ନିୟମିତ ଦହି ଖାଉଥିଲେ…

ଦହି ପ୍ରାକୃତିକ ଭାବେ ହେଉଥିବାରୁ ଏହା ସ୍ବାସ୍ଥ୍ୟ ପାଇଁ ଉପଯୋଗୀ। ଏଥିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଶରୀରରେ ରୋଗ ପ୍ରତିରୋଧକ ଶକ୍ତିକୁ ଏହା ବଢ଼ାଇଥାଏ। ପ୍ରାୟ ୭୦ ପ୍ରତିଶତ ଶକ୍ତି ଆମେ ଦହିରୁ ହିଁ ପାଇଥାଉ। ଦହିରେ କ୍ୟାଲ୍‌ସିୟମ୍‌ ଥିବାରୁ ଏହା ଅସ୍ଥି ଓ ଆଣ୍ଠୁଗଣ୍ଠିକୁ ମଜଭୁତ କରିବାରେ ସାହାଯ୍ୟ କରେ। ଅଷ୍ଟିଓପୋରେସିସ୍‌ ସମସ୍ୟ ଆଶଙ୍କାକୁ କେତେକାଂଶରେ ଦୂର କରିଥାଏ। ଏଥିରେ ଏଭଳି ତତ୍ତ୍ୱ ରହିଛି ଯାହା ଦାନ୍ତମୂଳକୁ ଦୃଢ଼ ରଖେ। ଚର୍ମ ଏବଂ କେଶକୁ ବଢ଼ିବାରେ ଦହି ମଧ୍ୟ ସାହାଯ୍ୟ କରେ। ଏଥିରେ ଏଭଳି ତତ୍ତ୍ୱ ରହିଛି ଯାହାଦ୍ୱାରା କ୍ଷତ ହୋଇଥିବା ସ୍ଥାନରେ ନୂଆ ଚର୍ମ ମଧ୍ୟ ଆପେ ସୃଷ୍ଟିି ହୋଇଯାଏ। ଏହା ମଧ୍ୟ ପାଚନ କ୍ରିୟାକୁ ଆହୁରି ଦୃଢ଼ କରିଥାଏ। କେବଳ ସେତିକି ନୁହେଁ, କୋଲେଷ୍ଟରଲ ଏବଂ ମେଦ ବହୁଳତାକୁ ଏହା କେତେକାଂଶ ନିୟନ୍ତ୍ରଣରେ ରଖିଥାଏ। ଉଚ୍ଚ ରକ୍ତଚାପ ସମସ୍ୟା ପାଇଁ ଏହା ମଧ୍ୟ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ନିୟମିତ ଦହି ଖାଇଲେ ତାହା ହୃତ୍‌ପିଣ୍ଡ ବା ହାର୍ଟକୁ ସୁସ୍ଥ ରଖିଥାଏ। ଜଣେ ଡାଇବେଟିସ୍‌ ରୋଗୀ ଏହାକୁ ନିଜର ଖାଦ୍ୟ ତାଲିକାରେ ସାମିଲ କରିପାରିବେ। କାରଣ ଏହା ରକ୍ତରେ ଶର୍କରାର ପରିମାଣକୁ ସନ୍ତୁଳିତ ରଖେ।


Enter your email to get our daily news in your inbox.

All Right Reserved By Dharitri.Com

ଉପାଦେୟ ଅଶୋକ ପୁଷ୍ପ

ରାମାୟଣରେ ବର୍ଣ୍ଣିତ ହୋଇଛି ଯେ, ରାବଣ ସୀତାଙ୍କୁ ଚୋରାଇ ନେଇ ଲଙ୍କାର ଅଶୋକ ବନରେ ବନ୍ଦୀ କରି ରଖିଥିଲା। ଅଶୋକ ବୃକ୍ଷ ମୂଳରେ ବସି ସୀତା...

କନ୍ଦମୂଳ ଖାଉଥିଲେ…

ଆମ ଭିତରୁ ଅନେକେ କନ୍ଦମୂଳ ଖାଇବାକୁ ବହୁତ ଭଲ ପାଇଥାନ୍ତି। ଏହା ଖାଇବାକୁ ଯେମିତି ସୁସ୍ବାଦୁ ଲାଗେ ସେମିତି ଶରୀର ପାଇଁ ବେଶ୍‌ ଉପକାରୀ ମଧ୍ୟ...

ପିଲାଙ୍କ ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଚାହୁଁଥିଲେ…

କୁହାଯାଏ, ବାସ୍ତୁ ଅନୁଯାୟୀ ପିଲାମାନଙ୍କ ରୁମ୍‌ ହୋଇଥିଲେ ସେମାନଙ୍କୁ ଭଲ ନିଦ ହେବା ସହ ସେମାନଙ୍କ ସ୍ମରଣ ଶକ୍ତି ପ୍ରଖର ହୋଇଥାଏ। ଏଥିସହିତ ପାଠପଢା ପାଇଁ...

ଏମିତି ଝିଅଙ୍କୁ ଭୁଲ୍‌ରେ କରନ୍ତୁ ନାହିଁ ବିବାହ: ରାତାରାତି ବିଗିଡ଼ିଯିବ …

ବିବାହ ପାଇଁ ଭଲ ଝିଅ ଖୋଜିବା ସହଜ କଥା ନୁହେଁ। ଆଜିର ସମୟରେ ଅଧିକାଂଶ ପୁଅ ସୌନ୍ଦର୍ଯ୍ୟ ଦେଖିବା ପରେ ଝିଅକୁ ବିବାହ କରିବାକୁ ରାଜି...

ଧନୀ ହେବାକୁ ଚାହାନ୍ତି କି? ତେବେ  ଭୁଲନ୍ତୁ ନାହିଁ ଏହି ୫ କଥା

ଆଚାର୍ଯ୍ୟ ଚାଣକ୍ୟ ଜଣେ ମହାନ ରାଜନୀତିଜ୍ଞ ଏବଂ କୁଟନୀତିଜ୍ଞ। ସେ ନିଜର ଚାଣକ୍ୟ ନୀତିରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ପ୍ରସଙ୍ଗ ବିଷୟରେ ବର୍ଣ୍ଣନା...

କଲରା ଖାଉଥିଲେ…

କଲରାର ସ୍ବାଦ ପିତା, ହେଲେ ଏଥିରେ ଅନେକ ଉପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହା କେତେ ଲାଭପ୍ରଦ ତାହା ପ୍ରାୟ...

କୃତ୍ରିମ ରକ୍ତ

୧୬୧୬ ମସିହାରେ ୱିଲିୟମ ହାର୍ଭିଙ୍କ ଦ୍ୱାରା ରକ୍ତ ସଞ୍ଚାଳନ ପଥ ଆବିଷ୍କାର ହେବା ପରେ ଅନେକ ଗବେଷକ ଏବଂ ଡାକ୍ତର-ବୈଜ୍ଞiନିକମାନେ ବିଭିନ୍ନ ତରଳ ପଦାର୍ଥ ଯଥା...

ଓଜୋନ ସୁରକ୍ଷା, ଜୀବନ ରକ୍ଷା

ଆମ ପୃଥିବୀ ଗ୍ରହରେ ଜୀବନ ସଞ୍ଚାର ହେବା ପଛରେ ଗୋଟିଏ ପ୍ରମୁଖ କାରଣ ହେଲା ଏହାର ଊର୍ଦ୍ଧ୍ୱ ବାୟୁମଣ୍ଡଳରେ ଥିବା ଓଜୋନ ମଣ୍ଡଳ। ଏହା ମହାକାଶରୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri