ଉତ୍ତର ଆଟଲାଣ୍ଟିକ ମହାସାଗରରେ ଭୂକମ୍ପ ଝଟ୍‌କା

ନ୍ୟୁୟର୍କ,୧୧।୭: ଉତ୍ତର ଆଟଲାଣ୍ଟିକ ମହାସାଗରରେ ଭୂକମ୍ପ ଅନୁଭୂତ ହୋଇଛି। ଯୁକ୍ତରାଷ୍ଟ୍ରର ଭୂତତ୍ତ୍ୱ ସର୍ବେକ୍ଷଣ ରିପୋର୍ଟ କରିଛି ଯେ, ଉତ୍ତର ଆଟଲାଣ୍ଟିକ ମହାସାଗରରେ ୬.୪ ତୀବ୍ରତାର ଭୂକମ୍ପ ଘଟିଛି। ୧୦ କିଲୋମିଟର ଗଭୀରରେ ଏହି ଭୂକମ୍ପ ଘଟିଥିଲା। ଏ ପର୍ଯ୍ୟନ୍ତ କୌଣସି ସୁନାମି ଚେତାବନୀ ଦିଆଯାଇନାହିଁ।

Share