ଡିସେମ୍ବର ପହିଲାରେ ଇକୋ ରିଟ୍ରିଟ୍‌ର ଶୁଭାରମ୍ଭ: ପରିଦର୍ଶନ କଲେ ବିଡିଓ, ପର୍ଯ୍ୟଟନ ଅଧିକାରୀ

ଦାରିଙ୍ଗବାଡ଼ି,୩୦ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଚତୁର୍ଥ ଥର ପାଇଁ ରବିବାର ଇକୋ ରିଟ୍ରିଟ୍‌ର ଶୁଭାରମ୍ଭ ହେବାକୁ ଯାଉଛି। ଏହାର ଶୁଭାରମ୍ଭ ପାଇଁ ପ୍ରସ୍ତୁତି ଜୋରଦାର କରାଯାଇଛି। ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ, ଜିଲା ପର୍ଯ୍ୟଟନ ଅଧିକାରୀ କୁମୁଦିନୀ ମଲିକ ପ୍ରମୁଖ ଏହାର ପରିଦର୍ଶନ କରି ତଦାରଖ କରିଛନ୍ତି। ଇକୋ ରିଟ୍ରିଟ୍‌ର ମୁଖ୍ୟ ପରିଚାଳକ ସୁମନ୍ତ ସରକାରଙ୍କ ସହ ଦୁଇ ଅଧିକାରୀ ଶୁଭାରମ୍ଭ ସମ୍ପର୍କରେ ଆଲୋଚନା କରିଛନ୍ତି। ଉକ୍ତ ଇକୋ ରିଟ୍ରିଟ୍‌ରେ ୨୫ଟି କଟେଜ ରହିଥିବାବେଳେ ସେଥି ମଧ୍ୟରେ ୫ଟି ସ୍ବତନ୍ତ୍ର କଟେଜ ରହିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଠରେ ଜନ୍ମ ହେଲା ହାତୀଛୁଆ

ବରଗଡ଼/ସୋହେଲା,୩୦।୧୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ ପାତ୍ର): ଛତିଶଗଡ଼ରୁ ଆସି ବରଗଡ଼ ଜିଲା ସୋହେଲା ବ୍ଲକ ଘେଁସ୍‌ ଫରେଷ୍ଟ ରେଞ୍ଜ୍‌ ଅଞ୍ଚଳରେ ବୁଲାବୁଲି କରୁଥିବା ହାତୀପଲରେ ଏକ ହାତୀଛୁଆ ଜନ୍ମ...

ବଲାଙ୍ଗିର ଜିଲା ପ୍ରଶାସନ ସହ ମିଲର୍‌ଙ୍କ ଆଲୋଚନା ବିଫଳ: ଧାନ କିଣାକୁ ନେଇ ଦ୍ବନ୍ଦ

ବଲାଙ୍ଗୀର,୩୦।୧୧:(ସୁନୀଲ କୁମାର ମହାନ୍ତି):ବଲାଙ୍ଗିର ଜିଲା ପ୍ରଶାସନ ସହ ମିଲର୍‌ଙ୍କ ଆଲୋଚନା ବିଫଳ ହୋଇଛି। ଧାନ କିଣିବା ପାଇଁ ପ୍ରଶାସନ ସହ କୌଣସି ମିଲର୍ ଚୁକ୍ତି କରିନାହିଁ।...

ପୋଖରୀରୁ ମିଳିଲା ୮ କୁଇଣ୍ଟାଲ ବିଦ୍ୟୁତ୍‌ ତାର

ହିଞ୍ଜିଳିକାଟୁ, ୩୦ା୧୧( ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନଆମ୍ବଗାଁ ନିକଟ ଏକ ପୋଖରୀରୁ ପୋଲିସ ପ୍ରାୟ ୮ କୁଇଣ୍ଟାଲ ଆଲୁମିନିୟମ ବିଦ୍ୟୁତ୍‌ ତାର...

ମେଟ୍ରୋ ପ୍ରକଳ୍ପକୁୁ ନେଇ ଅପରାଜିତାଙ୍କ ବଡ଼ ସୂଚନା, କହିଲେ ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ…

ଭୁବନେଶ୍ବର,୩୦।୧୧: ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶିନବାର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ...

ବାଘ ମାରି ମାଂସ ଖାଇଲେ ଶିକାରୀ, ଗୁଳିଭର୍ତ୍ତି ବନ୍ଧୁକ ଜବତ, ବନ୍ଧାହେଲେ ୨

ଜି.ଉଦୟଗିରି,୩୦ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଗମ୍ଭାରୀଗୁଡ଼ା ଏବଂ ମାଲାନସୁଗା ଅଞ୍ଚଳରୁ ଦୁଇ ଜଣ ବାଘ ଶିକାରୀକୁ ଗିରଫ କରି କୋର୍ଟଚାଲାଣ କରିଛି...

ହସ୍ପିଟାଲରେ ବିସ୍ଫୋରଣ: ଅନ୍ଧାରରେ ରହିଲେ ରୋଗୀ, ଜଣଙ୍କର ମୃତ୍ୟୁ

ବଲାଙ୍ଗୀର,୩୦ା୧୧(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଶୁକ୍ରବାର ରାତିରୁ ବିଜୁଳି ଯୋଗାଣ ବନ୍ଦ ରହିଛି। ଫଳରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା...

ଜଙ୍ଗଲରୁ ପୁଣି ମିଳିଲା ଏକ ମାଈ ହାତୀଛୁଆର ମୃତଦେହ, ଚିନ୍ତାରେ ପରିବେଶବିତ୍‌

କେନ୍ଦୁଝର,୩୦ା୧୧: କେନ୍ଦୁଝର ବନ ବିଭାଗ କର୍ମଚାରୀ ଶନିବାର ତେଲକୋଇ ରେଞ୍ଜ ଅଞ୍ଚଳରୁ ଏକ ୧୦ ବର୍ଷ ହାତୀର ମୃତଦେହ ଉଦ୍ଧାର କରିଛି। ଶନିବାର ସକାଳେ ତେଲକୋଇ...

କାହିଁକି ନିଲମ୍ବିତ ହେଲେ ହେମଗିରି ତହସିଲଦାର…

ସୁନ୍ଦରଗଡ/ହେମଗିର,୩୦।୧୧(ଜୟ ନାରାୟଣ ମେଣ୍ଡୁଳି/ଚୈତନ୍ୟ ପଟେଲ): କାର୍ଯ୍ୟରେ ଅବହେଳା ଯୋଗୁ ସୁନ୍ଦରଗଡ଼ ଜିଲା ହେମଗିର ତହସିଲଦାର ଲାବଣେନ୍ଦୁ ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଅଭିଯୋଗ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri