ରାତିରେ କଦଳୀ ଖାଉଛନ୍ତି କି?

କଦଳୀ ଏକ ସ୍ବାସ୍ଥୋପଯୋଗୀ ଫଳ। ଏଥିରେ ୨୫ ପ୍ରତିଶତ ସୁଗାର ରହିଥାଏ, ଯାହା ଶରୀରର ଆବଶ୍ୟକତାକୁ ପୂରଣ କରିବାରେ ସାହାଯ୍ୟ କରିଥାଏ। ଦିନ ତମାମ ପରିଶ୍ରମ ପରେ ଶରୀରକୁ ଆବଶ୍ୟକ ଶକ୍ତି କଦଳୀରୁ ମିଳିଥାଏ। ଏଥିରେ ଆଇରନ ମାତ୍ରା ଭରପୂର ରହିଥାଏ। ଏହା ଶରୀରରେ ହିମୋଗ୍ଲୋବିନ୍‌ ମାତ୍ରାକୁ ବଢ଼ାଇଥାଏ। କଦଳୀରେ ଭିଟାମିନ୍‌-ବି ମଧ୍ୟ ପ୍ରଚୁର ପରିମାଣରେ ରହିଥାଏ। ଏହା ଦେହ ପାଇଁ ଲାଭଦାୟକ । ତେବେ ରାତିରେ କଦଳୀ ଖାଇବାକୁ ଅନେକେ ମନା କରିଥା’ନ୍ତି। ଅବଶ୍ୟ ଏହା ପଛରେ ରହିଛି ବିଶେଷ କାରଣ…
– ରାତିରେ କଦଳୀ ଖାଇବା ଦ୍ୱାରା କାଶ, ଥଣ୍ଡା ଓ କଫ ସମସ୍ୟା ବଢ଼ିଥାଏ। ଏଥିସହ ଖାଦ୍ୟ ହଜମରେ ମଧ୍ୟ ଏହା ସମସ୍ୟା ସୃଷ୍ଟି କରିଥାଏ। ଏହାକୁ ଖାଇବା ପରେ ଆଳସ୍ୟ ଅନୁଭବ ହୋଇଥାଏ। ଥଣ୍ଡାଜନିତ ସମସ୍ୟାରେ ଆକ୍ରାନ୍ତ ବ୍ୟକ୍ତି କଦଳୀ ଖାଇବା ଅନୁଚିତ ବୋଲି ଆୟୁର୍ବେଦରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତବସ୍ତ୍ର ଦୁର୍ଗନ୍ଧ ହେଉଥିଲେ..

ଶୀତଦିନରେ ଯେତେବେଳେ ଆମେ ଶୀତବସ୍ତ୍ର ଆଲମାରୀରୁ କାଢ଼ୁ ସେଥିରୁ ଅଜବ ପ୍ରକାର ଦୁର୍ଗନ୍ଧ ବାହାରିଥାଏ। କେତୋଟି ଟିପ୍ସ ଦିଆଯାଉଛି ଯାହାକୁ ଆପଣାଇ ଏହି ସମସ୍ୟାରୁ ରକ୍ଷା...

କେଶ ଝଡୁଥିଲେ ଆପଣାନ୍ତୁ ଏହି ଉପାୟ

କେଶ କୁଣ୍ଡାଇବା ସମୟରେ ଆମେ କେତୋଟି ଛୋଟମୋଟ ଭୁଲ୍‌ କରିଥାଉ,ଯାହା ଆମ କେଶ ଝଡ଼ିବାରେ ସମସ୍ୟା ହୋଇଥାଏ। ଆସନ୍ତୁ, ଜାଣିବା ଠିକ୍‌ ଉପାୟରେ କିପରି ମୁଣ୍ଡ...

ଭାରତକୁ ଦୁଗ୍ଧ ଉତ୍ପାଦନରେ ସ୍ବାବଲମ୍ବୀ କରିଥିଲା ଶ୍ୱେତ ବିପ୍ଲବ

ସାରା ଦେଶରେ ନଭେମ୍ବର ୨୬ ତାରିଖକୁ ଜାତୀୟ ଦୁଗ୍ଧ ଦିବସ ଭାବେ ପାଳନ କରାଯାଏ। ଭାରତରେ ଶ୍ୱେତ ଆନ୍ଦୋଳନର ଜନକ ଡ. ଭର୍ଗିଜ କ୍ୟୁରିୟନଙ୍କ ଜନ୍ମ...

କିଡ୍‌ନୀ ଖରାପ ହେଲେ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରିଥାଏ। ତା’ ସହ ଅଦରକାରୀ...

ଜଳବାୟୁ ପରିବର୍ତ୍ତନ ପାଇଁ ପ୍ଲାଷ୍ଟିକ ପ୍ରଦୂଷଣ ଦାୟୀ

ଜଳବାୟୁ ପରିବର୍ତ୍ତନ ବର୍ତ୍ତମାନ ସମଗ୍ର ବିଶ୍ୱରେ ଏକ ପ୍ରମୁଖ ସମସ୍ୟା ଭାବରେ ଉଭା ହୋଇଛି। ଏହା ପଛରେ ତ ବିଭିନ୍ନ କାରଣ ରହିଛି। ତେବେ ଏଥିପାଇଁ...

ଦୀର୍ଘାୟୁ ପାଇଁ ଦିନଚର୍ଯ୍ୟା

ଆଧୁନିକ ଯୁଗରେ ମଣିଷ ଏକ ଯନ୍ତ୍ର ମାନବରେ ପରିଣତ ହୋଇଯାଇଛି କହିଲେ ଅତ୍ୟୁକ୍ତି ହେବନାହିଁ। ବସ୍ତୁବାଦୀ ଯୁଗରେ ମଣିଷର ନିଅଣ୍ଟ ପରିପୂର୍ଣ୍ଣ ହେଉନାହିଁ। ମୋବାଇଲ୍‌, ଟିଭି,...

ଓଜନ କମାଇବାର ଘରୋଇ ଉପାୟ…

ଫିଟ୍‌ ଆଣ୍ଡ ଫାଇନ୍‌ ରହିବାକୁ ହେଲେ ଶରୀରର ଓଜନକୁ ନିୟନ୍ତ୍ରଣରେ ରଖିବା ନିହାତି ଜରୁରୀ। ସେଥିପାଇଁ କିଏ କେତେ ଉପାୟ ଆପଣାଇଥାନ୍ତି। କିଛି ଲୋକ ଓଜନ...

ଘରେ ଝାଡ଼ୁକୁ ରଖୁଛନ୍ତି କି ଏମିତି ତେବେ ନିହାତି ଜାଣନ୍ତୁ…

ଝାଡ଼ୁ ଦ୍ବାରା ଘରକୁ କେବଳ ସଫା କରାଯାଏନି, ଐଶ୍ୱର୍ଯ୍ୟ ବୃଦ୍ଧିରେ ମଧ୍ୟ ଏହା ବେଶ୍‌ ସହାୟକ ହୋଇଥାଏ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ଘରେ ଝାଡ଼ୁକୁ କିପରି ବ୍ୟବହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri