି ସିରପ୍‌

ଲଣ୍ଡନ,୧୬ା୧୧: ସୁପରମାର୍କେଟଗୁଡ଼ିକରେ ବିକ୍ରି ହେଉଥିବା ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ମହୁ ଭେଜାଲ। ସେଥିରେ ଚିନିଶିରା ଭଳି ଶସ୍ତା ସିରପ୍‌ ମିଶାଯାଉଛି, ଯାହା ପ୍ରକୃତିର ଅମୃତକୁ ନକଲି...

ଶାରୀରିକ ସମ୍ପର୍କ ରଖିବାକୁ ଓବାମାଙ୍କ ଘରକୁ ନିଜ ପ୍ରେମିକାଙ୍କୁ ଆଣିଥିଲେ ସୁରକ୍ଷାକର୍ମୀ, ବାଥ୍‌ରୁମ୍‌ରେ…

ଓ୍ବାଶିଂଟନ୍‌,୧୫।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କୁ ନେଇ ଆସିଛି ବଡ଼ ଖବର। ତାଙ୍କ ସୁରକ୍ଷାରେ ନିୟୋଜିତ ହୋଇଥିବା ଜଣେ ସିକ୍ରେଟ ସର୍ଭିସ ଏଜେଣ୍ଟଙ୍କ ସାଂଘାତିକ...

ବିବାହବେଳେ ପାକିସ୍ତାନରେ କେତେ ଯୌତୁକ ଦିଆଯାଏ? ଅଧିକ ଡିମାଣ୍ଡ କଲେ…

ଇସଲାମବାଦ,୧୫।୧୧: ଭାରତରେ ଯୌତୁକ ନେବା ଏବଂ ଦେବା ବେଆଇନ, ତଥାପି ଏହି ପ୍ରଥା ଅଧିକାଂଶ ସ୍ଥାନରେ ଜାରି ରହିଛି। ସେହିପରି ପଡୋଶୀ ଦେଶ ପାକିସ୍ତାନର ଅବସ୍ଥା...

ସଂସଦରେ Haka Dance କଲେ ମହିଳା ସାଂସଦ, ଭିଡିଓ ଭାଇରାଲ

ଓ୍ବିଲଙ୍ଗଟନ,୧୫।୧୧: ଗୁରୁବାର ନ୍ୟୁଜିଲ୍ୟାଣ୍ଡର ସଂସଦରେ ବହୁ ଅସନ୍ତୋଷ ଦେଖାଦେଇଥିଲା, ଯେଉଁଠାରେ ଏକ ନିଆରା ବିରୋଧ ପ୍ରଦର୍ଶନ କରାଯାଇଥିଲା। ଏଠାରେ ସଂସଦର ସର୍ବ କନିଷ୍ଠ ସାଂସଦ ହାନା-ରାଓତି...

ଲାଇଭ ଶୋ’ରେ କୁରାଢିରେ କରିଥିଲେ ଆକ୍ରମଣ, ଏବେ ହେଲେ ପ୍ରତିରକ୍ଷା ମନ୍ତ୍ରୀ

ଓ୍ବାଶିଂଟନ,୧୫।୧୧: ଆମେରିକାରେ ନିର୍ବାଚନ ବିଜୟ ପରେ ଟ୍ରମ୍ପଙ୍କ ଆଗାମୀ କ୍ୟାବିନେଟ ବିଷୟରେ ଗୋଟିଏ ପରେ ଗୋଟିଏ ଖବର ଆସିବା ଆରମ୍ଭ କରିଛି। ନିକଟରେ ପୂର୍ବତନ ସୈନିକ...

ପାକିସ୍ତାନରେ ପରିସ୍ଥିତି ଅତ୍ୟନ୍ତ ଭୟଙ୍କର, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫ ହଜାର ଲୋକ

ଇସଲାମାବାଦ,୧୫।୧୧: ପାକିସ୍ତାନର ଲାହୋର ସହରରେ ପ୍ରଦୂଷଣ ଯୋଗୁଁ ପରିସ୍ଥିତି ଖରାପ ହେବାରେ ଲାଗିଛି। ଲାହୋର ବିଶ୍ୱର ସବୁଠାରୁ ପ୍ରଦୂଷିତ ସହରରେ ପରିଣତ ହୋଇଛି। କଳା ବିଷାକ୍ତ...

ଭ୍ୟାକ୍ସିନକୁ କଡ଼ା ବିରୋଧ କରୁଥିବା ବ୍ୟକ୍ତିଙ୍କୁ ଟ୍ରମ୍ପ ନିଯୁକ୍ତ କଲେ ଆମେରିକା ସ୍ବାସ୍ଥ୍ୟ ସଚିବ, ଜାଣନ୍ତୁ ସେହି ବ୍ୟକ୍ତି କିଏ

ଓ୍ବାଶିଂଟନ,୧୫।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଜିତିଛନ୍ତି। ସେ ଜାନୁଆରୀରେ ହ୍ବାଇଟ ହାଉସର ପଦବୀ ପାଇଁ ଶପଥ ଗ୍ରହଣ କରିବେ। ଏହାପୂର୍ବରୁ ସେ ତାଙ୍କ...

ଆସୁଛି ଘୂର୍ଣ୍ଣିଝଡ଼ ‘ସାରା’, ବର୍ଷା, ବନ୍ୟା, ଭୂସ୍ଖଳନକୁ ନେଇ ଆଲର୍ଟ ଜାରି

ଓ୍ବାଶିଂଟନ,୧୫।୧୧: ଆମେରିକାରେ କିଛି ଦିନ ପୂର୍ବରୁ ସାଇକ୍ଲୋନିକ ଷ୍ଟର୍ମ ହେଲେନ ଫ୍ଲୋରିଡା ପରି ବଡ ସହରରେ ବ୍ୟାପକ କ୍ଷତି ଘଟାଇଥିଲା। ଏହି ସମୟରେ, ବର୍ତ୍ତମାନ ଟ୍ରପିକାଲ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri