Categories: ଜାତୀୟ

ମନି ଲଣ୍ଡରିଂ ମାମଲାରେ ସାଂସଦ ସଞ୍ଜୟ ରାଉତଙ୍କ ବନ୍ଧୁଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ,୨୦।୭: ଶିବସେନା ଗୋଷ୍ଠୀର ସାଂସଦ ସଞ୍ଜୟ ରାଉତଙ୍କ ବନ୍ଧୁ ବ୍ୟବସାୟୀ ସୁଜିତ ପାଟକରଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଜମ୍ବୁରେ କୋଭିଡ-୧୯ ଚିିକିତ୍ସା କେନ୍ଦ୍ର ପ୍ରତିଷ୍ଠା କରିବା ଅନିୟମିତତା ଏବଂ ମନି ଲଣ୍ଡରିଂ ମାମଲାରେ ସୁଜିତଙ୍କ ସହ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି।

Share