ଗୋଲ୍ଡେନ ବାବାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କଲା ଇଡି

ଭୁବନେଶ୍ୱର,୨୬।୮ (ସୂର୍ଯ୍ୟକାନ୍ତ ବେହେରା): ବିଭିନ୍ନ ଠକେଇ ମାମଲାରେ ଫେରାର ଥିବା ଗୋଲ୍ଡେନ ବାବା ଓରଫ ଜ୍ୟୋତିରଞ୍ଜନ ବେଉରାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କରିଛି (ଆଟାଚ) ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ତେବେ ଏହାପୂର୍ବରୁ ବାବାଙ୍କ ୪ଟି ଦାମୀ କାର୍‌ ଓ ୨ରୁ ଊର୍ଦ୍ଧ୍ୱ ବିଳାସମୟ ଘର ଜବତ କରିସାରିଛି । ଅନ୍ୟପକ୍ଷରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପାଇଁ ମଧ୍ୟ ଗୋଲ୍ଡେନ ବାବା ୱାଣ୍ଟେଡ ଅଛନ୍ତି। ଓଡିଶାର ବ୍ୟବସାୟୀମାନଙ୍କୁ ଲୋନ ଦେବା ନାଁରେ ୫.୫୦ କୋଟି ଟଙ୍କା ପ୍ରତାରଣ କରିଛନ୍ତି । ଏହି ଠକେଇ ଘଟଣାରେ ଇଡି ବାବାଙ୍କ ବିରୋଧରେ ବେଆଇନ ଅର୍ଥ କାରବାର ଦିଗକୁ ନେଇ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ କର୍ମଚାରୀ: ଗଡୁନି ମୋ’ ବସ୍‌, ଯାତ୍ରୀ ହନ୍ତସନ୍ତ

ସମ୍ବଲପୁୂର,୨୮ା୧୦: ସମ୍ବଲପୁର ସହରରେ ସୋମବାର ସକାଳୁ ମୋ’ ବସ୍‌ ସେବା ବନ୍ଦ କରାଯାଇଛି। ମୋ’ ବସ୍‌ ର୍କମଚାରୀଙ୍କ ବିଭିନ୍ନ ଦାବିନେଇ ବନ୍ଦ ରହିଛି ମୋ’ ବସ୍‌।...

ଯନ୍ତ୍ରଣାରେ ଛଟପଟ ହେଉଥିଲେ ଗର୍ଭବତୀ; ପ୍ରସବ କରାଇବାକୁ ୫୦୦୦ ଟଙ୍କା ଲାଞ୍ଚ ମାଗିଲେ ସରକାରୀ ନର୍ସ

ଅନୁଗୋଳ,୨୮ା୧୦: ଅତିଷ୍ଠ ହେଉଥିଲା ପ୍ରସବ ଯନ୍ତ୍ରଣା, ମାନବିକତା ହରାଇ ବସିଥିଲେ ସରକାର ଡାକ୍ତରଖାନାର ନର୍ସ। ଗର୍ଭବତୀଙ୍କ ପ୍ରସବ କରାଇବା ପାଇଁ ମାଗିଲେ ୫ ହଜାର ଟଙ୍କା...

ସବୁ ଗୁଣ୍ଡ କରିବୁ, ମନ୍ତ୍ରୀ ଆସିବା ପୂର୍ବରୁ ବାଡେଇ ବାଡେଇ ଫଳକ ଭାଙ୍ଗିଦେଲେ ବ୍ଲକ୍‌ ଅଧ୍ୟକ୍ଷା

ପାଲଲହଡ଼ା,୨୮।୧୦ (ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ଦ୍ୱାରା ରବିବାର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଉଦ୍‌ଘାଟନ ହେବାର...

ଫେରିବ ପଥୋତ୍ସବ: ସକାଳ ସାଢ଼େ ୭ଟାରୁ ୧୦ ଯାଏ ଚାଲିବ

ଭୁବନେଶ୍ୱର,୨୮ା୧୦: ମୌସୁମୀ ଫେରିବା ପରେ ରାଜଧାନୀ ଭୁବନେଶ୍ୱରକୁ ସଅଳ ଶୀତ ଋତୁକୁ ଟାଣି ଆଣିଛି ବାତ୍ୟା ଦାନା। ସକାଳୁ ସକାଳୁ କୁହୁଡି ଦେଖିବାକୁ ମିଳୁଥିବା ବେଳେ...

ଆଜି ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୧୦: ଆଜି ବି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ। ୨ୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବାଲେଶ୍ବର ଓ ମୟୂରଭଞ୍ଜ ଜିଲା ପରିଦର୍ଶନ କରିବେ।...

ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୮ା୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସୋମବାର ସ୍ଥଗିତ ରଖାଯାଇଛି। ବାତ୍ୟାର ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ...

ବିଦେଶାଗତ ପକ୍ଷୀଙ୍କ କଳରବରେ ଚିଲିକା ତଟଦେଶ ମୁଖରିତ

କୃଷ୍ଣପ୍ରସାଦ,୨୮ା୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ): ଶୀତଋତୁ ଆସିଲେ ଚଳଚଞ୍ଚଳ ହୋଇଉଠେ ଚିଲିକାର ପରିବେଶ। ରଙ୍ଗବେରଙ୍ଗର ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ...

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର,୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରି ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri