ସାନଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇ ଗୁରୁତର

ହିଞ୍ଜିଳିକାଟୁ, ୨୩।୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ସାରୁ ଗ୍ରାମରେ ଘରୋଇ କଳହକୁ କେନ୍ଦ୍ର କରି ସାନ ଭାଇ ବିଜୟ ସେଠୀଙ୍କ ଠେଙ୍ଗା ମାଡ଼ରେ ବା ସଞ୍ଜୟ ସେଠୀ ଗୁରୁତର ଆହତ ହୋଇଛନ୍ତି। ଘଟଣା ନେଇ ଆହତ ହିଞ୍ଜିଳି ଥାନାରେ ବଡ଼ ଭାଇ ଏକ ଅଭିଯୋଗ କରିଛନ୍ତି। ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ (କେଶ ନଂ- ୧୩୦/୨୫)ରେ ଏକ ମାମଲା ରୁଜୁ କରିଛି। ଆକ୍ରମଣକାରୀ ବିଜୟ ସେଠୀଙ୍କୁ ବ୍ରହ୍ମପୁର ଅଞ୍ଚଳରୁ ପୋଲିସ ଗିରଫ କରିଛି। ବିଜୟଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଥିବା ଥାନା ଆଇଆଇସି ଶ୍ରୀନିବାସ ସେଠି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରଲର ଦୁର୍ଘଟଣା: ୨୦ ଘଣ୍ଟା ରାସ୍ତା ଜାମ

ଅନୁଗୋଳ,୧।୪(ମାନସ ବିଶ୍ୱାଳ): ଅନୁଗୋଳ ସହର ହନୁମାନ ବଜାରରେ ଏକ ଟ୍ରଲର ଦୁର୍ଘଟଣା ଘଟି ୨୦ ଘଣ୍ଟା ରାସ୍ତା ଜାମ ହୋଇଛି। ଫଳରେ ଲୋକଙ୍କ ଯାତାୟତରେ ନାହିଁ...

ପୋଲିସ ବାହିନୀର ସେବା, ତ୍ୟାଗ ଅତୁଳନୀୟ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡିଆରେ ୯୦ତମ ଓଡିଶା ପୋଲିସ ପ୍ରତିଷ୍ଠା ଉତ୍ସବ ମଙ୍ଗଳବାର ପାଳିତ ହୋଇଛି । ମୁଖ୍ୟଅତିଥି ଭାବେ...

ପୋଲିସ ପ୍ରତିଷ୍ଠା ଦିବସ: ୫ ପୋଲିସ କର୍ମଚାରୀଙ୍କୁ ସମ୍ମାନିତ କଲେ ଏସ୍‌ପି

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଛତ୍ରପୁର ପୋଲିସ ପଡ଼ିଆଠାରେ ମଙ୍ଗଳବାର ଗଞ୍ଜାମ ଜିଲାସ୍ତରୀୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏଥିରେ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

କଟକରେ ବଡଧରଣର ଅଗ୍ନିକାଣ୍ଡ: ସୁଟ୍‌କେସ୍‌ ସୋ’ରୁମ ସହ କପଡ଼ା ଗୋଦାମରେ ଲାଗିଲା ନିଆଁ

କଟକ, ୧ା୪: କଟକ ସହରର ଦୋଳମୁଣ୍ଡାଇ ଅଞ୍ଚଳରେ ଏକ ଦୋକାନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ଅନୁଯାୟୀ, ସକାଳେ ସ୍ଥାନୀୟ ଲୋକମାନେ ପ୍ରଥମେ ଏକ...

ନାଳରେ ପଡିଛି ଦନ୍ତାହାତୀର ମୃତଦେହ

ପାଲଲହଡ଼ା,୪।୧: ଅନୁଗୋଳ ଜିଲା ସଇଡ଼ା ପଞ୍ଚାୟତ ବିଜୁସାହି ନିକଟ ନାଳରେ ମଙ୍ଗଳବାର ଏକ ଦନ୍ତାହାତୀର ମୃତଦେହ ପଡିଥିବା ଦେଖିବାକୁ ମିଳିଛି। କେଉଁ ପରିସ୍ଥିତିରେ ହାତୀର ମୃତ୍ୟୁ...

ଭଞ୍ଜନଗରରେ ଉତ୍କଳ ଦିବସ ପାଳନ: ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି

ଭଞ୍ଜନଗର,୧।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଙ୍ଗଳବାର ଉତ୍କଳ ଦିବସ ପାଳନ ହୋଇଯାଇଛି। ସକାଳେ ସହରର ବିଭିନ୍ନ ସ୍ଥାନରେ...

ଉତ୍କଳକୁ ବିରୋଧ:କୋଶଲ ସଂଗ୍ରାମୀଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼, ୧।୪(ପ୍ରେମାନନ୍ଦ ଖମାରୀ): ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ଧୂମଧାମରେ ପାଳନ କରାଯାଉଛି। ତେବେ ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିରେ କୋଶଲ ସଂଗଠନ...

ଅନ୍ତ୍ୟୋଦୟ ଗୃହ ଯୋଜନା ଗରିବଙ୍କ ଭରସା: ହିତାଧିକାରୀ ପିଛା ମିଳିବ ୧.୨୦ଲକ୍ଷ ଟଙ୍କା

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗୋରୁ ମାର୍କେଟ୍‌ ପରିସରରେ ରବିବାର ଜିଲାସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବରଗଡ଼ ଏମ୍‌ପି ପ୍ରଦୀପ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image