Posted inଜାତୀୟ

ଏଏପି ବିରୋଧରେ ଇଡିର ବଡ ଆକ୍ସନ, ମୁଖ୍ୟମନ୍ତ୍ରୀଙ୍କ ସଚିବ, ଏନଡି ଗୁପ୍ତାଙ୍କ ସମେତ ୧୨ ନେତାଙ୍କ ଘରେ ଚଢାଉ

ନୂଆଦିଲ୍ଲୀ,୬।୨: ଦିଲ୍ଲୀର ମନି ଲଣ୍ଡରିଂ ମାମଲାରେ ୧୨ରୁ ଅଧିକ ସ୍ଥାନରେ ମଙ୍ଗଳବାର ସକାଳୁ ଇଡି ଚଢାଉ ଜାରି ରହିଛି। ସୂଚନାନୁସାରେ, ଏଏପି ରାଜ୍ୟ ସଭା ଏମପି ଏନଡି ଗୁପ୍ତାଙ୍କ ଘରେ ଇଡି ଚଢାଉ ଚାଲିଛି। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବିଶ୍ୱ କୁମାରଙ୍କ ଘରେ ମଧ୍ୟ ଚଢାଉ ଚାଲିଛି। ଏହା ବ୍ୟତୀତ ଦିଲ୍ଲୀ ଜଳ ବୋର୍ଡର ପୂର୍ବତନ ସଦସ୍ୟ ଶଲଭଙ୍କ ଘରେ ମଧ୍ୟ ଚଢାଉ କରାଯାଇଛି। ଆମ ଆଦମୀ ପାର୍ଟି ସୂତ୍ର ଅନୁଯାୟୀ, ଦିଲ୍ଲୀ ସରକାରୀ ମନ୍ତ୍ରୀ ଆତିଷୀଙ୍କ ଏକ ସାମ୍ବାଦିକ ସମ୍ମିଳନୀ ଆଜି ସକାଳ ୧୦ଟାରେ ଅନୁଷ୍ଠିତ ହେବାକୁ ଯାଉଛି।
ସୂଚନାନୁସାରେ, ଦିଲ୍ଲୀ ଆମ ଆଦମୀ ପାର୍ଟିର ନେତା ତଥା ମନି ଲଣ୍ଡରିଂ ମାମଲାରେ ସେମାନଙ୍କ ସହ ଜଡିତ ବ୍ୟକ୍ତିଙ୍କ ଘରେ ଚଢାଉ ଚାଲିଛି, କିନ୍ତୁ ଇଡି କେଉଁ ଅର୍ଥ ହେରଫେର ମାମଲାରେ ଚଢାଉ କରିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଏହି ଚଢାଉକୁ ଭାଜପାର ନିର୍ଦ୍ଦେଶରେ ଏଏପି ନେତାଙ୍କ ଉପରେ ଚାପ ପକାଇବାର ମାଧ୍ୟମ ଭାବେ ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବିଧାନ ଦିବସ ପାଇଁ ପାର୍ଲାମେଣ୍ଟରେ ହେବ ସ୍ବତନ୍ତ୍ର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୪ା୧୧: ୧୯୪୯ ନଭେମ୍ବର ୨୬ରେ ସେଣ୍ଟ୍ରାଲ ହଲ୍‌ରେ ଅନୁଷ୍ଠିତ ସମ୍ବିଧାନ ସଭାରେ ସମ୍ବିଧାନ ଗୃହୀତ ହୋଇଥିଲା। ଏହାର ୭୫ତମ ବାର୍ଷିକୀ ନିମନ୍ତେ ମଙ୍ଗଳବାରଠାରୁ ବର୍ଷବ୍ୟାପୀ ଉତ୍ସବ...

ମସଜିଦ ସର୍ଭେ ସମୟରେ ହିଂସା: ପଥରମାଡ଼ରେ ୩ ମୃତ, ଇଣ୍ଟରନେଟ ବନ୍ଦ

ନୂଆଦିଲ୍ଲୀ,୨୪।୧୧: ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ...

ଓଡ଼ିଶା ପର୍ବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ: କଟକ ବାଲିଯାତ୍ରାକୁ ମନେ ପକାଇ…

ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାରେ ଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଆୟୋଜିତ ଓଡ଼ିଶା ପର୍ବ-୨୦୨୪ରେ ଅଂଶଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ...

ପର୍ଥରେ ଚୌକା-ଛକା ବର୍ଷା: ୪୯୧ ଦିନ ପରେ ଶତକ ମାରି ସଚିନଙ୍କ ରେକର୍ଡ ଭାଙ୍ଗିଲେ କୋହଲି 

ପର୍ଥ,୨୪।୧୧: ଅଷ୍ଟ୍ରେଲିଆରେ ଚମକିଲେ ବିରାଟ କୋହଲି। ପର୍ଥ ଟେଷ୍ଟର ଦ୍ୱିତୀୟ ଇନିଂସରେ କୋହଲି ଶତକ ମାରିବାରେ ସଫଳ ହୋଇଛନ୍ତି। ଦୀର୍ଘ ଦିନରୁ ଖରାପ ଫର୍ମ ଦେଇ...

ମହାରାଷ୍ଟ୍ରରେ ବିରଳ ଘଟଣା, ଛଅ ଦଶକ ମଧ୍ୟରେ ପ୍ରଥମ ଥର ହେଲା ଏମିତି…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରର ୧୫ତମ ବିଧାନସଭାରେ ଗୋଟିଏ ବିରଳ ଘଟଣା ଘଟିବାକୁ ଯାଉଛି। କାରଣ ପ୍ରଥମଥର ପାଇଁ ମହାରାଷ୍ଟ୍ର ବିଧାନସଭା ବିନା ବିରୋଧୀ ଦଳ ନେତାରେ କାର୍ଯ୍ୟ...

୬ ମାସରେ ହାରି ଯାଇଥିବା ବାଜିକୁ କିଭଳି ପଲଟାଇଦେଲା ଭାଜପା?  ବ୍ୟାକ୍‌ଫୁଟ୍‌ରୁ ଏବେ…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ମହାୟୁତି ମେଣ୍ଟର ପ୍ରଚଣ୍ଡ ବିଜୟ ସହ ଭାଜପା ଶିବିରରେ ଖୁସିର ଲହରୀ ଖେଳିଯାଇଛି। ଏନ୍‌ଡିଏ ମେଣ୍ଟ ୨୮୮ରୁ ୨୩୧ ଆସନରେ ବାଜିମାତ କରିଛି।...

ପ୍ରଧାନମନ୍ତ୍ରୀଙ୍କ ବଡ଼ ଆହ୍ବାନ: ଆସନ୍ତାବର୍ଷ ଲକ୍ଷେ ନୂଆ ଯୁବକଙ୍କୁ ରାଜନୀତିକୁ ଆଣିବା ପାଇଁ ରହିଛି ଲକ୍ଷ୍ୟ

ନୂଆଦିଲ୍ଲୀ,୨୪ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ମନ୍‌ କି ବାତ୍‌’କାର୍ଯ୍ୟକ୍ରମର ୧୧୬ ତମ ଏପିସୋଡ୍‌ରେ ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ସେ ପ୍ରଥମେ ଜାତୀୟ କ୍ୟାଡେଟ କର୍ପସ...

ଚର୍ଚ୍ଚାରେ ହେଲିକପ୍ଟର ମାଡାମ, ବାରିପଦା ଝିଅ ହେବେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ!

ରାଞ୍ଚି,୨୪।୧୧: ଝାଡ଼ଖଣ୍ଡର JMM ସରକାର ପୁଣି ବାଜିମାତ ପରେ ଏବେ ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ। କୁହାଯାଉଛି କଳ୍ପନା ସୋରେନଙ୍କ ଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri