ପୋର୍ଟବ୍ଲେୟାର,୨୪।୯: ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶୁକ୍ରବାର ରାତି ୨ଟା ୩୦ ସମୟରେ ଭୂମିକମ୍ପ ଅନୁଭୂତ ହୋଇଛି। ଏହାର ରିକ୍ଟର ସ୍କେଲ୍ର ତିବ୍ରତା ୬.୧ ରେକର୍ଡ କରାଯାଇଛି। ଏନେଇ ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ଏହି ସୂଚନା ଦିଅଯାଇଛି। ଏହି ଭୂକମ୍ପ ଫଳରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡ଼ିଛି।