Posted inଖେଳ

ଉଇକେଟ୍‌ ନେବା ପରେ ବୋଲର୍‌ କଲେ ଏମିତି କାମ, ଯାହା ପୂର୍ବରୁ କେବେ ଶୁଣି ନ ଥିବେ

ନୂଆଦିଲ୍ଲୀ,୨୮।୭: ରୋମାନିଆର  କ୍ରିକେଟର ପାଭେଲ ଫ୍ଲୋରିନ ପୁଣିଥରେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଅଛନ୍ତି। ତାଙ୍କର ଅନନ୍ୟ ବୋଲିଂ ଆକ୍ସନ  ପାଇଁ ଫ୍ଲୋରିନ ଉଇକେଟ୍‌ ନେବା ପରେ ଏମିତି ଖୁସି ମନାଇଥିଲେ, ଯାହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ବାନାସା ଏବଂ ବୁଖାରେଷ୍ଟ ଗ୍ଲାଡିଏଟର୍ସ ମଧ୍ୟରେ ଇସିଏସ୍‌ ଟି-୧୦ମ୍ୟାଚ ସମୟରେ ଏହି ଘଟଣା ଘଟିଥିଲା। ମ୍ୟାଚ୍‌ରେ ପାଭେଲ ଫ୍ଲୋରିନ ଅଜବ ଉଇକେଟ ନେଇଥିଲେ। ଏହି ଉଇକେଟ ନେବା ପରେ କିଛି ସମୟ ପରେ ଫ୍ଲୋରିନ ଏକ ନିଆରା ଢଙ୍ଗରେ ଖୁସି ମନାଇଉଥିବା ଦେଖିବାକୁ ମିଳିଥିଲ। ପାଭେଲ ଫ୍ଲୋରିନଙ୍କ ଖୁସି ମନାଇବା ଶୈଳୀ ଏଭଳି ଥିଲା, ଯାହା ପୂର୍ବରୁ ଦେଖି ନଥିବେ। ଫ୍ଲୋରିନ ଉଇକେଟ ନେବା ପରେ କମେଣ୍ଟ୍ରି ବାକ୍ସ ଆଡକୁ ଦୌଡ଼ିଥିଲେ। ସେଠାକୁ ଯାଇ ସେ କ୍ରିକେଟ୍‌ ସମୀକ୍ଷକଙ୍କ ଠାରୁ ମାଇକ ନେଇ ଉଚ୍ଚ ସ୍ବରରେ ପାଟି କରି କହିଲେ – ‘ଗ୍ଲାଡିଏଟର୍ସ’। ୟୁରୋପୀୟ ଟି୧୦ କ୍ରିକେଟ ଲିଗ ମ୍ୟାଚରେ ତାଙ୍କର ଏଭଳି କାର୍ଯ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଫ୍ଲୋରିନ ରାତାରାତି ଇଣ୍ଟରନେଟ ସେନସେସନ୍‌ ପାଲଟିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପିଓକେ ଯିବ ନାହିଁ ଚାମ୍ପିୟନ୍ସ ଟ୍ରଫି, ଭାରତର ପ୍ରତିବାଦ ପରେ ଆଇସିସିର ନିଷ୍ପତ୍ତି

ନୂଆଦିଲ୍ଲୀ,୧୫ା୧୧: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହେବ। ଏହା ପୂର୍ବରୁ ପ୍ରଚାର,ପ୍ରସାର ବା ସହର ପରିକ୍ରମା କରିବା ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ...

ବୁମ୍‌ରାଙ୍କୁ ଏମିତି ବାଉନ୍ସର ମାରିଲେ ରିଷଭ ପନ୍ତ: ପରିଣାମ ହେଲା ଏମିତି….

ସିଡନୀ,୧୫।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ନଭେମ୍ବର ୨୨ରୁ ଆରମ୍ଭ ହେଉଛି। ପ୍ରଥମ ଟେଷ୍ଟ ମ୍ୟାଚ ପର୍ଥ ଷ୍ଟାଡିୟମରେ ଖେଳାଯିବ ଏବଂ ଟିମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିବେ ମ୍ୟାଚ୍‌

ଜୋହାନ୍ସବର୍ଗ, ୧୫ା୧୧ (ପି.ଟି.): ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଚତୁର୍ଥ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ ଏଠାରେ ଶୁକ୍ରବାର ହେବ। ସିରିଜରେ ଭାରତ ୨-୧ରେ...

ଗୋଟିଏ ଭୁଲ୍‌ ପାକିସ୍ତାନକୁ ପଡ଼ିବ ଭାରି: ଭାରତକୁ ମିଳିପାରେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ ଦାୟିତ୍ୱ

ନୂଆଦିଲ୍ଲୀ,୧୫।୧୧: ଚାମ୍ପିଅନ୍ସ ଟ୍ରଫି ମାମଲା ଏବେ ଏକ ଭିନ୍ନ ମୋଡ଼ ନେଇଛି। ଏହି ଆଇସିସି ଟୁର୍ନାମେଣ୍ଟ ବର୍ତ୍ତମାନ ପାକିସ୍ତାନରେ ନୁହେଁ, ବରଂ ଭାରତରେ ଆୟୋଜିତ ହୋଇପାରିବ।...

ରବି ଶାସ୍ତ୍ରୀଙ୍କ ଚେତାବନୀ, କହିଲେ ‘ନିଜ ସାମ୍ରାଜ୍ୟକୁ ଫେରିଛନ୍ତି ରାଜା’

ନୂଆଦିଲ୍ଲୀ,୧୪।୧୧: ପୂର୍ବତନ ଭାରତୀୟ କ୍ରିକେଟ ଟିମ୍‌ର ପ୍ରଶିକ୍ଷକ ରବି ଶାସ୍ତ୍ରୀ ବିରାଟ କୋହଲିଙ୍କ ସମାଲୋଚକଙ୍କୁ ଉପଯୁକ୍ତ ଉତ୍ତର ଦେଇଛନ୍ତି। ରବି ଶାସ୍ତ୍ରୀ ବିରାଟ କୋହଲିଙ୍କୁ ସମର୍ଥନ...

ଟିମ ଇଣ୍ଡିଆକୁ ଫେରିବେ ସଚିନ ତେନ୍ଦୁଲକର! ବିସିସିଆଇକୁ ବଡ଼ ପ୍ରସ୍ତାବ ଦେଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୧୪।୧୧: ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ଟ୍ରଫି ଆରମ୍ଭ ହେବାକୁ ଯାଉଛି। ଆସନ୍ତା ୨୨ ତାରିଖରୁ ପର୍ଥରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ଆରମ୍ଭ...

ଏବେ ଏହି ଦେଶ ପାଇଁ କାମ କରିବେ ସାନିଆ ମିର୍ଜା

ନୂଆଦିଲ୍ଲୀ,୧୪।୧୧: ଭାରତର ଟେନିସ ତାରକା ସାନିଆ ମିର୍ଜାଙ୍କ ଖେଳରୁ ଅବସର ନେଇଛନ୍ତି। କିନ୍ତୁ ତଥାପି ସେ ସକ୍ରିୟ ଅଛନ୍ତି। ନିକଟରେ ସାନିଆଙ୍କୁ ଦୁବାଇରେ ଏକ ଗୁରୁତ୍ୱପୂର୍ଣ୍ଣ...

ବର୍ଡର-ଗାଭାସ୍କର ଟ୍ରଫି ପୂର୍ବରୁ ଅଷ୍ଟ୍ରେଲିଆକୁ ଚେତାବନୀ ଦେଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୪।୧୧: ନଭେମ୍ବର ୨୨ରୁ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪ର ପ୍ରଥମ ଟେଷ୍ଟ ଆରମ୍ଭ ହେବ। ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ୍‌ ଫାଇନାଲ୍‌ ଖେଳିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri