Posted inଜାତୀୟ

‘ଭ୍ରଷ୍ଟାଚାରରେ ଲିପ୍ତ ରହିଲେ ଯାଞ୍ଚଏଜେନ୍ସି ତା’କାମ କରିବ’, ଅମାନତୁଲ୍ଲାଙ୍କ ଘରେ ଇଡି ଚଢାଉକୁ ନେଇ ବର୍ଷିଲେ ବୀରେନ୍ଦ୍ର ସଚ୍ଚଦେବା

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଓଖଲା ବିଧାନସଭା ଆସନରୁ ଆମ ଆଦମୀ ପାର୍ଟି ବିଧାୟକ ଅମାନତୁଲ୍ଲା ଖାନଙ୍କ ବାସଭବନରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ଚଢାଉ କରିବା ପରେ ରାଜ୍ୟ ଭାଜପା ସଭାପତି ବିରେନ୍ଦ୍ର ସଚ୍ଚଦେବା ତାଙ୍କ ଉପରେ ବର୍ଷିଛନ୍ତି। ଇଡି ଚଢାଉର କିଛି ସମୟ ପରେ ସେ ତାଙ୍କ ପୋଷ୍ଟରେ ଲେଖିଛନ୍ତି ଯେ ଏହା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ତାଙ୍କ ନେତାଙ୍କ ବିଭିନ୍ନ ପ୍ରକାରର ରାଜନୀତିର ପ୍ରତ୍ୟକ୍ଷ ପ୍ରମାଣ। ସେ ଏହା ମଧ୍ୟ କହିଛନ୍ତି ଯେ ଯଦି ଆପଣ ଦୁର୍ନୀତିରେ ଜଡିତ ଅଛନ୍ତି ତେବେ ଅନୁସନ୍ଧାନକାରୀ ସଂସ୍ଥା ସେମାନଙ୍କ କାର୍ଯ୍ୟ କରିବେ।

ଦିଲ୍ଲୀ ଭାରତୀୟ ଜନତା ପାର୍ଟି ସଭାପତି ବିରେନ୍ଦ୍ର ସଚ୍ଚେଦବା କହିଛନ୍ତି ଯେ ନିଜକୁ ଅଖଣ୍ଡ ସଚ୍ଚୋଟ ବୋଲି କହୁଥିବା ଅରବିନ୍ଦ କେଜରିୱାଲ ବାସ୍ତବ ଜୀବନରେ ଦୁର୍ନୀତିଗ୍ରସ୍ତ ଅଟନ୍ତି। ସମୟ ଏତେ ଦୂର ନୁହେଁ ଯେତେବେଳେ ଦୁର୍ନୀତିଗ୍ରସ୍ତ କେଜରିୱାଲ ମଧ୍ୟ ବାର୍‌ ପଛରେ ରହିବେ। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଆମ ଆଦମୀ ପାର୍ଟି ହେଉଛି ଅପରାଧୀ ଏବଂ ଦୁର୍ନୀତିଗ୍ରସ୍ତ ପରିବାର।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୧୮ରୁ ଆଇସିଏସ୍‌ଇ ଦଶମ, ୧୩ରୁ ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ,୨୫ା୧୧: କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ୍‌ ସାର୍ଟିଫିକେଟ୍‌ ଏକ୍ଜାମିନେଶନ୍ସ (ସିଆଇଏସ୍‌ସିଇ) ୨୦୨୫ ବର୍ଷ ପାଇଁ ଆଇସିଏସ୍‌ଇ ଦଶମ ଶ୍ରେଣୀ ଏବଂ ଆଇସିଏସ୍‌ ଦ୍ୱାଦଶ ଶ୍ରେଣୀ...

କେନ୍ଦ୍ର କ୍ୟାବିନେଟରେ ବଡ଼ ନିଷ୍ପତ୍ତି: କୃଷକଙ୍କୁ ଉପହାର ଦେଲେ କେନ୍ଦ୍ର ସରକାର, ଏଣିକି…

ନୂଆଦିଲ୍ଲୀ,୨୫।୧୧: ସୋମବାର କେନ୍ଦ୍ର କ୍ୟାବିନେଟ କୃଷି, ଶିକ୍ଷା, ଶକ୍ତି ଏବଂ ଭିତ୍ତିଭୂମି ସହ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛି। ସ୍ଥାୟୀ ବିକାଶକୁ ପ୍ରୋତ୍ସାହିତ...

ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ଭାଜପା ଖେଳିଲା ବଡ଼ ଚାଲ୍‌, ରାଗିଗଲେ ଶିନ୍ଦେ! ଜାଣନ୍ତୁ କାହିଁକି…

ମୁମ୍ବାଇ,୨୫।୧୧: ମହାୟୁତିରେ ସିଏମ ପଦବୀକୁ ନେଇ ସବୁକିଛି ଠିକ୍‌ ଚାଲିନାହିଁ। ମହାରାଷ୍ଟ୍ରରେ ଏକନାଥ ଶିନ୍ଦେ ଅସନ୍ତୋଷ ଥିବା ଏକ ସୂତ୍ରରୁ ପ୍ରକାଶ ପାଇଛି। ସିଏମ ପଦ...

ନୀତୀଶଙ୍କ ରାଜନୈତିକ ଭବିଷ୍ୟତକୁ ନେଇ ମିଳିଲା ବଡ଼ ସଙ୍କେତ, ମୁଖ୍ୟମନ୍ତ୍ରୀଙ୍କ ଡାହାଣ ହାତ କରିଦେଲେ ବଡ଼ ଖୁଲାସା

ପାଟନା,୨୫।୧୧: ବିହାର ବିଧାନସଭାର ଚାରିଟି ଆସନରେ ଅନୁଷ୍ଠିତ ଉପ-ନିର୍ବାଚନର ଫଳାଫଳକୁ ନେଇ ଭାଜପା ଓ ଜେଡିୟୁ ବହୁତ ଉତ୍ସାହିତ ଅଛନ୍ତି। ତରାରି, ରାମଗଡ, ଇମାମଗଞ୍ଜ ଏବଂ...

ହଟିଲା ସସ୍‌ପେନ୍ସ, ଏହି ହେବେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ! ମଙ୍ଗଳବାର ଶିନ୍ଦେ ଦେବେ ଇସ୍ତଫା

ମୁମ୍ବାଇ,୨୫।୧୧: ମଙ୍ଗଳବାର ଏକନାଥ ଶିନ୍ଦେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ତାଙ୍କ ଇସ୍ତଫା ପରେ ହିଁ ଏକ ନୂତନ ସରକାର ଗଠନ ପାଇଁ ଉଦ୍ୟମ...

ସରକାରଙ୍କ ବଡ଼ ଘୋଷଣା: ଏଣିକି ବୃଦ୍ଧାବୃଦ୍ଧଙ୍କୁ ମିଳିବ ପେନ୍‌ସନ୍‌

ନୂଆଦିଲ୍ଲୀ,୨୫।୧୧: ନିର୍ବାଚନ ପୂର୍ବରୁ ହଜାର ହଜାର ବୃଦ୍ଧବୃଦ୍ଧାଙ୍କୁ ଦିଲ୍ଲୀ ସରକାର ଏକ ବଡ ଉପହାର ଦେଇଛନ୍ତି। ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ...

ଖୁସିରେ ଗଦ୍‌ଗଦ୍‌ ଅଜିତ ପାଓ୍ବାର: ଭଣଜାଙ୍କୁ କହିଦେଲେ ଏମିତି କଥା

ପୁଣେ,୨୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜୟ ପରେ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ଆତ୍ମବିଶ୍ୱାସ ଚରମ ସୀମାରେ ରହିଛି। ସେ ଭଣଜା ରୋହିତ ପାୱାରଙ୍କ ବିଜୟକୁ...

ପାର୍ଲାମେଣ୍ଟକୁ ସାଇକେଲରେ ଆସିଲେ ଟିଡିପି ଏମ୍‌ପି

ନୂଆଦିଲ୍ଲୀ,୨୫।୧୧: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହୋଇଯାଇଛି। ଅଧିବେଶନରେ ଯୋଗଦେବାକୁ ଟିଡିପି ଏମ୍‌ପି ଆପାଲା ନାଇଡୁ ସାଇକେଲରେ ଆସି ପାର୍ଲାମେଣ୍ଟରେ ପହଞ୍ଚିଥିଲେ। ଏହି ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri