ଗାଡ଼ି ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର-ଆସିକା ୩୨୬ ନମ୍ବର ଜାତୀୟ ରାଜପଥ ରାମଚନ୍ଦ୍ରପୁର ଗାଁ ପୋଲ ଉପରେ ରବିବାର ଏକ ଗାଡ଼ି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଧର୍ମରାୟପୁର ଗ୍ରାମର ପ୍ରଭାକର ମିଶ୍ର(୫୫)। ଏନେଇ ପ୍ରଭାକରଙ୍କ ସ୍ତ୍ରୀ ସୁନିତା ମିଶ୍ର ପାଟପୁର ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗକୁ ଭିତ୍ତିକରି ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଏକ ମାମଲା(ନଂ. ୧୬୭/୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଛନ୍ତି।

ପୋଲିସ ପ୍ରଭାକରଙ୍କୁ ଉଦ୍ଧାର କରି ଆଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲା। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଅନ୍ୟପକ୍ଷେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭେଙ୍କୁଭରରେ କାର୍‌ ମଡ଼ାଇ ୧୧ ଜଣଙ୍କୁ ହତ୍ୟା

ଭେଙ୍କୁଭର,୨୮ା୪: କାନାଡାର ବ୍ରିଟିଶ୍‌ କଲମ୍ବିଆସ୍ଥିତ ଭେଙ୍କୁଭରରେ ଶନିବାର ଲାପୁ-ଲାପୁ ଷ୍ଟ୍ରିଟ୍‌ ଫେଷ୍ଟିଭାଲ ବେଳେ ଭିଡ଼ ଉପରକୁ ଜଣେ ବ୍ୟକ୍ତି ଦ୍ରୁତଗତିରେ କାର୍‌ ଚଢ଼ାଇ ଦେଇଛନ୍ତି। ଏଥିରେ ୧୧...

ୟୁକ୍ରେନ୍‌କୁ ୧୪୯ ଡ୍ରୋନ୍‌ ଛାଡ଼ିଲା ରୁଷିଆ

କିଭ୍‌,୨୮ା୪: ରୁଷିଆ ପକ୍ଷରୁ ରବିବାର ଭୋର ସମୟରେ ୟୁକ୍ରେନ୍‌ ଉପରେ ୧୪୯ ଡ୍ରୋନ୍‌ ଛଡ଼ାଯାଇଛି। ଖେର୍‌ସନ ସହରରେ ହୋଇଥିବା ଏହି ଆକ୍ରମଣରେ ଅନୂ୍ୟନ ୪ ଜଣଙ୍କ ମୃତ୍ୟୁ...

ପରିବେଶ ପାଇଁ ଅନୁକୂଳ ହେନ୍ତାଳ ଜଙ୍ଗଲ ସୃଷ୍ଟି

ମହାକାଳପଡ଼ା,୨୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଶ୍ୱରେ ଜଳବାୟୁ ପରିବର୍ତ୍ତନରେ ପରିବେଶ ବିଜ୍ଞାନୀମାନଙ୍କ ଚିନ୍ତା ବଢ଼ାଇଛି। ପୂର୍ବ ଅପେକ୍ଷା ପରିବେଶ ବିଗିଡ଼ିବାରେ ଲାଗିଛି। ଗ୍ରୀନ୍‌ଲ୍ୟାଣ୍ଡରୁ ବରଫ ତରଳି ସମୁଦ୍ର...

ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଗଲା ରଥକାଠ

ବୌଦ୍ଧ,୨୭।୪(ଅଜିତ କୁମାର ବାରିକ): ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ରବିବାର ଚଳିତବର୍ଷ ପ୍ରଥମ ରଥକାଠ ବୌଦ୍ଧ ବନଖଣ୍ଡରୁ ପୁରୀ ପଠାଯାଇଛି। ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା...

ମା’ ମାହେଶ୍ୱରୀଙ୍କ ପୂଜାର୍ଚ୍ଚନା: ଡୁମାଳ ସମାଜର ବିକାଶକୁ ଗୁରୁତ୍ୱ

ବରଗଡ଼,୨୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ନଦୀଖଣ୍ଡି ସାଇ ମନ୍ଦିର ପରିସରରେ ରବିବାର ଡୁମାଳ ପରିବାରର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ...

ପାକିସ୍ତାନ ସୁପର ଲିଗରେ ସାମିଲ ଥିବା ୨୩ ଭାରତୀୟ ସ୍ବଦେଶ ଫେରିଲେ

କରାଚୀ,୨୭ା୪: ପାକିସ୍ତାନ ସୁପର ଲିଗ (ପିଏସ୍‌ଏଲ୍‌)ର ପ୍ରଡକଶନ ଓ ବ୍ରଡକାଷ୍ଟ ଦଳର ଅଂଶଥିବା ୨୩ ଭାରତୀୟଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ପହଞ୍ଚାଇବା ଲାଗି ପାକିସ୍ତାନ କ୍ରିକେଟ...

Pakistan: ପାକ୍‌ ଗିରଫ କରିଥିବା ଭାରତୀୟ ଯବାନଙ୍କୁ ଖୋଜି ଖୋଜି ପାକିସ୍ତାନ ପଳାଇଲେ ଗର୍ଭବତୀ ସ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୭।୪: ସ୍ବାମୀଙ୍କୁ ମୁକୁଳେଇବା ପାଇଁ ପାକିସ୍ତାନ ଗସ୍ତ କରୁଛନ୍ତି ସ୍ତ୍ରୀ। ପଞ୍ଜାବର ଫେରୋଜପୁର ଜିଲାରେ ଅନ୍ତର୍ଜାତୀୟ ସୀମା ଅତିକ୍ରମ କରିବା ଅଭିଯୋଗରେ ପାକିସ୍ତାନ ରେଞ୍ଜର୍ସ ଦ୍ୱାରା...

ଏସିଆନ ଭଲିବଲ୍‌ରୁ ଓହରିଲା ଭାରତ

ଲାହୋର,୨୭ା୪: ପହଲଗାମ୍‌ରେ ଏପ୍ରିଲ ୨୨ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୨୬ ପର୍ଯ୍ୟଟକ ନିହତ ହେବାପରେ ଆସନ୍ତା ମାସରେ ଭାରତ ଓ ପାକିସ୍ତାନ ଇସ୍‌ଲାମାବାଦରେ ଖେଳାଯିବାକୁଥିବା ସେଣ୍ଟ୍ରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image