Posted inVideo

ECI announces Bijepur bypoll schedule | ବିଜେପୁର ଉପ ନିର୍ବାଚନ ତାରିଖ ଘୋଷଣା

Featured Video Play Icon

By-election for Bijepur Assembly constituency will be held October 21, a press notification issued by Election Commission of India (ECI) said Saturday. According to the ECI, the gazette notification for the bypoll, from when nomination will start, will be published September 23 while the last date for nomination filing is September 30.

ବିଜେପୁର ଉପନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୨୧ରେ ଏଠାରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଓ୨୪ରେ ଭୋଟ ଗଣତି ହେବ। ଦିଲ୍ଲୀରେ ମୁଖ୍ୟ ନିର୍ବାଚନ ଅଧିକାରୀ ସୁନିଲ ଅରୋରା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ୨୦୧୯ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଉଭୟ ହିଞ୍ଜିଳି ଓ ବିଜେପୁରରୁ ନିର୍ବାଚନ ଲଢ଼ିଥିଲେ। ଉଭୟ ସ୍ଥାନରୁ ବିଜୟୀ ହେବା ପରେ ନବୀନ ବିଜେପୁର ଆସନ ଛାଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri