ପ୍ରମିଳାଙ୍କ ଭାଇଙ୍କ ଘରେ ପଶିଲା ଇଡି

ଭୁବନେଶ୍ୱର,୧୮।୧୨: ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ବଡ଼ଧରଣର ଇଡି ରେଡ ହୋଇଛି। ସମ୍ବଲପୁର ଓ ଦିଲ୍ଲୀରେ ଇଡି ଚଢାଉ କରିଛି। ବିଶ୍ବ ଏନଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ ଭାଇ ।

ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଛି। ଦିଲ୍ଲୀରେ ମଧ୍ୟ ଇଡି ପକ୍ଷରୁ ଚଢାଉ ଚାଲିଥିବା ଜଣାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୩୬ କର୍ପୋରେଟରଙ୍କୁ ନବୀନ ନିବାସକୁ ଡକରା: ଗୁରୁମନ୍ତ୍ର ଦେବେ ସୁପ୍ରିମୋ

ଭୁବନେଶ୍ୱାର,୧୮।୧୨: ବିଜେଡି ଗୋଷ୍ଠୀ କନ୍ଦଳ ହାଟରେ ପଡ଼ି ବାଟରେ ଗଡ଼ିଲାଣି। କିଛିଦିନ ପୂର୍ବରୁ ବ୍ରହ୍ମୁପୁର ମେୟର ସଂଘମିତ୍ରା ଦଳେଇଙ୍କ ବିରୋଧରେ ୨୫ କର୍ପୋରେଟର ଏକାଠି ହୋଇ...

୫ ଦିନିଆ ଗସ୍ତରେ ଦିଲ୍ଲୀ,ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱାର,୧୮।୧୨: ଗରୁବାରଠାରୁ ୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ତେବେ କାଲିଠୁ ୨୧ ଯାଏ ରାଜସ୍ଥାନରେ ରହିବେ। ପରେ...

୧୮ ଗ୍ରାମର ସୁନା ବ୍ରେସଲେଟ୍‌ ଡଷ୍ଟବିନରୁ ପାଇ ଏମିତି କଲେ ସ୍ବଚ୍ଛକର୍ମୀ

ଭୁବନେଶ୍ୱର,୧୮।୧୨: ସ୍ବଚ୍ଛକର୍ମୀଙ୍କ ମନକୁ ଛୁଇଁ ପାରିନି ଲୋଭ। ଅଳିଆ ଗଦାରୁ ଲକ୍ଷାଧିକ ଟଙ୍କାର ସୁନା ପାଇଲେ ବି ତାହାକୁ ପ୍ରକୃତ ମାଲିକଙ୍କୁ ଫେରାଇ ଅନ୍ୟମାନଙ୍କ ପାଇଁ...

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୮।୧୨: ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି।...

୧୦ ଦିନ ପରେ ବଳଦ ମାରିଲା, ଖାଇ ପାରିଲା ନାହିଁ : ଜିନ୍ନତକୁ ନେଇ ତେଜୁଛି ଅସନ୍ତୋଷ

ବାରିପଦା,୧୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡ ରାଜ୍ୟ ରାଜାବସା ଓ ଚିଆବାନ୍ଧି ଜଙ୍ଗଲରେ ରହୁଥିବା ମହାବଳ ବାଘୁଣୀ ଜିନ୍ନତକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ...

ବଜାରକୁ ଆସିବ ଓମ୍‌ଫେଡ୍‌ ପାଣି, ଚକୋଲେଟ୍‌

ଭୁବନେଶ୍ୱର,୧୮ା୧୨(ଅନୁରାଧା ମହାରଣା):ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍‌ ଗୁଜରାଟର ଆନନ୍ଦଠାରେ ଥିବା ଭାରତ ସରକାରଙ୍କ ସ୍ବୀକୃତିପ୍ରାପ୍ତ ନ୍ୟାଶନାଲ...

ନବୀନଙ୍କ ସହ ରହିଛୁ, ଶେଷ ଯାଏ ରହିବୁ

ଭୁବନେଶ୍ୱର,୧୮ା୧୨(ଅନିଲଦାସ):ବିଜେଡି ନେତା ସୁଜିତ କୁମାର ଓ ମମତା ମହାନ୍ତ ଭାଜପାରେ ସାମିଲ ହେବା ପରେ ଦଳର ଆହୁରି କେତେକ ଏମ୍‌ପି ଦଳ ଛାଡ଼ିବା ନେଇ ବିଭିନ୍ନ...

IAS ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ନେଲେ ସରକାର

ଭୁବନେଶ୍ୱର,୧୭ା୧୨(ଅନିଲ ଦାସ): ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସଚିବ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ଓଡ଼ିଆ ଭାଷା, ସାହିତ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri