Posted inଜାତୀୟ

ଅବକାରୀ ନୀତି ଦୁର୍ନୀତି: ୪୦ ସ୍ଥାନରେ ଇଡି ଚଢାଉ

ନୂଆଦିଲ୍ଲୀ,୧୬।୯: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ଘଟଣାରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୪୦ଟି ସ୍ଥାନରେ ଚଢାଉ କରିଛି। ମଦ ବ୍ୟବସାୟୀ, ଡିଷ୍ଟ୍ରିବ୍ୟୁଟର୍‌ ଓ ସପ୍ଲାଏ ଚେନ ନେଟୱର୍କସ ସହ ଜଡିତ ଥିବା ଲୋକଙ୍କ ଠିକଣାରେ ଚଢାଉ କରାଯାଇଛି। ଆନ୍ଧ୍ର ପ୍ରଦେଶର ନେଲ୍ଲୋର ସମେତ କର୍ନାଟକ, ତାମିଲନାଡୁ ଓ ଦିଲ୍ଲୀ ଏନସିଆର ଅଞ୍ଚଳର ୪୦ଟି ସ୍ଥାନରେ ଏହି ଚଢାଉ କରାଯାଉଛି। ଅବକାରୀ ଦୁର୍ନୀତି ଘଟଣାରେ ଇଡି ଦ୍ୱିତୀୟଥର ପାଇଁ ଏପରି ରେଡ କରିଛି। ଗତ ସପ୍ତାହରେ ତଦନ୍ତକାରୀ ସଂସ୍ଥା ଦିଲ୍ଲୀ, ତେଲେଙ୍ଗାନା, ମହାରାଷ୍ଟ୍ର, ହରିୟାଣା, ଉତ୍ତରପ୍ରଦେଶ ଓ କର୍ନାଟକର ପ୍ରାୟ ୪୫ଟି ସ୍ଥାନରେ ରେଡ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସେଲିବ୍ରିଟିଙ୍କୁ ମହାକାଶ ପଠାଇଲା ବ୍ଲୁ ଅରିଜିନ୍‌

ଓ୍ବାଶିଂଟନ,୧୪।୪:ପପ୍‌ ଗାୟିକା କେଟି ପେରୀ ଏବଂ ଆମେରିକୀୟ ଟିଭି ବ୍ୟକ୍ତିତ୍ୱ ଗେଲେ କିଙ୍ଗ୍‌ଙ୍କ ସମେତ ୬ ମହିଳା ସେଲିବ୍ରିଟିଙ୍କୁ ନେଇ ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ୍‌ର...

ଜେନେଭାରେ ନିଲାମ ହେବ ଭାରତର ଦୁର୍ଲଭ ହୀରା

ଜେନେଭା, ୧୪।୪:ଭାରତର ରାଜକୀୟ ଐତିହ୍ୟକୁ ଦର୍ଶାଉଥିବା ବିରଳ ‘ଦି ଗୋଲକୋଣ୍ଡା ବ୍ଲ୍ୟୁ’ ହୀରାର ନିଲାମ ହେବାକୁ ଯାଉଛି। ଆସନ୍ତା ମେ ୧୪ରେ ସୁଇଜରଲାଣ୍ଡର ଜେନେଭାସ୍ଥିତ ‘କ୍ରିଷ୍ଟିଜ୍‌...

୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ

ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ...

ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ

ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ...

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି।...

ହନୁମାନ ଜୟନ୍ତୀରେ ଖଣ୍ଡା ବୁଲାଇଲେ ବିଧାୟକ: ଚାରିଆଡ଼େ ଚର୍ଚ୍ଚା

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ସୋମବାର ସନ୍ଧ୍ୟାରେ ବରଗଡ଼ ସହରରେ ହନୁମାନ ଜୟନ୍ତୀ ଅବସରରେ ଶୋଭାଯାତ୍ରା ହୋଇଥିଲା। ସ୍ଥାନୀୟ ସମଲେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରା ବାହାରି...

ହନୁମାନ ଓ କରମସାନି ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ସୁକୁଡା ଗ୍ରାମରେ ନବର୍ନିମିତ ହନୁମାନ ମନ୍ଦିର ଓ କରମସାନି ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଆରମ୍ଭ ହୋଇଛି।...

ଶିଶୁ ସାହିତ୍ୟ ସଂସଦର କବିତା ପାଠୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ରମାନଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକ କବିତା ପାଠୋତ୍ସବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image