ତୁରେଇକେଲା-ହରିଶଙ୍କର ରୋଡ୍‌-ଲଖନା ପ୍ରକଳ୍ପ କାର୍ଯ୍ୟକ୍ଷମ

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଟିଟିଲାଗଡ଼-ରାୟପୁର ଦୋହରୀକରଣ ପ୍ରକଳ୍ପର ତୁରେଇକେଲା-ହରିଶଙ୍କର ରୋଡ୍‌-ଲଖନା ମଧ୍ୟରେ ୨୫ କି.ମି. କାର୍ଯ୍ୟ ଗତ ୯ ତାରିଖରୁ ଶେଷ ହେବା ପରେ ଏବେ କାର୍ଯ୍ୟକ୍ଷମ ହୋଇଛି। ସେହିଭଳି ତୁରେଇକେଲା ଓ ହରିଶଙ୍କର ରୋଡ୍‌ରେ ଦୁଇଟି ନୂତନ ଆଧୁନିକ ଇଲେକ୍ଟ୍ରୋନିକ୍‌ ଇଣ୍ଟରଲକିଂ ପ୍ରଣାଳୀ କାର୍ଯ୍ୟକ୍ଷମ ହୋଇଛି। ଏହା ସମ୍ବଲପୁର ରେଳମଣ୍ଡଳ ଅଧୀନରେ ଶେଷ ଇଲେକ୍ଟ୍ରୋ ମେକାନିକାଲ୍‌ ସାଙ୍କେତିକ ପ୍ରଣାଳୀ ଥିଲା। ଏହି ଆଧୁନିକ ଇଲେକ୍ଟ୍ରୋନିକ୍‌ ଇଣ୍ଟରଲକିଂ ପ୍ରଣାଳୀ ଟ୍ରେନ୍‌ ଯାତାୟାତ କାର୍ଯ୍ୟରେ ସୁରକ୍ଷା ସ୍ତରକୁ ବୃଦ୍ଧି କରିବା ସହ ସମୟାନୁବର୍ତ୍ତିତାକୁ ଉନ୍ନତ କରିବ। ଷ୍ଟେଶନଗୁଡିକ ମଧ୍ୟରେ ଏହି ଦୋହରୀକରଣ କାର୍ଯ୍ୟ ଯୋଗୁ ଅଧିକ ସଂଖ୍ୟକ ଟ୍ରେନ୍‌ ଚଳାଚଳ କରିବା ସହ ପରବର୍ତ୍ତୀ ସମୟରେ ଭାରତୀୟ ରେଳର ରାଜସ୍ବ ବୃଦ୍ଧି କରିବ। ବର୍ତ୍ତମାନ ସମ୍ବଲପୁର ରେଳ ମଣ୍ଡଳରେ କୌଣସି ଲିଭର ଫ୍ରେମ୍‌ ଷ୍ଟେଶନ ନାହିଁ। ଭାରତୀୟ ରେଳପଥ ଓ ରେଳ ବିକାଶ ନିଗମ ଲିମିଟେଡ୍‌ (ଆରଭିଏନ୍‌ଏଲ୍‌)ର ମିଳିତ ସହଯୋଗରେ ଏହା ସମ୍ଭବ ହୋଇଛି ବୋଲି ପୂର୍ବତଟ ରେଳପଥ ପକ୍ଷରୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କୋମ୍ବିଂ ବେଳେ ଧରାପଡ଼ିଲେ ୩ ମହିଳା କ୍ୟାଡର ମାଓବାଦୀ

ମାଲକାନଗିରି,୨୮।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଗୁଣ୍ଠାବାଡା ଗ୍ରାମ ନିକଟରୁ ଓଡ଼ିଶା ପୋଲିସ ଏବଂ ଡିବିଏଫ ବାହିନୀ ରବିବାର ୩ଜଣ ମହିଳା କ୍ୟାଡର...

୫ ବାବାଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ବର,୨୮।୧୨: ଭୁବନେଶ୍ବର ମୈତ୍ରିବିହାର ଥାନା ପୋଲିସ ରବିବାର ୫ଜଣ ବାବାଙ୍କୁ ଉଠାଇ ନେଇ ଥାନାରେ ଅଟକ ରଖିଛି। ଅଟକ ୫ ବାବା ବାହାର ରାଜ୍ୟର ବୋଲି...

ଫସଲ କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ପରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ ଉଜୁଡ଼ିବା ଓ ଚାଷୀ ମୃତ୍ୟୁ ଘଟଣାରେ ବରିଷ୍ଠ ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,...

ଫସଲ କ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତାକାଲି ସୁଦ୍ଧା ଆବେଦନ ନ କଲେ…

ଭୁବନେଶ୍ୱର,୨୮ା୧୨: ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ...

ନୂଆବର୍ଷରେ ପୁରୀ ଆସିବାର ଥିଲେ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୮ା୧୨: ଡିସେମ୍ବର ୩୧ରୁ ନୂଆବର୍ଷ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼ ହେବ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଟ୍ରାଫିକ୍‌ କଟକଣା ଜାରି କରାଯାଇଛି।...

ବର୍ଷା କ୍ଷୟକ୍ଷତି ନେଇ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ: କ’ଣ ଆସିବ ନିଷ୍ପତ୍ତି

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ କ୍ଷୟକ୍ଷତି ଆକଳନ ବୈଠକ ଆରମ୍ଭ ହୋଇଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆରମ୍ଭ ହୋଇଛି। ରାଜସ୍ବ, କୃଷି...

ଥରିଲା ମୋହନା, ହଠାତ୍‌ ଜୋର୍‌ରେ ଶବ୍ଦ ହେବାରୁ…

ଗଜପତି,୨୮ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ମୋହନାରେ ଶନିବାର ଅପରାହ୍ନରେ କିଛି କ୍ଷଣ ପାଇଁ ଭୂକମ୍ପ ଅନୁଭୂତ ହୋଇଛି। ବର୍ଷା ପରେ ଭୂକମ୍ପ ଅନୁଭୂତ ହୋଇଥିବାରୁ ଲୋକମାନେ...

ରାଜ୍ୟରେ ବଢିବ କି ମଦ ଦର: ଜାଣନ୍ତୁ କ’ଣ କହିଲେ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର,୨୮।୧୨: ରାଜ୍ୟରେ ବଢିବ କି ମଦ ଦର? ମଦ ଦର ବୃଦ୍ଧି ନେଇ ଅବକାରୀ ମନ୍ତ୍ରୀଙ୍କ ପ୍ରତିକ୍ରିୟା ପରେ ଦର ବଢ଼ିବାକୁ ନେଇ ପ୍ରଶ୍ନ ଉଠିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri