ଖଣି ବ୍ୟବସାୟୀଙ୍କ ଘରେ ପଶିଲା ଇଡି, ଚାଲିଛି ଚଢାଉ

ଭୁବନେଶ୍ୱର,୮।୧: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ପଶିଲା ଇଡି। ଢେଙ୍କାନାଳ ଘର ଓ ଫାର୍ମହାଉସ, ହିନ୍ଦୋଳ ସ୍ଥିତ ବ୍ୟବସାୟିକ ସଂସ୍ଥା, ଭୁବନେଶ୍ବରର ୩ଟି ସ୍ଥାନରେ ଇଡି ରେଡ କରୁଛି। ବେଆଇନ ଅର୍ଥ କାରବାର ନେଇ ଚଢାଉ କରାଯାଉଥିବା ଜଣାପଡିଛି। ଚଢ଼ାଉ ବେଳେ ଟଙ୍କା କାରବାରର ଗୁରୁତ୍ୱପୂର୍ଣ୍ଣ କାଗଜ ଜବତ ହୋଇଛି।

Share