Categories: ଜାତୀୟ

ମଣିପୁରରେ ଭୂକମ୍ପ ଝଟକା

ଇମ୍ଫାଲ: ମଣିପୁରରେ ବିଳମ୍ବିତ ରାତିରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୮ ରେକର୍ଡ କରାଯାଇଥିବା ବେଳେ ଏହାର ଗଭୀରତା ୯୪ କିମି ରହିଥିଲା। ଏ ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଭୂକମ୍ପ ଫଳରେ କୌଣସି କ୍ଷୟକ୍ଷତି ଘଟିଥିବାର କିଛି ସୂଚନା ମିଳିନାହିଁ।

Share