ପ୍ରଫୁଲ୍ଲ ଓ ପୁଅ ପ୍ରୟାସକାନ୍ତିଙ୍କୁ ଇଡିର ସମନ, କାଗଜପତ୍ର ସହ ହାଜର ହେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୦୨: ଭଣ୍ଡାରିପାଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଅଡ଼ୁଆ ବଢିଛି। ବିଜେଡି ବିଧାୟକ ପ୍ରଫୁଲ୍ଲ ଓ ପୁଅ ପ୍ରୟାସକାନ୍ତିଙ୍କୁ ସମନ କରିଛି ଇଡି। ବାରିପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ତାଙ୍କୁ ସମନ ପଠାଯାଇଛି। କାଗଜପତ୍ର ସହ ହାଜର ହେବାକୁ କୁହାଯାଇଛି। ଗତ ୧୫ ତାରିଖରେ ପ୍ରଫୁଲ୍ଲଙ୍କ ଘରେ ଇଡି ରେଡ କରିଥିଲା । ଶୁକ୍ରବାର ତାଙ୍କ ଘରୁ ୧୦ ଲକ୍ଷ ଟଙ୍କା ଜବତ ହୋଇଥିଲା।

Share