ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ କରିବା ମାମଲାରେ ଅଭିନେତ୍ରୀଙ୍କୁ ଇଡି ପକ୍ଷରୁ ପଚରାଉଚରା କରାଯାଉଛି। ଏହି ଆପରେ ଆଇପିଏଲ ମ୍ୟାଚ ବେଆଇନ ଭାବେ ଟେଲିକାଷ୍ଟ କରାଯାଇଥିଲା। ଏହି କାରଣରୁ ଭିଆକମ ୧ କୋଟି ଟଙ୍କା କ୍ଷତି ସହିଥିଲା। ଏହି ମାମଲାରେ ତାଙ୍କର ସମ୍ପୃକ୍ତି ଥିବାରୁ ତମନ୍ନା ଭାଟିଆଙ୍କୁ ଗୁଆହାଟୀର ଇଡି କାର୍ଯ୍ୟାଳୟରେ କ୍ରମାଗତ ପଚରାଉଚରା କରାଯାଉଛି।ଏହା ବ୍ୟତୀତ HPZ ଆପ ସମ୍ବନ୍ଧରେ ମଧ୍ୟ ପଚରାଉଚରା କରାଯାଉଛି।

HPZ ଆପ ସହିତ ଜଡିତ ମନି ଲଣ୍ଡରିଂ ମାମଲାରେ ଇଡି ତମନ୍ନା ଭାଟିଆଙ୍କୁ ପଚରାଉଚରା କରିଥିଲା। ଏହି ଆପକୁ ତମନ୍ନା ଭାଟିଆ ପ୍ରୋମୋଟ କରିଥିଲେ। ଏହି HPZ ଆପ ମହାଦେବ ବେଟିଂ ଆପ ସହିତ ମଧ୍ୟ ସଂଯୁକ୍ତ । HPZ ଆପ ସ୍କାମରେ ପଚରାଉଚରା ପାଇଁ ଇଡି ତମନ୍ନା ଭାଟିଆଙ୍କୁ ଡାକିଛି। ଏହି ମାମଲାରେ ତମନ୍ନା ଭାଟିଆଙ୍କୁ ଅଭିଯୁକ୍ତ ଭାବରେ ପଚରାଉଚରା କରାଯାଉନାହିଁ ବରଂ ଏହି ଆପକୁ ପ୍ରୋମୋଟ କରିବା ସଂପର୍କରେ କରାଯାଉଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ଲରେନ୍ସ ବିଷ୍ଣୋଇଙ୍କ ଗୁରୁ କିଏ? DSPଙ୍କ ତଥ୍ୟ ବଢାଉଛି ସସପେନ୍ସ

ନୂଆଦିଲ୍ଲୀ,୧୭।୧୦: ବାବା ସିଦ୍ଦିକhଙ୍କ ହତ୍ୟା ମାମଲାରେ ସମସ୍ତଙ୍କ ମୁହଁରେ କେବଳ ଗୋଟିଏ ନାମ ଅଛି, ତାହା ହେଉଛି ଲରେନ୍ସ ବିଷ୍ଣୋଇ। ବର୍ତ୍ତମାନ ଗୁଜୁରାଟର ସାବରମତି ଜେଲରେ...

ମୋଦିଙ୍କ ନିଦ ହଜାଇଲେ ଚିରାଗ ପାସଓ୍ବାନ, ୟୁପି ଉପନିର୍ବାଚନ ପୂର୍ବରୁ…

ନୂଆଦିଲ୍ଲୀ,୧୭।୧୦: ଲୋକ ଜନଶକ୍ତି ପାର୍ଟି ରାମ ଭିଲାସ ପାସୱାନ ଫୁଲପୁର ଏବଂ ମଞ୍ଝବା ଆସନରେ ପ୍ରାର୍ଥୀ ଦେବାକୁ ନିଷ୍ପତ୍ତି ନେଇଛି। ଉଭୟ ଆସନରେ ଖୁବ୍‌ଶୀଘ୍ର ଅନୁସୂଚିତ...

ଅଗରତାଲା-ଲୋକମାନ୍ୟ ତିଲକ ଟର୍ମିନସ ୮ ଡବା ଲାଇନଚ୍ୟୁତ, ହେଲ୍ପଲାଇନ ନମ୍ବର ଜାରି

ନୂଆଦିଲ୍ଲୀ,୧୭।୧୦: ଟ୍ରେନ ଦୁର୍ଘଟଣା ମାମଲା କ୍ରମାଗତ ଭାବେ ସାମ୍ନାକୁ ଆସୁଛି। ଏବେ ଡିବାଲେଙ୍ଗ ଷ୍ଟେଶନରେ ଏକ ଦୁର୍ଘଟଣା ଘଟିଛି ଯେତେବେଳେ ଅଗରତାଲା-ଲୋକମାନ୍ୟ ତିଲକ ଟର୍ମିନାସ ଡିରେଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri